୬୭ କର୍ପୋରେଟରଙ୍କୁ ନେଇ ମେୟରଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି । ବାତ୍ୟା ମୁକାବିଲା ପାଇଁ ରାଜଧାନୀରେ ୮୦ରୁ ଉର୍ଦ୍ଧ୍ବ ଆଶ୍ରୟସ୍ଥଳୀ କରାଯାଇଥିବା ମେୟର କହିଛନ୍ତି ।
ବାଲେଶ୍ୱର ବାହାନଗାରେ ଭୟଙ୍କର ରେଳ ଦୁର୍ଘଟଣାର ମୃତଦେହ ସଂପର୍କରେ ଜାଣିବାକୁ ବିଏମ୍ସି ପକ୍ଷରୁ ହେଲପ ଲାଇନ ଜାରି କରଯାଇଛି ।
ବର୍ତ୍ତମାନ ସାଇବାର ଅପରାଧୀମାନେ ଠକେଇ କରିବାକୁ ଭିନ୍ନ ଭିନ୍ନ ତରିକା ଆପଣାଉଛନ୍ତି । ଯାହା ଦ୍ୱାରା ଆପଣଙ୍କ ଗୋଟିଏ ଛୋଟିଆ ଭୁଲ୍ ଆପଣଙ୍କୁ ସେମାନଙ୍କ ଜାଲରେ ଫସାଇଦେଇପାରେ ।
ଧାରଣ ଲୋକଙ୍କ ପାଇଁ ସରକାରଙ୍କ ଦ୍ୱାରା ହେଲ୍ପଲାଇନ ନମ୍ବର ଜାରି କରାଯାଇଛି । ରାସନ କାର୍ଡ ଜରିଆରେ ସରକାର ନିଜ ରାଜ୍ୟରେ ରହୁଥିବା ଗରିବ ପରିବାରକୁ ରାସନ ଯୋଗାଉଛନ୍ତି । କିନ୍ତୁ ଅନେକ ସ୍ଥାନରେ ଡିଲରମାନେ ରାସନକାର୍ଡ ଧାରକଙ୍କୁ ରାସନ ଦେବାକୁ ମନା କରନ୍ତି କିମ୍ବା କମ୍ ରାସନ୍ ଦିଅନ୍ତି ।