• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Heavy Rain

Rain
ଡ଼େରାଡୁନ୍‌ରେ ବର୍ଷା ବିତ୍ପାତ: ଋଷିକେଶ ଜାତୀୟ ରାଜପଥରେ ଭାଙ୍ଗିଲା ବ୍ରିଜ୍‌

ପ୍ରବଳ ବର୍ଷାରେ ବେହାଲ ହେଲାଣି ଡ଼େରାଡୁନ୍‌। ଯେଉଁ ଆଡ଼େ ଦେଖିବେ ଖାଲି ପାଣି ହିଁ ପାଣି । ପ୍ରବଳ ବର୍ଷା ପାଇଁ ବନ୍ୟାସ୍ଥିତି ଉପୁଜିଲାଣି। ସ୍ଥିତି ଏମିତି ହେଲାଣି ଯେ, ଅନେକ ତଳିଆ ଅଂଚଳରେ ବନ୍ୟାସ୍ଥିତି ଉପୁଜିଲାଣି। ଯାହାକୁ ନେଇ ଚିନ୍ତାରେ ତଳିଆ ଅଂଚଳବାସୀ। ୪୮ ଘଂଟା ଧରି ଲଗାଣ ବର୍ଷା ହେବାରୁ ଡେରାଡୁନ୍‌-ହୃଷିକେଶ୍‌ ରାସ୍ତାରେ ଏକ ବ୍ରିଜ୍‌ ଭାଙ୍ଗିଯାଇଛି

New D elhi
ଦିଲ୍ଲୀ-ହରିୟାଣାରେ ପ୍ରବଳ ବର୍ଷା, ଏପଟେ ଟ୍ରାଫିକ୍‌ ଜାମ୍‌ ସେପଟେ ବୁଡ଼ିଲାଣି ଓଭର ବ୍ରିଜ୍‌ !

ଦିଲ୍ଲୀରେ ପ୍ରବଳ ବର୍ଷା । ରାସ୍ତା ଘାଟରେ ସତେ ଯେମିତି କୃତ୍ରିମ ବନ୍ୟା । ଗତ ୨୪ ଘଣ୍ଟା ଧରି ଲଗାଣ ବର୍ଷା ଫଳରେ ଦିଲ୍ଲୀ ଓ ଏନ୍‌ସିଆରରେ ପାଣି ଜମି ରହି କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।

heavy-rainfall
ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥିପାଇଁ ଅନେକ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ

heavy rainfall alert
ଆଜି ୧୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ରାଜ୍ୟରେ ଆସନ୍ତା ୪ ଦିନ ଯାଏ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୌସୁମୀ ଦୁର୍ବଳ ଥିଲେ ବି ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୧୭ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Climate Change in odisha
ବର୍ଷା ସହ ବଜ୍ରପାତ ନେଇ ୧୯ ଜିଲ୍ଲାକୁ ୱାର୍ଣ୍ଣିଂ

ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ବର୍ଷା ଓ ବଜ୍ରପାତ ସମ୍ଭାବନା । ୧୯ଟି ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି । ଏହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ।

maharashtra rain
ମହାରାଷ୍ଟ୍ରରେ ବର୍ଷା ପରର ଆସିଲା ଭୟଙ୍କର ଚିତ୍ର: ଗଛରେ ଲାଗିଛି କାର୍‌, ୧୫୦ ଜଣଙ୍କଠୁ ଅଧିକ ଲୋକଙ୍କ ଗଲାଣି ଜୀବନ

କୋହ୍ଲାପୁରର ଚିଖଳ ଅଞ୍ଚଳରେ ମଧ୍ୟ ବନ୍ୟା ସ୍ଥିତି ଗମ୍ଭୀର ରହିଛି। ଅନେକ ଅଞ୍ଚଳ ଜଳମଗ୍ନ ଥିବା ବେଳେ ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏନଡ଼ିଆର୍‌ଏଫ୍ ଯବାନ ବୋଟ୍ ଯୋଗେ ବିଭିନ୍ନ ଅଞ୍ଚଳକୁ ଯାଇ ଲୋକଙ୍କୁ ସୁରକ୍ଷିତ ଜାଗାକୁ ସ୍ଥାନାନ୍ତର କରୁଛନ୍ତି

rain
ଅସରାଏ ବର୍ଷାରେ ଉବୁଟୁବୁ ରାଜଧାନୀ : ଜାତୀୟ ରାଜପଥରେ ଆଣ୍ଠୁଏ ଉଚ୍ଚର ପାଣି

ଭୁବନେଶ୍ୱରରେ ଅବିଶ୍ରାନ୍ତ ବର୍ଷା । ମାତ୍ର କିଛି ସମୟର ବର୍ଷାରେ ଜଳାର୍ଣ୍ଣବ ରାଜଧାନୀ । ଆଜି ଅପରାହ୍ନରେ ହଠାତ ରାଜଧାନୀ ଭୁବନେଶ୍ୱର ‌ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା ।

monsoon
ପ୍ରବଳ ପବନ ସହ ବର୍ଷା ଯୋଗୁ ଗଛ ପଡ଼ି ଜଣଙ୍କ ମୃତ୍ୟୁ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ କାଳବୈଶାଖୀର ତାଣ୍ଡବ। ଗତ ଶନିବାର ସଂଧ୍ୟାରେ ପ୍ରବଳ ପବନ ସହ ବର୍ଷା ଯୋଗୁ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ। କିଛି ସ୍ଥାନରେ ପଲିଥିନ୍ ଛପର ଉଡ଼ିଯିବା ସହ ଗଛଲତା ଭାଙ୍ଗିଯାଇଛି।ସେହିପରି ଚାନ୍ଦିପୁର ଥାନା ପଦ୍ମପୁର ପଞ୍ଚାୟତର ମଝିକିଆ ଗାଁରେ ଗଛପଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାଁ ଶତ୍ରୁଘ୍ନ ଦାସ। କାଳବୈଶାଖୀ ଯୋଗୁଁ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଦ୍ୟୁତ ସେବା ପ୍ରଭାବିତ ହୋଇଛି।

heavy rainfall
ଆଜିଠୁ ଓଡ଼ିଶାରେ ବଢ଼ିପାରେ ବର୍ଷାର ପରିମାଣ, ୭ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ଓଡ଼ିଶାରେ ଏବେ ମୌସୁମୀ ସ୍ୱାଭାବିକ ଥିବାବେଳେ ବର୍ଷାର ପରିମାଣ କମ୍ ରହିଛି। ଆଜିଠୁ ବର୍ଷାର ପରିମାଣ ବଢ଼ିପାରେ। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କୋରାପୁଟ, ନୂଆପଡ଼ା ଓ ବରଗଡ଼। ଏସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ଓ ୧୪ ତାରିଖ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା […]

heavy rain
ବର୍ଷାରେ ଦିଲ୍ଲୀ-କୋଲକତା ଅବସ୍ଥା ବେହାଲ, ରାସ୍ତା ଉପରେ ଆଣ୍ଠୁଏ ପାଣି

 ପଶ୍ଚିମବଙ୍ଗରେ ଭୀଷଣ ବର୍ଷାରେ ଜନଜୀବନ ଅସ୍ଥବ୍ୟସ୍ତ ହୋଇପଡିଛି । କୋଲକାତାରେ ଗତକାଲି ରାତିରେ ପ୍ରବଳ ବର୍ଷା ଫଳରେ ରାସ୍ତାରେ ଅଣ୍ଟାଏ ଉଚ୍ଚର ପାଣି ଜମି ରହିଥିଲା । ଲେକ୍ ଗାର୍ଡେନ ଏବଂ ଗଲ୍ଫ ଗ୍ରୀନ ଅଂଚଳରେ ପ୍ରବଳ ବର୍ଷା ଫଳରେ ଲୋକଙ୍କ…

mumbai rain
ସାରା ରାଜ୍ୟକୁ ଛୁଇଁଲା ମୌସୁମୀ, ଆହୁରି ବର୍ଷିବ

ଭୁବନେଶ୍ୱର: ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ରାଜ୍ୟକୁ ଆଚ୍ଛାଦିତ କରିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଉତ୍ତର ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏହା…

rain
ପ୍ରବଳ ବର୍ଷିବ ! ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର: ପ୍ରବଳ ବର୍ଷିବ । ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ । ଲଘୁଚାପଜନିତ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲାଗୁଡ଼ିକୁ ବର୍ଷା ପାଇଁ ସତର୍କ ରହିବାକୁ…