ନୂଆ ଜିଲ୍ଲା ଘୋଷଣାରେ ଅଙ୍କୁଶ । ହାଇକୋର୍ଟଙ୍କ ବିନା ଅନୁମତିରେ ରାଜ୍ୟ ସରକାର ନୂଆ ଜିଲ୍ଲା ଗଠନ ପାଇଁ ନିର୍ଦ୍ଦେଶନାମା ଜାରି କରିପାରିବେ ନାହିଁ ।
ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ହାଇକୋର୍ଟରୁ ନିରାଶ । ଜୟନାରାୟଣଙ୍କ ଆଗୁଆ ଜାମିନ ଖାରଜ ହୋଇଛି ।
ମହିଳାଙ୍କୁ ପେନସନ୍ ଓ ବକେୟା ଅର୍ଥଦ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଆଜିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ । କ୍ରାକ୍ ବିମ୍ ତଳେ ରୋଟ୍ ଆଇରନ୍ ବିମ୍ କାମ ଆଜିଠୁ ଆରମ୍ଭ ହେବ ।
ନାଟମଣ୍ଡପ ଓ ଜଗମୋହନ ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ । ଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି ଲାଗି ନିର୍ଦ୍ଦେଶ ।
କାହିଁକି ହାଇକୋର୍ଟ ଭିତରେ କଳି ହେଲେ ଦୁଇ ଜଜ୍ ? କ’ଣ ଥିଲା କାରଣ ?
ଏହି ପ୍ରଶ୍ନ ପଚରାଯିବା ପରେ ଉତ୍ତର ପାଇଁ A, B, C ଏବଂ D ଏହିପରି ଚାରୋଟି ବିକଳ୍ପ ରହିଥିଲା। ଯାହାର ଉତ୍ତର ଦେଇ ଅନେକ ଉତ୍ତରଦାତା ଅପ୍ସନ୍ 'ଏ' ବାଛିଥିଲେ ।
‘ଆମ ଓଡିଶା, ନବୀନ ଓଡିଶା’ ଯୋଜନା ବିରୋଧ ସମ୍ପର୍କିତ ମାମଲାରେ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି। ଗ୍ରାମପଞ୍ଚାୟତକୁ ଅଣଦେଖା କରାଯାଉଥିବା ନେଇ ଅଭିଯୋଗ ଉଠିଥିଲା।
ନର୍ସିଂ ଅଫିସର ନିଯୁକ୍ତିକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ଫଳରେ ୭୪୮୩ ନର୍ସିଂ ଅଫିସର ପଦବୀ ପୂରଣ ପାଇଁ ବାଟ ଫିଟିଛି।
୪ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
ASO ଚୟନ ପ୍ରକ୍ରିୟା ଉପରେ ସ୍ଥଗିତାଦେଶ। ଚୟନ ପ୍ରକ୍ରିୟା ଅଗ୍ରଗତି ଉପରେ ଓଡ଼ିଶା ହାଇକୋର୍ଟ ରୋକ୍ ଲଗାଇଛନ୍ତି।
ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଶପଥ ପାଠ କରାଇଛନ୍ତି।
ରତ୍ନଭଣ୍ଡାର ଖୋଲିବାକୁ ଦାବି କରି ବିଜେପିର ଜନସ୍ୱାର୍ଥ ମାମଲା । ରତ୍ନ ଭଣ୍ଡାର ଖୋଲିବା, ମରାମତି ଓ ଅଳଙ୍କାର ଗଣତି ଦାବି ।
ପଦୋନ୍ନତି ପ୍ରସଂଗ ବିଚାରାଧିନ ଫୌଜଦାରୀ ମାମଲାର ଫଳାଫଳ ଉପରେ ନିର୍ଭର କରିବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି।
ନାବାଳିକା ଜଣକ ଉଭୟ ସାମାଜିକ ଓ ମାନସିକ ଉପରେ ଯଥେଷ୍ଟ ସମସ୍ୟା ଭୋଗିବାର କାରଣ ହୋଇପାରେ ବୋଲି କୋର୍ଟ କହିଛନ୍ତି।
OPSC ପକ୍ଷରୁ ପ୍ରକାଶିତ ASO ମେରିଟ୍ ଲିଷ୍ଟ ଖାରଜ। ASO ନିଯୁକ୍ତି ଅନିୟମିତତା ନେଇ ଆଗତ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଲିଖିତ ପରୀକ୍ଷାର ମୋଟ୍ ମାର୍କ ଆଧାରରେ ୨ ମାସ ମଧ୍ୟରେ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ଓପିଏସସିକୁ କୁହାଯାଇଛି।
ରାଜ୍ୟର ୭୯୬ଟି ଆସିଷ୍ଟାଣ୍ଡ ସେକ୍ସନ୍ ଅଫିସର ବା ଏଏସ୍ଓ ପଦ ପାଇଁ ଜାରି ବିଜ୍ଞପ୍ତି ଆଧାରରେ ୧ ଲକ୍ଷ ୪୮ ହଜାର ୮୮୮ ଜଣ ଆବେଦନ କରିଥିଲେ।୨୦୨୨ ଅଗଷ୍ଟ ୨୭ ତାରିଖରେ ଏଥିପାଇଁ ଲିଖିତ ପରୀକ୍ଷା ହୋଇଥିଲା।
ହାଇକୋର୍ଟରେ ASO ନିଯୁକ୍ତି ଅନିୟମିତତା ମାମଲାର ଶୁଣାଣି ହୋଇଛି। OPSC ଦ୍ୱାରା ପରିଚାଳିତ ASO ପରୀକ୍ଷାର ମେରିଟ୍ ଲିଷ୍ଟ୍ ହାଇକୋର୍ଟ ଖାରଜ କରିଛନ୍ତି।
ସର୍ବୋଚ୍ଚ ନ୍ୟାୟାଳୟ ଅହୁରି କହିଛନ୍ତି କି, ନ୍ୟାୟିକ ପ୍ରକ୍ରିୟା ସଠିକ୍ ନହେଲେ ବିଚାରପତିଙ୍କ ନ୍ୟାୟିକ କାର୍ଯ୍ୟ ପ୍ରତ୍ୟାହାର କରାଯିବ ଏବଂ ତାଙ୍କୁ ତାଲିମ ପାଇଁ ନ୍ୟାୟିକ ଏକାଡେମୀକୁ ପଠାଯିବ ।
ସରକାରୀ ଜମି ଆବଣ୍ଟନ ପ୍ରସଙ୍ଗରେ ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ରାଜ୍ୟର ବିଭିନ୍ନ ଉନ୍ନୟନ କର୍ତ୍ତୃପକ୍ଷଙ୍କ ଠାରୁ ଏକାଧିକ ପ୍ଲଟ୍ ନେବା ଉପରେ ହାଇକୋର୍ଟ ରୋକ୍ ଲଗାଇଛନ୍ତି।
ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ନୋଟିସ କଲେ ହାଇକୋର୍ଟ ।
ଓଡ଼ିଶା ପୋଲିସ୍ରେ ଚାଲିଥିବା କନଷ୍ଟେବଲ ନିଯୁକ୍ତି ପ୍ରକ୍ରିୟା ଉପରେ ହାଇକୋର୍ଟ ଆଜି ବଡ଼ ଟିପ୍ପଣୀ କରିଛନ୍ତି।