ବିକ୍ରମାଦିତ୍ୟ ସିମଲା ଗ୍ରାମାଞ୍ଚଳରୁ ଦୁଇ ଦୁଇ ଥର ବିଧାୟକ ହୋଇଛନ୍ତି। ଏଥିସହ ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିରଭଦ୍ର ସିଂହଙ୍କ ପୁଅ। ତାଙ୍କର ମଣ୍ଡିରେ ଲୋକପ୍ରୀୟତା ଅଛି ବୋଲି କଂଗ୍ରେସର ଶିର୍ଷକ ନେତା ଅନୁଭବ କରିଛନ୍ତି।
ଛତିଶଗ଼ଡ଼ ମୁଖ୍ୟମନ୍ତ୍ରୀ ତଥା AICC ପର୍ଯ୍ୟବେକ୍ଷକ ଭୂପେଶ ବଘେଲଙ୍କ ସୂଚନା ଅନୁସାରେ, ଆଜି ଦିନ ୧୧ଟାରେ ସୁଖବିନ୍ଦର ସିଂ ସୁଖୁ ହିମାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।
ହିମାଚଳପ୍ରଦେଶରେ କିଏ ମୁଖ୍ୟମନ୍ତ୍ରୀ ହେବେ, ତାକୁ ନେଇ ଦୁଇ ଦିନ ହେଲା ଜୋରଦାର କସରତ ଚାଲିଥିଲା।
କଂଗ୍ରେସ ସପକ୍ଷରେ ହିମାଚଳ ଜନାଦେଶ, ଅନ୍ତର୍ବିବାଦ ବିଜେପିକୁ କାଳ ହୋଇଥିବା ଚର୍ଚ୍ଚା
ସ୍ୱାଧୀନ ଭାରତର ପ୍ରଥମ ଭୋଟର୍ ଶ୍ୟାମ ସରଣ ନେଗୀଙ୍କ ଆଜି ସକାଳେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୬ ବର୍ଷ ବୟସ ହୋଇଥିଲା।
ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ବାଜିଲା ବିଗୁଲ୍..ନଭେମ୍ବର ୧୨ ଭୋଟ୍, ଡିସେମ୍ବର ୮ରେ ଗଣତି
୬୮ଟି ଆସନ ବିଶିଷ୍ଟ ବିଧାନସଭା ଲାଗି ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ନେଇ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ୍ ।