ଆଜିକାଲି ହାଇହିଲକୁ ଫ୍ୟାସନର ଏକ ମୁଖ୍ୟ ଅଙ୍ଗ ବୋଲି ଧରାଯାଉଥିଲେ ବି ଏହା ମହିଳାମାନଙ୍କ କ୍ଷେତ୍ରରେ ଅନେକ ସମସ୍ୟାର କାରଣ ହେଉଛି। ଆଣ୍ଠୁ ଯନ୍ତ୍ରଣା ଠାରୁ ଆରମ୍ଭ କରି ପାଦ ଓ ଲିଗାମେଣ୍ଟ କ୍ଷେତ୍ରରେ ସମସ୍ୟା ଦେଖାଯାଉଛି। ତେବେ ଆଉ କ’ଣ ସମସ୍ୟା ହୁଏ ଜାଣିବା ପାଇଁ ପଢନ୍ତୁ…