• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Heat Wave

heat wave
ଖରାରେ ସିଝୁଛି ରାଜଧାନୀ : ସକାଳ ୮.୩୦ ସୁଦ୍ଧା ୩୦ ଡିଗ୍ରୀ ଟପିଲା ତାପମାତ୍ରା

ରାଜଧାନୀରେ ପୁଣି ତାତିର ପ୍ରକୋପ । ସକାଳ ୮ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ୩୧.୬ ଡିଗ୍ରୀ ।

 heatstroke
ମହାରାଷ୍ଟ୍ରର ଏକ କାର୍ଯ୍ୟକ୍ରମରେ ବଡ଼ ଅଘଟଣ : ୧୩ ମୃତ, ୬୦୦ ଆହତ

ଅସମ୍ଭାଳ ତାତି ଓ ଗୁଳୁଗୁଳିରେ ଚାଲିଗଲା ୧୩ ଜୀବନ । ଶତାଧିକ ଆହତ ହୋଇ ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ।

All schools in Sambalpur to remain closed for another two days
ସମ୍ବଲପୁର ଜିଲ୍ଲାରେ ଆଉ ୨ ଦିନ ସ୍କୁଲ ବନ୍ଦ

୧୬ ତାରିଖ ଅର୍ଥାତ୍‌ ଆଜି ଯାଏଁ ରାଜ୍ୟର ସବୁ ସ୍କୁଲଗୁଡ଼ିକ ଛୁଟି ରହିବା ନେଇ କୁହାଯାଇଥିଲା । ସ୍କୁଲ୍‌ ସମେତ ଅଙ୍ଗନବାଡ଼ି କେନ୍ଦ୍ର ବି ବନ୍ଦ ରହିଥିଲା ।

ପ୍ରବଳ ଗ୍ରୀଷ୍ମ ପ୍ରବାହ
ଧୁ ଧୁ ଖରାରେ ସିଝୁଛି ରାଜଧାନୀ, ଜନଜୀବନ ଅସ୍ତବ୍ୟସ୍ତ... ଦେଖିବା ଫଟୋରେ ଖବର

କଲବଲ କଲାଣି ଗ୍ରୀଷ୍ମ ପ୍ରବାହ । ୪୦ ଡିଗ୍ରୀ ଉପରେ ରହୁଛି ରାଜଧାନୀ ଭୁବନେଶ୍ୱର ତାପମାତ୍ରା । ତାତିରୁ ଟିକିଏ ଆଶ୍ୱସ୍ତି ପାଇବକୁ ଗଛ ମୂଳ ପାଲଟିଛି ପଥିକଙ୍କ ସାହାରା । କିଏ ଗଛମୂଳରେ ବସି ରହୁଛି ତ ପୁଣି କିଏ ଟିକିଏ ନିଦରେ ଶୋଇପଡ଼ୁଛି ।

heat wave
ଓଃ କି ଗରମ...ତାତିରେ କଲବଲ ହେଉଛି ସାରା ରାଜ୍ୟ

ଉତ୍ତରରୁ ଉପକୂଳ, ଦକ୍ଷିଣରୁ ପଶ୍ଚିମ ସବୁଠି ଖରା । ଭୁବନେଶ୍ୱର, କଟକ ସମେତ ସାରା ଓଡ଼ିଶାରେ ପ୍ରବଳ ତାତି । ସକାଳ ୯ଟା ପରେ ଘରୁ ବାହାରିବା ମୁସକିଲ୍ ।

Heat Wave
ମୁଣ୍ତଫଟା ଖରାରେ ସିଝୁଛି ଓଡ଼ିଶା; ଝାରସୁଗୁଡ଼ା ତାପମାତ୍ରା ୩୯.୮ ଡିଗ୍ରୀ

ଗ୍ରୀଷ୍ମପ୍ରବାହ ନେଇ ସତର୍କ ରହିବାକୁ ପରାମର୍ଶ ଦେଲେ SRC । ଖରାବେଳେ କାମ ନ କରିବାକୁ ଶ୍ରମିକଙ୍କୁ ପରାମର୍ଶ ଦିଆଯାଇଛି । ଅତି ଆବଶ୍ୟକ ନ ପଡ଼ିଲେ ଘରୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ।

Weather
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ଆଜି ବି ନାହିଁ ନିସ୍ତାର

ଗ୍ରୀଷ୍ମ ପ୍ରବାହ ସ୍ଥିତିର ସମୀକ୍ଷା କଲା ରାଜସ୍ୱ ବିଭାଗ । ଗ୍ରୀଷ୍ମ ପ୍ରବାହ ସହ ଦାଉ ସାଧୁଛି ଜଳକଷ୍ଟ ।

Weather
ଜଳୁଛି ଓଡ଼ିଶା; ୨୫ ସହର ୪୦ ଡିଗ୍ରୀ ଉପରେ

ସମ୍ବଲପୁର ଓ ଝାରସୁଗୁଡ଼ାରେ ୪୧ ଡିଗ୍ରୀ ପାର୍‌ କଲା ତାପମାତ୍ରା । ଭୁବନେଶ୍ୱର, ଚାନ୍ଦବାଲି ଓ ହୀରାକୁଦରେ ୪୦ ଉପରେ ଆଜି ରହିଥିଲା ପାରଦ । ଗଲା ଦୁଇ ଦିନ ଭଳି ଆଜି ବି ପ୍ରଚଣ୍ଡ ତାତିରେ ସିଝିଛି ସାରା ଓଡ଼ିଶା

Heat Wave
ଅସହ୍ୟ ଗରମରେ ଛଟପଟ ଜନଜୀବନ; ୧୫ ଯାଏଁ କଲବଲ କରିବ ତାତି

ସର୍ବାଧିକ ତାପମାତ୍ରାରେ କାଲି ବିରଳ ରେକର୍ଡ କରିଛି ଝାରସୁଗୁଡ଼ା । ଦେଶ ସହ ଏସିଆର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡା ।

Heat Wave
ଅସହ୍ୟ ତାତି ! ସକାଳୁ ସକାଳୁ ଏତେ ଖରା ଯେ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

୧୬ ତାରିଖରେ ରାଜ୍ୟ ମଧ୍ୟକୁ ବଙ୍ଗୋପସାଗରରୁ ବାୟୁପ୍ରବାହ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଉପକୂଳ ସମେତ ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ବର୍ଷା ସମ୍ଭାବନା ରହିଛି ।

Heat Wave
ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଜଳୁଛି ଓଡ଼ିଶା; ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୨.୪

ଆଜି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ସର୍ବାଧିକ ୪୨ ଦଶମିକ ୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

Odisha reels under intense heat wave, mercury to rise further
ଆସନ୍ତାକାଲି ଯାଏ ୪ ଜିଲ୍ଲାକୁ ସତର୍କ ସୂଚନା

ଆଗାମୀ କିଛି ଦିନ ଧରି ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ଏଭଳି ଗ୍ରୀଷ୍ଣ ପ୍ରବାହ ଜାରି ରହିବ। ଆଜି ସକାଳେ ସାଢ଼େ ୮ଟାରେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୧ ଡିଗ୍ରୀ ରେକର୍ଡ କରାଯାଇଛି। 

Heat Wave
ରାଜଧାନୀ ସମେତ ୯ଟି ସ୍ଥାନରେ ୪୦ ଡିଗ୍ରୀ ଡେଇଁଗଲା ପାରଦ

ମାଡ଼ି ଆସୁଛି ମୁଣ୍ଡ ଫଟା ଖରା । ୧୩ରୁ ୧୫ ଯାଏଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ ଜାରି କଲାଣି ପାଣିପାଗ ବିଭାଗ । ଏମିତିକି ୧୫ ତାରିଖରେ ଝାରସୁଗୁଡ଼ାରେ ପାରଦ ୪୪ ଡିଗ୍ରୀ ଡେଇଁବା ଅନୁମାନ କରିଛି ।

School Close
କାଲିଠୁ ସବୁ ସ୍କୁଲ୍‌ ଛୁଟି

କାଲିଠାରୁ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଆସନ୍ତାକାଲିଠୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ସବୁ ସ୍କୁଲ ଛୁଟି ରହିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଛୁଟି ଘୋଷଣା କରାଯାଇଛି । ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।

School Close
କାଲିଠୁ ସବୁ ସ୍କୁଲ୍‌ ଛୁଟି

ଆସନ୍ତାକାଲିଠୁ ଏପ୍ରିଲ ୧୬ ପର୍ଯ୍ୟନ୍ତ ସବୁ ସ୍କୁଲ ଛୁଟି ରହିବ ।

Heat Wave
ଡହ ଡହ ଖରାରେ ସିଝୁଛି ଓଡ଼ିଶା; ତାପମାତ୍ରା ଆହୁରି ୪ ଡିଗ୍ରୀ ବଢ଼ିବ

ନିଆଁ ବର୍ଷୁଛି, ମୁଣ୍ଡ କାନ ଝାଇଁ ମାରି ଯାଉଛି । ଅପରାହ୍ନ ସାଢ଼େ ୨ଟା ବେଳକୁ ରାଜଧାନୀରେ ପାରଦ ୪୦ ଡିଗ୍ରୀ ଟପିଗଲା । ଡହ ଡହ ଖରାରେ କଲବଲ ହେଉଛନ୍ତି ଭୁବନେଶ୍ୱରବାସୀ ।

Odisha Weather
ଆଗକୁ ଆସୁଛି ଡହଡହ ତାତି; ୪୦ ଡିଗ୍ରୀ ଟପିଲା ରାଜଧାନୀ ତାପମାତ୍ରା

ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ । ଆଗାମୀ ୪ ଦିନ ମଧ୍ୟରେ ଦିନ ତାପମାତ୍ରା ୩ରୁ୪ ଡିଗ୍ରୀ ବୃଦ୍ଧି ସମ୍ଭାବନା ରହିଛି ।

Heatwave Conditions Likely To Continue In Next Five Days
ଆହୁରି ୫ ଦିନ ଅଗ୍ନିବର୍ଷା ! ୧୬ ତାରିଖ ଯାଏ ସତର୍କ ରୁହନ୍ତୁ...

ରାଜ୍ୟରେ ଗ୍ରୀଷ୍ଣ ପ୍ରବାହ  ଜାରି ରହିଛି। ଆହୁରି ୫ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Heat Wave
ପ୍ରଚଣ୍ଡ ତାତି ! କଲବଲ ହେଲାଣି ଓଡ଼ିଶା, ଝାରସୁଗୁଡ଼ା-ବାରିପଦାରେ ୪୦ ଡିଗ୍ରୀ

ଭୁବନେଶ୍ୱର ଓ ସମ୍ବଲପୁରରେ ବି ଅସମ୍ଭାଳ ସ୍ଥିତି । ୧୬ ଯାଏଁ ଅଗ୍ନିବର୍ଷାରୁ ନିସ୍ତାର ନାହିଁ କହିଲା ପାଣିପାଗ ବିଭାଗ ।

Heat Wave
ଓଃ କି ତାତି..ସକାଳ ସାଢ଼େ ୮ଟା ସୁଦ୍ଧା ତାପମାତ୍ରା ୩୧ ଡିଗ୍ରୀ

କିଛି ଦିନ ଧରି କାଳବୈଶାଖୀ ବର୍ଷା ଯୋଗୁଁ ତାତି କମିଥିବା ବେଳେ ଆଜି ପୁଣି ଗରମ ଅନୂଭବ ହେଉଛି ।

Weather in Odisha
ଆସନ୍ତାକାଲି ଠାରୁ କମିବ ବର୍ଷା, ବଢ଼ିବ ତାତି

ଅନ୍ୟପଟେ ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ହେବ, ବର୍ଷା କମିବା ସହ ଉତ୍ତାପ ବଢିବ ।

Summer
କଲବଲ କରୁଛି ତାତି; ରାଜ୍ୟରେ ଆହୁରି ବଢ଼ିବ ତାପମାତ୍ରା

ତାଳଚେରରେ ସର୍ବାଧିକ ୩୮.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଥିବା ବେଳେ ରାଜଧାନୀ ଭୁବନେଶ୍ୱର ଦ୍ୱିତୀୟ ତତଲା ସହର ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Heat wave condition in odisha
୫ ଦିନ ପରେ ରାଜ୍ୟରେ ଆହୁରି ବଢ଼ିବ ତାତି !

୫ ଦିନ ପରେ ରାଜ୍ୟରେ ଆହୁରି ତାତି ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏବେ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୪ ଡିଗ୍ରୀ ଅଧିକ ରହୁଛି।