ଦାନାର ମୁକାବିଲା ପାଇଁ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଏୟାରଲିଫ୍ଟ ସିଷ୍ଟମ। କେନ୍ଦ୍ର ସରକାରଙ୍କ ସମସ୍ତ ସହଯୋଗ ରହିଛି।
ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ । ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକରେ ସ୍କୁଲ୍ ଛୁଟି ।
ଆସନ୍ତା ୨୩ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବାତ୍ୟା, ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ନିକଟ ସମୁଦ୍ରକୁ ଆସିବ। IMD ଡିଜି ଆଜି ଏ ସଂପର୍କରେ ସୂଚନା ଦେଇ କହିଛନ୍ତି ୨୪ ଓ ୨୫ ତାରିଖ ବେଶୀ ଗୁରୁତ୍ବପୂର୍ଣ୍ଣ।
ଓଡ଼ିଶା ଓ ପଶ୍ଚିମବଙ୍ଗ ନିକଟ ସମୁଦ୍ରକୁ ଆସନ୍ତା ୨୪ରେ ବାତ୍ୟା ପହଞ୍ଚିବା ନେଇ ଆକଳନ ପରେ ବାଲେଶ୍ବର ଜିଲ୍ଲାରେ ପଶିଛି ଛନକା। ତେବେ ଜିଲ୍ଲା ପ୍ରଶାସନ ଆରମ୍ଭ କରିଦେଇଛି ପ୍ରସ୍ତୁତି।
କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ସମେତ ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଅଧିକ ଅନୂଭବ ହେଉଛି ।
ଗତ କିଛିଦିନ ହେଲା, ଓଡ଼ିଶା ସୀମାନ୍ତ ରାଜ୍ୟ ଗୁଡ଼ିକରେ ହିଂସା ଭିଆଇ ନିଜର ଉପସ୍ଥିତି ଜାହିର କରିଆସୁଛନ୍ତି ମାଓବାଦୀ। ଛତିଶଗଡ଼ ସୁକମା ଅଞ୍ଚଳର ଚିତ୍ର ହିଁ ବୟାନ କରୁଛି ଓଡ଼ିଶା ସୀମାନ୍ତରେ କେତେ ସକ୍ରିୟ ମାଓବାଦୀ।
କଲାମସେରୀରେ ଏକାଧିକ ବିସ୍ଫୋରଣ ଘଟିଥିବା ପ୍ରତ୍ୟକ୍ଷଦର୍ଶୀମାନେ ଦାବି କରିଛନ୍ତି । ବର୍ତ୍ତମାନ ଘଟଣାକୁ ନେଇ ଅନୁସନ୍ଧାନ କରୁଛି ଏନଆଇଏ ଟିମ୍ । ଏହି ଘଟଣା ପରେ ଦିଲ୍ଲୀ ପୋଲିସ ସଜାଗ ରହିଛି ।
କରୋନା ଭିତରେ ଡରେଇଲାଣି ଟମାଟୋ ଫ୍ଲୁ। ଏହି ଫ୍ଲୁର ବିଭିନ୍ନ ପ୍ରକାର ଲକ୍ଷଣ ରହିଛି । ଦେଖନ୍ତୁ କଣ ଏହାର କାରଣ ଏବଂ ଲକ୍ଷଣ
ପୁଟିନ୍ଙ୍କ ବଡ଼ ନିଷ୍ପତ୍ତି। ଆଣବିକ ଅସ୍ତ୍ର ପ୍ରସ୍ତୁତ ରଖିବାକୁ ଦେଲେ ନିର୍ଦ୍ଦେଶ...କହିଲେ, ସାମାନ୍ୟତମ ଇସାରା ମିଳିବା ପରେ ତତ୍କ୍ଷଣାତ୍ ୟୁକ୍ରେନ ଉପରେ...
୨୦୨୨ ନୂଆ ବର୍ଷର ରାତିରେ ରକ୍ତର ହୋଲି ଖେଳିବାକୁ ସଜବାଜ ହେଉଛନ୍ତି ଆତଙ୍କବାଦୀ !! ଖବର ପାଇବା ମାତ୍ରେ ହାଇଆଲର୍ଟରେ ମୁମ୍ବାଇ ପୋଲିସ। ସବୁ କର୍ମଚାରୀଙ୍କ ଛୁଟି ବାତିଲ, ଛକ ଛକରେ ଜଗିଛି ପୋଲିସ୍..
ରେଡ୍ ଆଲର୍ଟରେ ଭୁବନେଶ୍ୱର ଏୟାରପୋର୍ଟ । ଆସନ୍ତା ୨୦ ତାରିଖ ଯାଏଁ ଭୁବନେଶ୍ୱରର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ରେଡ୍ ଆଲର୍ଟ ଜାରି କରାଯାଇଛି ।
ବାଲେଶ୍ୱର ସିମୁଳିଆର ଏନକାଉଣ୍ଟର ସ୍ପଟରେ ସାଇଣ୍ଟିଫିକ୍ ଟିମ୍ ଓ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଛି। ଏହି ଯାଂଚ ବେଳେ ଘଟଣାସ୍ଥଳରୁ ୨ଟି ଖୋକା ମିଳିଛି। ୧୬ ନମ୍ବର ଜାତୀୟ ରାଜପଥ ଉପରେ ସିମୁଳିଆ କଲେଜ ଡାଇଭର୍ସନ ପାଖରେ ସକାଳୁ ସକାଳୁ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରିଥିଲା।
ଆଉ କିଛି ଦିନ ପରେ ଦେଶ ପାଳିବାକୁ ଯାଉଛି ଏହାର ୭୫ତମ ସ୍ୱାଧୀନତା ଦିବସ। କିନ୍ତୁ ଏହି ପବିତ୍ର ଦିବସ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀ ଉପରେ ଆକ୍ରମଣ ଆଶଙ୍କା ପ୍ରକାଶ ପାଇଛି।