• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Heritage Corridor Project

Govt Holiday
୧୭ ତାରିଖରେ ସରକାରୀ ଛୁଟି, ବନ୍ଦ ରହିବ ସରକାରୀ ଅଫିସ୍‌, ସ୍କୁଲ ଏବଂ କଲେଜ

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା

Parikrama Prakalpa
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣକୁ ଆଉ ୩ ଦିନ

ବେଦ ପାଠରେ ଗୁଞ୍ଜରିତ ହେବ ଶ୍ରୀକ୍ଷେତ୍ର। ପଣ୍ଡିତଙ୍କ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହେବ ବଡ଼ଦାଣ୍ଡ । ଏଠାରେ ହିଁ ୠଗ୍, ଯଦୁ, ଶାମ୍, ଅଥର୍ବ ଆଦି ୪ ବେଦର ବ୍ରାହ୍ମଣ କରିବେ ଯଜ୍ଞ କାର୍ଯ୍ୟ ।

Srimandir Heritage Corridor
ପରିକ୍ରମା ପ୍ରକଳ୍ପ ଉତ୍ସବ: ଆଜି ଶ୍ରୀନଅରରେ ଗଜପତି ମହାରାଜା କରିବେ ଆଚାର୍ଯ୍ୟ ବରଣ

ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅର ଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ ।

Srimandir Heritage Corridor
ପରିକ୍ରମା ପ୍ରକଳ୍ପ ଉତ୍ସବ ଲାଗି କାଲି ସନ୍ଧ୍ୟାରୁ କାର୍ଯ୍ୟକ୍ରମ

ସାମ୍ନାକୁ ଆସିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପର୍ବର କାର୍ଯ୍ୟସୂଚୀ ଓ ସମୟ ନିର୍ଘଣ୍ଟ । ଆସନ୍ତାକାଲିଠାରୁ ଆରମ୍ଭ ହୋଇଯିବ କାର୍ଯ୍ୟକ୍ରମ।

Srimandir Heritage Corridor
ପରିକ୍ରମା ପ୍ରକଳ୍ପ ଉତ୍ସବ ଲାଗି କାଲି ସନ୍ଧ୍ୟାରୁ କାର୍ଯ୍ୟକ୍ରମ, ଏବେ ବି ଅନେକ ସ୍ଥାନରେ କାମ ଅଧ ପନ୍ତରିଆ

ସାମ୍ନାକୁ ଆସିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ପର୍ବର କାର୍ଯ୍ୟସୂଚୀ ଓ ସମୟ ନିର୍ଘଣ୍ଟ । ଆସନ୍ତାକାଲିଠାରୁ ଆରମ୍ଭ ହୋଇଯିବ କାର୍ଯ୍ୟକ୍ରମ।

Srimandir Heritage Corridor
ପରିକ୍ରମା ପ୍ରକଳ୍ପ ବିସ୍ଥାପିତଙ୍କୁ ଭୁଲିଗଲେ କି ସରକାର ?

ପରିବାରଙ୍କ ଅଭିଯୋଗ, ଯେଉଁ ପରିକ୍ରମା ପ୍ରକଳ୍ପ ପାଇଁ ଆମେ ବାସହରା ହେଲୁ ସେହି ପ୍ରକଳ୍ପରେ କେଉଁଠି ବି ଆମ ନାଁ ନାହିଁ । ସବୁ ବିସ୍ଥାପିତଙ୍କୁ ପରିଚୟପତ୍ର ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା, ତାହା ବି ମିଳିଲାନି ।

Samaleswari Temple
ମାଇଲେଜ୍ ପଲିଟିକ୍ସରେ ମାତିଛି କି ବିଜେଡି ? ଶ୍ରୀମନ୍ଦିର ପ୍ରକଳ୍ପ ଲୋକାର୍ପଣ ପରେ ସମଲେଇ ମନ୍ଦିର ପ୍ରକଳ୍ପ

ଶ୍ରୀକ୍ଷେତ୍ର ପରେ ପରେ ସମ୍ବଲପୁର। ପୁରୀରେ ଶ୍ରୀଜଗନ୍ନାଥ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସରୁ ସରୁ ମାଆ ସମଲେଇ ମନ୍ଦିର ପ୍ରକଳ୍ପ ଉଦଘାଟନ ପାଇଁ ସରକାରଙ୍କ ସଜବାଜ।

srimandir heritage corridor project
ଡିଜାଇନ୍ ଗୋଟେ ତ କାମ ଗୋଟେ, ପରିକ୍ରମା ପ୍ରକଳ୍ପ ଭିତରେ ନାହିଁ ରଘୁନନ୍ଦନ ଲାଇବ୍ରେରୀ

ବରିଷ୍ଠ ସେବାୟତ ବିନାୟକ ଦାସମହାପାତ୍ରଙ୍କ ଅଭିଯୋଗ- ଐତିହ୍ୟ ପ୍ରକଳ୍ପର ସ୍ୱପ୍ନ ଦେଖାଇ ସରକାର ମନ୍ଦିର ଚତୁଃପାର୍ଶ୍ୱରେ ଅନେକ ପ୍ରାଚୀନ ମଠ, ଘର ଓ ଲଜିଂ ଧ୍ୱଂସ କରି ପ୍ରଶସ୍ତ ଯାଗା ପାଇଥିଲେ। ହେଲେ ପ୍ରତିଶ୍ରୁତି ମୁତାବକ କୌଣସି କାମ ହୋଇନି।

Srimandira Heritage Corridor
ଜାନୁଆରୀ ୧୭ରେ ପ୍ରତିଷ୍ଠା ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ହେବା ପୂର୍ବରୁ ଆଜି ପରିକ୍ରମା ପ୍ରକଳ୍ପ, ଜଗନ୍ନାଥ ବଲ୍ଲଭ ଓ ଶ୍ରୀସେତୁର ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ ।

 Srimandir Heritage Corridor Row
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ଆଜି ସୁପ୍ରିମକୋର୍ଟରେ ହେବ ଶୁଣାଣି

ଆଜି ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ଶୁଣାଣି ହେବ...

Ink and Tomato Attack
ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ଗାଡ଼ିକୁ ଟମାଟୋ, କାଳି ମାଡ଼

ଆଜି ପୁରୀ ଶ୍ରୀଜୀଉଙ୍କୁ ଦର୍ଶନ କରିବା ପାଇଁ ଆସିଥିଲେ ସମ୍ବିତ । ସକାଳେ ବଡ଼ଦାଣ୍ଡରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଥିଲେ । ଶ୍ରୀଜିଉଙ୍କ ଦର୍ଶନ କରି ଫେରୁଥିବା ବେଳେ ପୁରୀ ଝାଡ଼େଶ୍ୱରୀ କ୍ଲବ ଛକରେ ତାଙ୍କ ଗାଡ଼ି ଉପରକୁ ଟମାଟୋ, କାଳି ମାଡ଼ ହୋଇଥିବା ସୂଚନା ମିଳିଛି ।