ଆଜି ରାଜ୍ୟର ୮ଟି ସହର ୪୦ ଡିଗ୍ରୀ ଛୁଇଁଲା । ୪୦.୪ ଡିଗ୍ରୀ ସହ ବାରିପଦା ଓ ଝାରସୁଗୁଡ଼ା ସର୍ବାଧିକ ଉତ୍ତପ୍ତ ।
ମାର୍ଚ୍ଚ ଶେଷ ହେଉ ହେଉ ଖରାରେ ଜଳିଲାଣି ପୂରା ରାଜ୍ୟ । ପ୍ରାୟ ସବୁ ସ୍ଥାନର ତାପମାତ୍ରା ବଢ଼ି ୩୫ ଡିଗ୍ରୀ ସେଲସିୟସରୁ ଅଧିକ ରହିଛି ।
ମାର୍ଚ୍ଚ ଶେଷ ହେଉ ହେଉ ଖରାରେ ଜଳିଲାଣି ପୂରା ରାଜ୍ୟ । ପ୍ରାୟ ସବୁ ସ୍ଥାନର ତାପମାତ୍ରା ବଢ଼ି ୩୫ ଡିଗ୍ରୀ ସେଲସିୟସରୁ ଅଧିକ ରହିଛି ।
ରାଜ୍ୟରେ ବିଭିନ୍ନ ସ୍ଥାନରେ ବଢିଛି ତାପମାତ୍ରା । ଆଗାମୀ ୩ରୁ ୪ ଦିନ ଯାଏଁ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ୩୮ରୁ ୪୦ ଡିଗ୍ରୀ ଏବଂ ଉପକୂଳବର୍ତ୍ତୀ ଜିଲ୍ଲା ମାନଙ୍କରେ ୩୬ ରୁ ୩୮ ଡିଗ୍ରୀ ତାପମାତ୍ରା ରହିବା ସମ୍ଭାବନା ।
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ବଢୁଥିବା ଖରାକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।
କଲବଲ କରିଲାଣି ତାତି । ଚଳିତ ବର୍ଷର ପାରଦ ୪୦ ଡିଗ୍ରୀ ଛୁଇଁଛି । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ତାତି ବଢିବ ବୋଲି ପାଣିପାଗ ବିଭାଗର ସୂଚନା । ଏଥିସହ ପ୍ରବଳ ଗୁଳୁଗୁଳି ଅନୁଭୁତ ହେବ ।
କେଉଁଠି ପାଣି ଟ୍ୟାପ୍ ଅଚଳ ତ ଆଉ କେଉଁଠି ଭାଙ୍ଗି ଗଲାଣି । ରାଉରକେଲାରେ ପାଣି ନେବା ପାଇଁ ବ୍ୟକ୍ତି ଜଣଙ୍କ ଟ୍ୟାପ୍ ପ୍ରେସ୍ କରୁଛନ୍ତି, ହେଲେ ପାଣି ଆସୁନି ।
୩୯.୫ ଡିଗ୍ରୀ ସହ ବୌଦ୍ଦ ସବୁଠୁ ତତଲା ସହର ଭାବେ ପରିଗଣିତ ହୋଇଥିବାବେଳେ ଭବାନୀପାଟଣା, ଟିଟିଲାଗଡ଼, ନୟାଗଡ଼ ଓ ପାରଳାଖେମୁଣ୍ଡିରେ ବି ପାରଦ ୩୯ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି।
ରାଜ୍ୟରେ ଆସନ୍ତା ଦିନେ ଦୁଇ ଦିନ ମଧ୍ୟରେ ରାତି ତାପମାତ୍ରା ୨ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସମ୍ଭାବନା । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।
ଟାଣ ଖରାକୁ ଦୃଷ୍ଟିରେ ରଖି ବାହାରକୁ ବାହାରିଲା ମାତ୍ରେ ସାବଧାନତା ପାଇଁ ପରାମର୍ଶ ଦିଆଯାଇଛି । ଏଭଳି କ୍ଷେତ୍ରରେ ବାହାରକୁ ବାହାରିଲା ମାତ୍ରେ ସାବଧାନ ରହିବା ପାଇଁ ପରାମର୍ଶ ଦିଆଯାଇଛି ।
କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି।
ରାଜ୍ୟରେ ଉପରମୁହାଁ ପାରଦ । ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଁ ତାତି ବଢିଛି । ଆଗକୁ ସ୍ୱାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ।
ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର,ପାରଳାଖେମୁଣ୍ଡି, ଟିଟିଲାଗଡ, ଭବାନୀପାଟଣା, ମାଲକାନଗିରିରେ ତାପମାତ୍ରା ଅଧିକ ରହିପାରେ ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
କିଛି ଦିନ ଧରି ରାଜ୍ୟର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିଲା, ଏବେ ଆକାଶରୁ ମେଘ ହଟିଯିବା ପରେ ତାପମାତ୍ରା ବଢିଛି।
ସ୍ୱାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ବଢିବ ରାତି ତାପମାତ୍ରା। ୪ ତାରିଖ ପରେ ପଶ୍ଚିମା ଝଡ଼ର ସମ୍ଭାବନା ରହିଛି।
ବଢୁଥିବା ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ମେଘୁଆ ପାଗ ସହ ଗତକାଲି ରାତିରୁ ରାଜଧାନୀ ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ହୋଇଛି ବର୍ଷା ।
ପାଣିପାଗ ବିଶେଷଜ୍ଞଙ୍କ ମତ, ଫେବ୍ରୁଆରୀରେ ଏଭଳି ତାତି ରାଜ୍ୟରେ ନୂଆ ନୁହେଁ । ଏହାପୂର୍ବରୁ ୨୦୧୬ରେ ଭୁବନେଶ୍ୱରରେ ଫେବ୍ରୁଆରୀ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା ।
ରାଜ୍ୟକୁ ଶୁଷ୍କ ବାୟୁ ପ୍ରବାହ ଜାରି ଥିବାରୁ ଉଭୟ ରାତି ଓ ଦିନର ତାପମାତ୍ରା ବଢୁଥିବା ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଆସନ୍ତା ୨୨ରୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ।
ଅକ୍ଟୋବରରେ ଶୀତ ଆସିବ କଣ, ଓଲଟା ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜୀବନ । ଦିନରେ ଟାଣ ଖରା, ଅପରାହ୍ଣରେ ଗରମ ଓ ଗୁଳୁଗୁଳି । ପ୍ରାୟ ସପ୍ତାହେ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ଏପରି ସ୍ଥିତି । ଏଥିପାଇଁ ପଶ୍ଚିମା ପବନ, ସ୍ୱଳ୍ପବୃଷ୍ଟି, ଜଳବାୟୁରେ ପରିବର୍ତ୍ତନକୁ ଦାୟୀ କରିଛନ୍ତି ବିଶେଷଜ୍ଞ ।
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲିଠୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ।
ଉଚ୍ଚ ଆଦ୍ରତା ଯୋଗୁଁ ଗୁଳୁଗୁଳିର ମାତ୍ରା ବଢୁଛି । ରାଜ୍ୟରେ ୩ଦିନ ହେବ ବର୍ଷା କମିଛି, ବଢିଛି ତାତି ।
ହୀରାକୁଦ ୩୩.୪ ଡିଗ୍ରୀ, ପାରାଦୀପ ୩୩ ଡିଗ୍ରୀ, ଗୋପାଳପୁର ୩୨.୬ ଡିଗ୍ରୀ ରହିଥିବା ବେଳେ ପୁରୀ ୩୫ ଡିଗ୍ରୀ ଛୁଇଁଛି ।
ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ଉଦ୍ଧାର କାର୍ଯ୍ୟ । କ୍ୟାମେରାରେ କଏଦ ପ୍ରକୃତିର ତାଣ୍ଡବ ଦୃଶ୍ୟ ।