ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜୁନିୟର ଆସିଷ୍ଟାଣ୍ଡ ଏବଂ ଆସିଷ୍ଟାଣ୍ଡ ସେକ୍ସନ ଅଫିସର ପଦବୀ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ଏଥିପାଇଁ ଇଚ୍ଛୁକ ଥିବା ଆଶାୟୀ ପ୍ରାର୍ଥୀମାନେ ଆବେଦନ କରିପାରିବେ ।
କୃତିତ୍ୱ ହାସଲ କରିଥିବା କନଷ୍ଟେବଳ ଓ ହାବିଲଦାରଙ୍କୁ ତଦନ୍ତ କ୍ଷମତା ପ୍ରଦାନ ପାଇଁ ସରକାର ବିଜ୍ଞପ୍ତିରେ ଉଲ୍ଲେଖ କରିଥିଲେ ।
ବିଜେଡି ନେତା ତଥା ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କ ପାଇଁ ବଢ଼ିଲା ଅଡୁଆ। ସିସୋର ଚିଟ୍ଫଣ୍ଡ ଲିଙ୍କ୍ ମାମଲାରେ ଖାରଜ ଆବେଦନକୁ ହାଇକୋର୍ଟ ଅଗ୍ରାହ୍ୟ କରିଛନ୍ତି।
ଫେବ୍ରୁଆରୀ ୨୦ ତାରିଖରେ ପରୀକ୍ଷା ପାଇଁ ନିର୍ଦ୍ଦେଶ ଜାରି । ୪୭୯୦ କନଷ୍ଟେବଲ ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇଛି ।
ହିଂସା ପାଇଁ ଡିଜିପି ଓ ଉତ୍ତରାଞ୍ଚଳ ଆଇଜିଙ୍କୁ ଭର୍ତ୍ସନା ।
ସୁପ୍ରିମକୋର୍ଟରେ ଦାୟର ସତ୍ୟପାଠକୁ ନେଇ ଅଡୁଆ, ଭର୍ଚୁଆଲ୍ ଆକ୍ସେସ୍ ବ୍ୟବସ୍ଥା କଲେ ଆବଶ୍ୟକ ପଡିବନି ସ୍ଥାୟୀ ବେଞ୍ଚ ।
ହାତୀ ସୁରକ୍ଷା କରିଡର ପାଇଁ କଣ ସବୁ ପଦକ୍ଷେପ ନିଆଯାଇଛି ବୋଲି ପ୍ରଶ୍ନ କରିଛନ୍ତି କୋର୍ଟ।
ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଏଏସ୍ଓ ପରୀକ୍ଷାକୁ ନେଇ ଥମୁନି ଝାମେଲା। ଏହି ପରୀକ୍ଷାକୁ ନେଇ ହାଇକୋର୍ଟରେ ପୁଣି ଏକ ମାମଲା ହୋଇଛି।
ପୁଣି ଥରେ ଗାଡ଼ି ଚାଳକଙ୍କୁ ମିଳିଲା ଆଶ୍ୱସ୍ତି । ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍ ଲଗାଇବାକୁ ମିଳିଲା ମାସେ ମହଲତ ।
ପରବର୍ତ୍ତୀ ଶୁଣାଣି ଯାଏଁ OPSC କିଛି କାର୍ଯ୍ୟାନୁଷ୍ଠାନ ନନେବାକୁ ନିର୍ଦ୍ଦେଶ
ଓଡ଼ିଶା ହାଇକୋର୍ଟର ଜଣେ ଆଇନଜୀବୀଙ୍କ ପ୍ରରୋଚନାରେ ମନ୍ଦ ଉଦ୍ଦେଶ୍ୟରେ ଏହି ଫଟୋକୁ ଭାଇରାଲ୍ କରାଯାଇଥିବା ଏଥିରେ ଦର୍ଶାଯାଇଛି।
ହାଇସିକ୍ୟୁଟି ନମ୍ବର ପ୍ଲେଟ ମାମଲାରେ ଆଜି ରାଜ୍ୟ ପରିବହନ ବିଭାଗକୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଲୋକଙ୍କୁ ସହଜରେ ନମ୍ବର ପ୍ଲେଟ ଯୋଗାଇ ଦେବା ପାଇଁ କ’ଣ ସବୁ ପଦକ୍ଷେପ ନିଆଯାଇଛି, ସେ ବାବଦରେ ବିସ୍ତୃତ ତଥ୍ୟ ସତ୍ୟପାଠ ଜରିଆରେ ଦାଖଲ କରିବାକୁ କୋର୍ଟ କହିଛନ୍ତି।
ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଯଶୱନ୍ତ ସିଂହ । ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି । ଜଷ୍ଟିସ ସିଂହ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଥିବାବେଳେ ଏବେ ହାଇକୋର୍ଟ ମୁଖ୍ୟ ବିଚାରପତି ପଦରେ ଆସୀନ ହେବେ।
ପେପରଲେସ୍ ହେବ ରାଜ୍ୟର ସମସ୍ତ ଜିଲ୍ଲା ଜଜ୍ କୋର୍ଟ । ଯୋଜନାର ଶୁଭାରମ୍ଭ କଲେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ।
ନାରାୟଣ ମୁଦୁଲି ନାମକ ଶିଳ୍ପୀଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର କରିଛନ୍ତି । ପୁରୀଘାଟ ଥାନା ପୋଲିସ ନିର୍ମାଣ କରାଯାଉଥିବା ମୂର୍ତ୍ତିଗୁଡିକ ନଦେଖି ତଦାରଖ ନକରି ଭାଂଗିବାକୁ କହି ଏକ ଅଣ୍ଡରଟେକିଂ ଲେଖାଇ ନେଇଛନ୍ତି ।
ହାଇକୋର୍ଟରେ ତୃପ୍ତି-ପ୍ରକୃତି ଓ ବାବୁସାନ ମାମଲା। ନିଜ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ନ୍ୟାୟ ପାଇଁ ଉଚ୍ଚ ନ୍ୟାୟଳୟକୁ ଗଲେ ଅଭିନେତ୍ରୀ ପ୍ରକୃତି ମିଶ୍ର।
ହାଇକୋର୍ଟଙ୍କ ଉପରେ ତାଙ୍କର ପୂର୍ଣ୍ଣ ଭରସା ଥିବା କହିଛନ୍ତି ପ୍ରକୃତି ମିଶ୍ର।
ରାଜ୍ୟର ବିଭିନ୍ନ DHH, PHC ଓ CHCରେ ଡାକ୍ତର ଏବଂ ଅନ୍ୟାନ୍ୟ ମୌଳିକ ସୁବିଧାର ଅଭାବକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ ।
ବେଂଚ ପ୍ରତିଷ୍ଠା ପାଇଁ ସ୍ୱୀକୃତି ନଦେବାକୁ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ବାର୍ ପକ୍ଷରୁ ଅନୁରୋଧ କରାଯିବା ନେଇ ନିଷ୍ପତ୍ତି ହୋଇଛି ।
ନାଲକୋର ଅଚଳବସ୍ଥା କିପରି ଦୂର କରାଯାଇପାରିବ ସେନେଇ ବୈଠକରେ ଆଲୋଚନା କରାଯିବ । ବୈଠକରେ ହୋଇଥିବା ନିଷ୍ପତ୍ତି ସଂପର୍କରେ କୋର୍ଟଙ୍କୁ ପରବର୍ତ୍ତୀ ଶୁଣାଣିରେ ଜଣାଇବାକୁ ନିର୍ଦ୍ଦେଶ ରହିଛି ।
୩୦ ତାରିଖ ଭିତରେ ଏନେଇ ରିପୋର୍ଟ କରିବେ ଜିଲ୍ଲା ଆଇନସେବା ଅଧିକାରୀ ।
ମଧ୍ୟସ୍ଥତା କେନ୍ଦ୍ରରେ ହାଜର ହେବାକୁ ବ୍ରହ୍ମପୁରର ସୁମିତ ସାହୁ ଓ ତପସ୍ୱିନୀ ଦାଶଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୯ ତାରିଖରେ ହାଜର ହେବାକୁ ଉଭୟଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।