• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: High School

Schools reopen after summer vacation in Odisha
ବାହାନଗା ହାଇସ୍କୁଲରେ ହୋମଯଜ୍ଞ, ନୂଆ ଶ୍ରେଣୀଗୃହରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ

ଆଜି ପ୍ରଥମ ଦିନରେ ପ୍ରଥମ ଓ ଦ୍ବିତୀୟ ଶ୍ରେଣୀ ଛାତ୍ରଛାତ୍ରୀ ଅନୁପସ୍ଥିତ ଥିବା ବେଳେ, ତୃତୀୟରୁ ଦଶମ ପିଲା ବି ଖୁବ୍ କମ୍ ସଂଖ୍ୟାରେ ଆସିଥିଲେ। ୫୬୫ ପିଲାରୁ ଉପସ୍ଥିତ ଥିଲେ ମାତ୍ର ୧୧୨ ଜଣ। ପ୍ରାର୍ଥନା ପରେ ହୋଇଥିଲା ଶୋକସଭା।

high school
ଗାଁ ଲୋକଙ୍କ ଗୋଟିଏ ଦାବି…ସ୍କୁଲ ହେବ ତ ଆମ ଗାଁରେ

ଆମ ଗାଁରେ ସ୍କୁଲ ହେବାର ଥିଲା, ଅନ୍ୟ ଗାଁରେ କାହିଁକି କଲ? ୧୦ କିମି ଦୂରକୁ ପଢିବାକୁ ପିଲା ଯିବେ କେମିତି? ଆଗେ ଆମ କଥା ଶୁଣ, ପରେ ସ୍କୁଲରୁ ତାଲା ଫିଟିବ...ବାସ୍‌ ଏମିତି କିଛି ଦାବି ନେଇ ସ୍କୁଲରେ ୨୫ ଦିନ ହେଲାଣି ତାଲା ଠୁଙ୍କିଛନ୍ତି ଗାଁ ଲୋକେ

Before going to high school, students will have an aptitude test
ହାଇସ୍କୁଲ ଯିବା ପୂର୍ବରୁ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ପିଲାଙ୍କର ହେବ ଦକ୍ଷତା ଯାଞ୍ଚ

ହାଇସ୍କୁଲ ଯିବା ପୂର୍ବରୁ ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କର ହେବ ଦକ୍ଷତା ଯାଞ୍ଚ। ଏହା ସହିତ କରୋନା କ୍ଷତିପୂରଣ ବାବଦକୁ ଦିଆଯାଇଥିବା ଲର୍ଣ୍ଣିଂ ରିକଭରି ପ୍ରୋଗ୍ରାମ କେତେ ସଫଳ ହୋଇଛି, ତାହା ଜାଣିବାକୁ ହେବ ସ୍ୱତନ୍ତ୍ର ପରୀକ୍ଷା।

BSE Odisha introduces aspiration components in the curriculum of class
ନବମ, ଦଶମ ଶ୍ରେଣୀ ପିଲାଙ୍କ ପାଠ୍ୟକ୍ରମରେ ଆସିବ ନୂଆ ବିଷୟ

ଚଳିତ ବର୍ଷ ନବମ ଶ୍ରେଣୀରୁ ନୂଆ ବିଷୟ ଆରମ୍ଭ ହେବ।

କଳାପଟା ନାହିଁ, ଅଲମାରିକୁ କଳାପଟା ବନେଇ ଦେଇଛନ୍ତି ଏ ଦିଦି।
ଆମ ରାଜ୍ୟରେ କେମିତି ଚାଲିଛି 5t ସ୍କୁଲ୍...ଫଟୋରେ ଦେଖିବା କିଛି ଖବର...

ସୋନପୁର ଜିଲ୍ଲା ଅନ୍ତର୍ଗତ ବିନିକା ଉଚ୍ଚ ବିଦ୍ୟାଳୟ। ୧୯୫୯ ର ଏ ସ୍କୁଲ୍। ସୌଭାଗ୍ୟର କଥା ଏ ସ୍କୁଲ୍ 5t ଅଧୀନକୁ ଆସିଯାଇଛି। ସ୍କୁଲ୍‌ର ବାହ୍ୟ ଚେହେରା ତ ବଦଳିଯାଇଛି, ଚାଲନ୍ତୁ ଯିବା ଭିତରକୁ ଆଉ ଦେଖିବା ଏଠି କେମିତି କାମ କରୁଛି 5t