ପୁରୀରେ ବର୍ଷା ଜାରି ରହିଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ମାର୍କେଟ ଛକ, ବଡ଼ଶଙ୍ଖ, ଭିଆଇପି ରୋଡ୍, ଫାୟାର ଷ୍ଟେସନ ସମ୍ମୁଖ, ଅବକାଶ ଲେନ, ଗଜପତି ନଗର, ସୁଦର୍ଶନ ନଗର, ମାଟିଆପଡ଼ା ଆଦି ଅଞ୍ଚଳରେ ପାଣି ଜମିଛି।
ଠପ୍ ହୋଇଯାଇଛି ଯାତାୟତ । ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଦୁଇ ଦିନ ହେଲା ଥମିବାର ନାଁ ନେଉନି ବର୍ଷା । ମୂଷଳଧାରାରେ ଢାଳି ଚାଲିଛି ।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ୨୬ରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଆସନ୍ତାକାଲି ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି।
ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ବର୍ଷା ସମ୍ଭାବନା ରହିଛି ।
ରାଜ୍ୟରେ ନାହିଁ ବନ୍ୟା ସ୍ଥିତି। ମୁଖ୍ୟ ଶାସନ ସଚିବ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା କରିବା ପରେ ଏହି ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂ।
ଲଗାଣ ବର୍ଷା ଯୋଗୁଁ ଫୋକସରେ ମାଲକାନଗିରି ଜିଲ୍ଲା ରହିଛି । ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଛି ।
ଗଭୀର ଅବପାତ ପ୍ରଭାବରେ ଆଜି ସାରା ରାଜ୍ୟରେ ଭୀଷଣ ବର୍ଷା ହେବ। ଅତି ଭୀଷଣ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
କେଉଁଠି ବ୍ରିଜ୍ ଉପରେ ପାଣି ଚାଲିଛି ତ କେଉଁଠି ରାସ୍ତା ଦେଖାଯାଉନି। ଏକର ଏକର ଚାଷ ଜମିରେ ଅଣ୍ଟାଏ ପାଣି। ଲଗାଣ ବର୍ଷାରେ ବେହାଲ କୋରାପୁଟ। ଜିଲ୍ଲାର କୁନ୍ଦ୍ରା ଓ ବୈପାରୀଗୁଡା ବ୍ଲକ୍ ଅଧିକ ପ୍ରଭାବିତ ହୋଇଛି। ସେପଟେ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇଛି ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି।ପ୍ରଭାବରେ ଅତି ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ଜାରି ହୋଇଛି ରେଡ ଆଲର୍ଟ।...
ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । କୋଲାବ ନଦୀ ଫୁଲୁଥିବାରୁ କିଛି ତଳିଆ ଅଞ୍ଚଳରେ ପାଣି ପଶିଛି । କୋଲାବ ନଦୀରେ ଦୀଗାପୁର ଠାରେ ଥିବା ବ୍ରିଜ୍ ଉପରେ ଚାଲୁଛି ପାଣି ।
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ବଙ୍ଗୋପସାଗରରେ ଆଜି ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର। ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ଏବେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।
ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଗାମୀ ୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା ଓ ଗଜପତି ଜିଲ୍ଲାରେ ଅଧିକ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ବେହାଲ ଆନ୍ଧ୍ରପ୍ରଦେଶ। ରାଜ୍ୟରେ ବନ୍ୟା ସ୍ଥିତି ଦେଖାଦେଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଏ ନେଇ ରାଧା ଯାଦବ ନିଜେ ସୋସିଆଲ ମିଡିଆରେ ସୂଚନା ଦେବା ସହ ରାଧା ଯାଦବ ଏନଡିଆରଏଫକୁ ଧନ୍ୟବାଦ ଦେଇଛନ୍ତି ।
ଗୁଜରାଟ ଭାରତର ପଶ୍ଚିମ ଓ ଦକ୍ଷିଣପଶ୍ଚିମରେ ଥିବା ଏକ ରାଜ୍ୟ । ଏଠାରେ ମୁଖ୍ୟତଃ ଶୁଷ୍କ ଓ ଆର୍ଦ୍ର ଜଳବାୟୁ ଅନୁଭୂତ ହୁଏ। ଏଠାରେ ସେତେ ପରିମାଣର ବର୍ଷା ହୋଇନଥାଏ। ମାତ୍ର ଚଳିତ ଥର ଅଚାନକ ବର୍ଷା ହେବା ଫଳରେ ଏଠାରେ ଜଳାର୍ଣ୍ଣବ ସ୍ଥିତି ଦେଖାଦେଇଛି।
ପ୍ରବଳ ବର୍ଷା ସମ୍ଭାବନା। ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଆଗାମୀ ୨ ଦିନରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଁଇବ । ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ ।
ଲଗାଣ ବର୍ଷାରେ ବେହାଲ ରାଜଧାନୀ ଦିଲ୍ଲୀ। ବର୍ଷା ଯୋଗୁଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି।
ଆଜି ଓ ଆସନ୍ତାକାଲି ୨ ଦିନ ପାଇଁ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ନେଇ ଆଜି ପାଇଁ ୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।
ଆଜି ଶୁଖିଲା ରହିବ ପାଗ, ତେବେ କାଲି ପୁଣି ବଢ଼ିବ ବର୍ଷା। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।
ବରଗଡ଼ରୁ ବୌଦ୍ଦ...ଆଠଗଡ଼ରୁ ସୋନପୁର। ଉବୁଟୁବୁ ଅବସ୍ଥା, ଜଳବନ୍ଦୀ ଜୀବନ। ନଦୀ ନାଳ, ବିଲବାଡ଼ି, କ୍ଷେତ ଖମା...ଯୁଆଡ଼େ ଚାହିଁବେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ।
ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, କୋରାପୁଟ ଓ ନବରଙ୍ଗପୁର।
କେରଳ ପରେ ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ। ସିମଲା ଓ ମଣ୍ଡିରେ ବାଦଲଫଟା ବର୍ଷା। ଏଥିରେ ଜଣଙ୍କର ମୃତ୍ୟୁ ହେଇଥିବା ବେଳେ ପ୍ରାୟ ୩୦ ଜଣ ନିଖୋଜ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ପାଇଁ ଘଟଣାସ୍ଥଳରେ SDRF, NDRF ଟିମ୍ ନିୟୋଜିତ ।
ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ।