ମାଲକାନଗିରି ଓ କୋରାପୁଟକୁ ପାଣିପାଗ ବିଭାଗର ଅରେଞ୍ଜ ୱାର୍ଣ୍ଣିଂ । ତଳି ଅଞ୍ଚଳରେ ପାଣି ଜମିବା ସହ ଭୂସ୍ଖଳନ ହେବା ଆଶଙ୍କା । ଆସନ୍ତା ୩୦ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହୋଇପାରେ ବର୍ଷା ।
୬ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ସମ୍ଭାବନା
ପ୍ରବଳ ବର୍ଷା ଆଶଙ୍କା ଯୋଗୁଁ କେଦାରନାଥ ଯାତ୍ରା ଉପରେ ରୋକ୍ । ଅକ୍ଟୋବର ୧୭ରୁ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ଉତ୍ତରାଖଣ୍ଡର ଚାରିଧାମ ସମେତ ଅଧିକାଂଶ ପାର୍ବତ୍ୟ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ଆଶଙ୍କା କରି ପାଣିପାଗ ବିଭାଗ (ଆଇଏମଡି) ଚେତାବନୀ ଦେଇଛି