ଭାରତୀୟ ତଟରକ୍ଷୀ ବାହିନୀର ALH ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଏମର୍ଜେନ୍ସି ଲ୍ୟାଣ୍ଡିଂ ବେଳେ ୩ ସଦସ୍ୟ ନିଖୋଜ ।
ତ୍ରୁଟିପୂର୍ଣ୍ଣ ହେଲିକପ୍ଟରକୁ ଆଜି ସକାଳ ପ୍ରାୟ ୭ଟା ସମୟରେ MI 17 ହେଲିକପ୍ଟର ଯୋଗେ ଗୌଚାର ଏୟାରଷ୍ଟ୍ରିପକୁ ମରାମତି ପାଇଁ ନିଆଯାଉଥିଲା। ତେବେ ବାୟୁସେନା ହେଲିକପ୍ଟର ଭାରସାମ୍ୟ ହରାଇ ବସିଥିଲା।
ହେଲିକପ୍ଟରର ଏମର୍ଜେନ୍ସି ଲ୍ୟାଣ୍ଡିଂ ବେଳେ ଅଘଟଣ । ଅଳ୍ପକେ ବର୍ତ୍ତିଲେ ଜଣେ ପାଇଲଟଙ୍କ ସହ ୬ ଯାତ୍ରୀ ।
ଇରାନ୍ ଗଣମାଧ୍ୟମର ସୂଚନା ମୁତାବକ, ଉଦ୍ଧାରକାରୀ ଦଳ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଚିହ୍ନଟ କରିଛନ୍ତି। ତେବେ ସେଠାରେ କୌଣସି ଜୀବନ୍ତ ବ୍ୟକ୍ତିଙ୍କର ସନ୍ଧାନ ମିଳିନାହିଁ।
ଗୋଟିଏ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଶିବସେନା(ଉଦ୍ଧବ ଠାକରେ) ନେତ୍ରୀ ସୁଷମା ଅନ୍ଧାରେ। ଆଜି ତାଙ୍କୁ ଆଣିବାକୁ ଯାଇଥିବା ହେଲିକପ୍ଟରଟି ଲ୍ୟାଣ୍ଡିଂ ସମୟରେ କ୍ରାସ୍ କରିଯାଇଛି।
ନୌସେନା ପରେଡ୍ ପାଇଁ ଅଭ୍ୟାସ ବେଳେ ଦୁଇ ହେଲିକପ୍ଟର ପରସ୍ପର ସହ ଧକ୍କା ହେବା ୧୦ ଜଣଙ୍କ ଜୀବନ ଯାଇଛି।
ଭାରତୀୟ ସେନା ବାହିନୀର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଜାମ୍ମୁ କାଶ୍ମୀର କିସ୍ତିୱାର ନିକଟରେ କ୍ରାସ୍ ହୋଇଥିବା ଜଣାପଡ଼ିଛି।
୩୦ରୁ ୪୦ ଫୁଟ୍ ଉଚ୍ଚରେ ବିମାନ ଉଡ଼ୁଥିବା ବେଳେ ହଠାତ୍ ଏହି ସମୟରେ ନିୟନ୍ତ୍ରଣ ହରାଇ ଥିଲେ ପାଇଲଟ୍। ଏକ ବଡ଼ ଧରରଣ ଦୁର୍ଘଟଣାରୁ କିପରି ସମସ୍ତଙ୍କ ଜୀବନ ବଞ୍ଚାଇବେ ଏନେଇ ପାଇଲଟ୍ ଶତ ପ୍ରତିଶତ ପ୍ରଚେଷ୍ଟା କରିଥିଲେ।
ଅରୁଣାଚଳ ପ୍ରଦେଶରେ ଆଜି ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଅତ୍ୟନ୍ତ ଦୁର୍ଗମ ଅଞ୍ଚଳରେ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।
କେଦାରନାଥରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶିତ ହୋଇଛି।
ଆରବ ସାଗରରେ ଜରୁରୀକାଳୀନ ଅବତରଣ ବେଳେ ହେଲିକପ୍ଟରଟି କ୍ରାଶ୍ ହୋଇଯାଇଥିଲା। ଏଥିରେ ଜଣେ ଓଡ଼ିଆଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।
ଟ୍ରେନିଂ ବେଳେ ଛତିଶଗଡ଼ ରାୟପୁରରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ହେଲିକପ୍ଟରଟି ଅବତରଣ ବେଳେ ଏଥିରେ ନିଆଁ ଲାଗିଯିବାରୁ କ୍ରାସ ହୋଇଥିବା କୁହାଯାଉଛି । ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ପାଇଲଟ୍ ଥିଲେ ।
ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜମ୍ମୁ-କାଶ୍ମୀର ଗୁରେଜ୍ ସେକ୍ଟର ବରାଉମ୍ ଅଞ୍ଚଳରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି।
ସିଡିଏସ୍ ଜେନେରାଲ୍ ବିପିନ ରାୱତଙ୍କ ସହ ପ୍ରାଣ ହରାଇଥିବା ଲାନ୍ସ ନାୟକ ସାଇ ତେଜାଙ୍କ ପୈତୃକ ଗାଁରେ ଶେଷକୃତ୍ୟ ସମ୍ପୂର୍ଣ୍ଣ କରାଯିବ । ତେଜାଙ୍କ ପାର୍ଥୀବ ଶରୀରକୁ ତାଙ୍କ ଗାଁ ଆଗୁଭା ରେଗଡାକୁ ନିଆଯାଇଛି ।
ପ୍ଲେନ୍ ସହ ମୁହାଁମୁହିଁ ଧକ୍କା ହେଲା ହେଲିକପ୍ଟର । ଆମେରିକାରେ ଘଟିଛି ଏହି ଲୋମହର୍ଷଣକାରୀ ଘଟଣା । ଆମେରିକାର ଆରିଜୋନା ବିମାନବନ୍ଦରର ନିକଟସ୍ଥ ଆକାଶମାର୍ଗରେ ଏକ ବିମାନ ଏବଂ ହେଲିକପ୍ଟର ମୁହାଁମୁହିଁ ଧକ୍କା ହୋଇଛି ।ଏହି ଦୁର୍ଘଟଣା ଫଳରେରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବାବେଳେ ହେଲିକପ୍ଟରଟି ଛିଟ୍କି ଏକ ପଡିଆରେ ପଡିଯାଇଥିଲା ।
ଜମ୍ମୁ-କଶ୍ମୀରର ଉଦ୍ଧମ ପୁର ଜିଲ୍ଲାରେ ସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଦ୍ଧମପୁର ରେଞ୍ଜର ଡିଆଇଜି ସୁଲେମାନ ଚୌଧୁରୀ ମଙ୍ଗଳବାର ଏ ନେଇ ସୂଚନା ଦେଇଛନ୍ତି।
ଉଡାଣ ପରୀକ୍ଷଣ ସମୟରେ ବାଟ ଓଗାଳିଲା ମୃତ୍ୟୁ । ମହାରାଷ୍ଟ୍ରର ୟବତମାଲରେ ରହୁଥିବା ଜଣେ ୩୪ ବର୍ଷ ବୟସ୍କ ବ୍ୟକ୍ତି ହେଲିକପ୍ଟର ତିଆରି କରିବାକୁ ଗତ ଦୁଇ ବର୍ଷ ଧରି ଲଗାତାର ଚେଷ୍ଟା କରୁଥିଲେ । କଠିନ ପରିଶ୍ରମ କରିବା ପରେ ଧୀରେ ଧୀରେ ସେ ସଫଳତା ଆଡକୁ ଗତି କରୁଥିଲେ ।