ଆରବ ସାଗରରେ ଜରୁରୀକାଳୀନ ଅବତରଣ ବେଳେ ହେଲିକପ୍ଟରଟି କ୍ରାଶ୍ ହୋଇଯାଇଥିଲା। ଏଥିରେ ଜଣେ ଓଡ଼ିଆଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।