ପେପରଲେସ୍ ହେବ ରାଜ୍ୟର ସମସ୍ତ ଜିଲ୍ଲା ଜଜ୍ କୋର୍ଟ । ଯୋଜନାର ଶୁଭାରମ୍ଭ କଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ।
ନାରାୟଣ ମୁଦୁଲି ନାମକ ଶିଳ୍ପୀଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରିଛନ୍ତି । ପୁରୀଘାଟ ଥାନା ପୋଲିସ ନିର୍ମାଣ କରାଯାଉଥିବା ମୂର୍ତ୍ତିଗୁଡିକ ନଦେଖି ତଦାରଖ ନକରି ଭାଂଗିବାକୁ କହି ଏକ ଅଣ୍ଡରଟେକିଂ ଲେଖାଇ ନେଇଛନ୍ତି ।
ହାଇକୋର୍ଟରେ ତୃପ୍ତି-ପ୍ରକୃତି ଓ ବାବୁସାନ ମାମଲା। ନିଜ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ନ୍ୟାୟ ପାଇଁ ଉଚ୍ଚ ନ୍ୟାୟଳୟକୁ ଗଲେ ଅଭିନେତ୍ରୀ ପ୍ରକୃତି ମିଶ୍ର।
ହାଇକୋର୍ଟଙ୍କ ଉପରେ ତାଙ୍କର ପୂର୍ଣ୍ଣ ଭରସା ଥିବା କହିଛନ୍ତି ପ୍ରକୃତି ମିଶ୍ର।
ରାଜ୍ୟର ବିଭିନ୍ନ DHH, PHC ଓ CHCରେ ଡାକ୍ତର ଏବଂ ଅନ୍ୟାନ୍ୟ ମୌଳିକ ସୁବିଧାର ଅଭାବକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ ।
ବେଂଚ ପ୍ରତିଷ୍ଠା ପାଇଁ ସ୍ୱୀକୃତି ନଦେବାକୁ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ବାର୍ ପକ୍ଷରୁ ଅନୁରୋଧ କରାଯିବା ନେଇ ନିଷ୍ପତ୍ତି ହୋଇଛି ।
ନାଲକୋର ଅଚଳବସ୍ଥା କିପରି ଦୂର କରାଯାଇପାରିବ ସେନେଇ ବୈଠକରେ ଆଲୋଚନା କରାଯିବ । ବୈଠକରେ ହୋଇଥିବା ନିଷ୍ପତ୍ତି ସଂପର୍କରେ କୋର୍ଟଙ୍କୁ ପରବର୍ତ୍ତୀ ଶୁଣାଣିରେ ଜଣାଇବାକୁ ନିର୍ଦ୍ଦେଶ ରହିଛି ।
୩୦ ତାରିଖ ଭିତରେ ଏନେଇ ରିପୋର୍ଟ କରିବେ ଜିଲ୍ଲା ଆଇନସେବା ଅଧିକାରୀ ।
ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେବାକୁ ବ୍ରହ୍ମପୁରର ସୁମିତ ସାହୁ ଓ ତପସ୍ୱିନୀ ଦାଶଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୯ ତାରିଖରେ ହାଜର ହେବାକୁ ଉଭୟଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ସବୁ ଜିଲ୍ଲା ଜଜ୍ ମାନଙ୍କୁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଚିଠି କରାଯାଇଛି । ତେବେ ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦାଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଇଛି ।
ସ୍କୁଲ ୟୁନିଫର୍ମ ପିନ୍ଧିବାକୁ ଛାତ୍ରଛାତ୍ରୀ ମନା କରିପାରିବେ ନାହିଁ ।
ଆଜି ଦ୍ୱିତୀୟ ଥର ପାଇଁ ଢିଙ୍କିଆ ଯିବେ ହାଇକୋର୍ଟ କମିଟି । ଆଇନଜୀବୀ କମିଟି ଆଗରେ ମତ ରଖିବେ ପ୍ରକଳ୍ପ ବିରୋଧୀ ।
କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ ଆଶ୍ୱସ୍ତି । ହାଇକୋର୍ଟରୁ ଟୁଡ଼ୁଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା । ଆଜି ଅନ୍ତରୀଣ ଜାମିନ୍ ଆବେଦନର ଶୁଣାଣି କରି ହାଇକୋର୍ଟ ତାଙ୍କୁ ସୁରକ୍ଷା ପ୍ରଦାନ କରିଛନ୍ତି । ମାମଲାରେ ମାର୍ଚ୍ଚ ୪ରେ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ । ଏହି ସମୟ ଭିତରେ ତଦନ୍ତରେ ସହଯୋଗ କରିବେ କେନ୍ଦ୍ରମନ୍ତ୍ରୀ ।
ଏକ ମାମଲାର ବିଚାର କରି ହାଇକୋର୍ଟ ଗ୍ରାହକମାନଙ୍କ ଠାରୁ ମଲ୍ ମାଲିକଙ୍କ ଦ୍ୱାରା ଆଦାୟ କରାଯାଉଥିବା ପାର୍କିଂ ଫି ବେଆଇନ ବୋଲି ଅନ୍ତରୀଣ ଆଦେଶ ଦେଇଛନ୍ତି ।
ସୁମିତଙ୍କ ଘରକୁ କିଛି ମହିଳା ଧସେଇ ପଶିବା ଘଟଣାରେ ପୋଲିସର ନିଷ୍କ୍ରିୟତା ନେଇ ଶୁଣାଣି କରିଛନ୍ତି ହାଇକୋର୍ଟ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରାଲି ଆୟୋଜନ ନକରିବାକୁ ନିବେଦନ କରିଛନ୍ତି ଯଦି, ଏବେ ରାଲି ବନ୍ଦ ହେଉନି। ତେବେ ଆଗାମୀ ପରିସ୍ଥିତି ଦ୍ୱିତୀୟ ଲହର ଭଳି ହୋଇପାରେ।
କିଛି ଦିନ ପୂର୍ବରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମମିତାଙ୍କ ବାପା ଓ ଭାଇ । ଶୀଘ୍ର ତଦନ୍ତ ସାରି ଫାଷ୍ଟଟ୍ରାକ କୋର୍ଟରେ ବିଚାର ପାଇଁ ଆବେଦନ କରିଥିଲେ ମମିତାଙ୍କ ପରିବାର ଲୋକ ।
କେତେବାଟ ଗଲା ମମିତା ହତ୍ୟା ମାମଲାର ତଦନ୍ତ ? କାହା ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ? କେଉଁ କେଉଁ ଅଭିଯୋଗ ଏବଂ ପ୍ରମାଣ ହାତେଇଛି ବଲାଙ୍ଗିର ପୋଲିସ ? ବିସ୍ତୃତ ତଥ୍ୟ ଜାଣିବାକୁ ଚାହିଁଥିଲେ ହାଇକୋର୍ଟ। ଏହାସହ ରାଜ୍ୟ ସରକାରଙ୍କୁ ମାଗିଥିଲେ ଷ୍ଟାଟସ୍ ରିପୋର୍ଟ।
ଆସନ୍ତା ଡିସେମ୍ବର ୨୦ ତାରିଖରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ସଂରକ୍ଷଣ ତାଲିକା ପ୍ରକାଶ କରିଛନ୍ତି । ହେଲେ ଏହାକୁ ଚାଲେଞ୍ଜ କରି ହାଇକୋର୍ଟରେ ମାମଲା ଦାଏର ହୋଇଛି ।
ତ୍ୱରିତ ଶୁଣାଣି ପାଇଁ କେସ୍ କରାଯାଇଛି। ମାମଲାର ଚାର୍ଜସିଟ୍ ଦାଖଲ ହୋଇନି ହେଲେ ତ୍ୱରିତ ଶୁଣାଣି ଲାଗି ଅପିଲ ହୋଇଥିବା ଧର୍ମେନ୍ଦ୍ର କହିଛନ୍ତି।
କେତେ ବାଟ ଗଲା ମମିତା ମେହେର ହତ୍ୟା ମାମଲାର ତଦନ୍ତ? ରାଜ୍ୟ ସରକାରଙ୍କୁ ଷ୍ଟାଟସ୍ ରିପୋର୍ଟ ମାଗିଲେ ହାଇକୋର୍ଟ । ଡିସେମ୍ବର ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି । ଦିବ୍ୟଶଙ୍କରଙ୍କୁ ପକ୍ଷଭୁକ୍ତ ଲାଗି ଭାରତ ବିକାଶ ପରିଷଦର ଆବେଦନ
ମାମଲାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ମନ୍ତ୍ରୀଙ୍କ ସଂପୃକ୍ତି ନେଇ ପୀଡ଼ିତାଙ୍କ ବାପା ବି ଅଭିଯୋଗ କରିଛନ୍ତି। ତେଣୁ ମନ୍ତ୍ରୀଙ୍କ ସହ ଡିଆଇଜି, ବଲାଙ୍ଗିର ଏସପିଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ ବୋଲି ପରିଷଦ ନିବେଦନ କରିଛି।
ମମିତା ହତ୍ୟା ମାମଲାରେ ତଦନ୍ତ କେତେ ଦୂର ଆଗେଇଛି ସେ ନେଇ ରିପୋର୍ଟ ମାଗିଲେ ହାଇକୋର୍ଟ ।