ବଡ଼ ଗଡ଼ବଡ଼ ନମ୍ବର ପ୍ଲେଟ୍ ଅଙ୍କ । ବିଗିଡ଼ିଯାଇଛି ଗଣିତ । ଆବେଦନର ସପ୍ତାହକ ମଧ୍ୟରେ ମିଳୁନି ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ନମ୍ବର ପ୍ଲେଟ୍ । ସେପଟେ ସମୟ ଯେତେ ଗଡ଼ୁଛି, ଗାଡ଼ି ମାଲିକଙ୍କ ଚିନ୍ତା ସେତେ ବଢ଼ୁଛି ।