• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Himanta Biswa Sarma

ban on beef
Ban on Beef: ଆସାମ ସରକାରଙ୍କ ବଡ଼ ଘୋଷଣା; ସର୍ବସାଧାରଣ ସ୍ଥାନରେ ଗୋମାଂସ ବିକ୍ରି ଓ ଖାଇବାରେ କଟକଣା

ଆସାମରେ ଗୋମାଂସ ଉପରେ ଲାଗିଲା କଟକଣା। ରେଷ୍ଟୁରାଣ୍ଟ, ହୋଟେଲ ଏବଂ ସର୍ବସାଧାରଣ ସ୍ଥାନରେ ଗୋମାଂସ ବିକ୍ରି ଉପରେ ନିଷେଧାଦେଶ ଲାଗୁ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ସୂଚନା ଦେଇଛନ୍ତି।

'Burn' Remark
ମମତାଙ୍କ ମନ୍ତବ୍ୟକୁ କଡ଼ା ନିନ୍ଦା: ବର୍ଷିଲେ ମୋହନ, ଗର୍ଜିଲେ ହିମନ୍ତ ବିଶ୍ୱଶର୍ମା

ଅଭୟା ଘଟଣାର ପ୍ରତିବାଦ ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମନ୍ତବ୍ୟକୁ ନେଇ ବଢୁଛି ଚାରିଆଡୁ ସମାଲୋଚନାର ସ୍ବର। ଓଡ଼ିଶା ସମ୍ପର୍କରେ ଦିଦିଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାପସନ୍ଦ ।

 Champai Soren
ବିଜେପିରେ ଯୋଗଦେବେ ଚମ୍ପାଇ ସୋରେନ୍; ସୋସିଆଲ ମିଡିଆରେ ସୂଚନା ଦେଲେ ହିମନ୍ତ...

ଆସନ୍ତା ୩୦ ତାରିଖରେ ଚମ୍ପାଇ ସୋରେନ୍ ବିଜେପିରେ ମିଶିବେ ବୋଲି ସୂଚନା ଦେଇଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ସୋସିଆଲ ମିଡିଆରେ ଏନେଇ ସେ ପୋଷ୍ଟ କରିଛନ୍ତି । 

Baijayant Panda
‘ସମ୍ପତ୍ତି ହାସଲ ପାଇଁ ମୁଁ ରାଜନୀତିକୁ ଆସିନାହିଁ, ଲୋକଙ୍କ ସେବା କରିବାକୁ ଆସିଛି’

ବୈଜୟନ୍ତ କହିଛନ୍ତି, ବହୁ ଦଶନ୍ଧି ଧରି ବିଜୁ ବାବୁଙ୍କ ଅମଳରୁ ତାଙ୍କ ପରିବାର ବ୍ୟବସାୟରେ ଅଛନ୍ତି । ତାଙ୍କ ପରିବାର ପ୍ରତି କେହି କେବେ ବି ଆରୋପ ଲଗାଇ ନାହାନ୍ତି ।

Himant Biswa Sharma
‘ଓଡ଼ିଶାର ସବୁ ଚାକିରି ପାଣ୍ଡିଆନ୍‌ଙ୍କ ପାଖରେ, ରତ୍ନଭଣ୍ଡାର ଚାବି ବି ସେ ରଖିଛନ୍ତି’

‘୧ ଟଙ୍କା ଲେଖାଏଁ ଚାନ୍ଦା କରି ପାଣ୍ଡିଆନଙ୍କ ପାଇଁ ଟିକେଟ କିଣନ୍ତୁ । ପାଣ୍ଡିଆନଙ୍କ ପାଇଁ ଟିକେଟ କିଣି ତାମିଲନାଡୁ ପଠାଇ ଦିଅନ୍ତୁ । ପାଣ୍ଡିଆନ ନବୀନ ବାବୁଙ୍କୁ ହୋଷ୍ଟେଜ ରଖିଛନ୍ତି । ନବୀନ ବାବୁଙ୍କ ମାଇକ୍ କାହିଁକି ପାଣ୍ଡିଆନ ଧରୁଛନ୍ତି।

Assam CM Himanta Biswa Sarma
‘ଏଠି ମୁଖ୍ୟମନ୍ତ୍ରୀ ନାହାଁନ୍ତି, ପାଣ୍ଡିଆନ ସବୁ କବ୍‌ଜା କରି ନେଇଛନ୍ତି’

ନିର୍ବାଚନ ପ୍ରଚାର ପୂର୍ବରୁ ସମ୍ବଲପୁରରେ ରାଜ୍ୟ ସରକାର, ମୁଖ୍ୟମନ୍ତ୍ରୀ ଓ ଭି. କେ. ପାଣ୍ଡିଆନଙ୍କୁ କଡ଼ା ନିଶାନା କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । 

Odisha Visit
ଓଡ଼ିଶାରେ ବିଜେପିର ଧୂଆଁଧାର ପ୍ରଚାର; ଆଜି ଆସିବେ ଯୋଗୀ-ନଡ୍ଡା-ହିମନ୍ତ

ଯୋଗୀ ଆଦିତ୍ୟନାଥ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର ନିର୍ବାଚନ ମଣ୍ଡଳୀ ଓ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ପ୍ରଥମେ ସାଲେପୁରର କୁଳିଆରେ ଜନସଭାକୁ ଉଦବୋଧନ ଦେବେ ଯୋଗୀ ।

Himant Biswa Sarma
ହିମନ୍ତଙ୍କ ବଡ଼ ବୟାନ; 'ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ୍'

୧୦ ଜୁନ୍ ପୂର୍ବରୁ ସେ ଚାବି ଫେରାନ୍ତୁ, ନହେଲେ ପାତାଳରେ ଥିଲେ ବି ଖୋଜି ବାହାର କରିବୁ। ଅଯୋଧ୍ୟାରେ ରାମ ମନ୍ଦିର ହେବନି ଭାବୁଥିଲେ, ମୋଦିଙ୍କ ପାଇଁ ସମ୍ଭବ ହେଲା। ସେହିଭଳି ରତ୍ନଭଣ୍ଡାର ଚାବି ମୋଦି ବାହାର କରିବେ ବୋଲି କହିଛନ୍ତି ହିମନ୍ତ ବିଶ୍ୱଶର୍ମା।

Himanta Biswa Sarma
ବିଜେପି ନେତାଙ୍କ ଘନଘନ ଓଡ଼ିଶାଗସ୍ତ; ଆଜି ପୁଣି ଆସୁଛନ୍ତି ହିମନ୍ତ ବିଶ୍ୱଶର୍ମା

ଅପରାହ୍ନ ୨ଟା ୩୦ ମିନିଟରେ ଭୁବନେଶ୍ବର ସ୍ବସ୍ତି ପ୍ରିମିୟମ ହୋଟେଲରେ 'ବିଶେଷ ସମ୍ପର୍କ ଅଭିଯାନ'ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିଯିବେ ।

Himanta Biswa Sarma
ଭୋଟ୍ ମାଗିଲେ, ନବୀନ ଓ ପାଣ୍ଡିଆନକୁ ବି କଡ଼ା ସମାଲୋଚନା କଲେ

ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଲେ, ସଭା ମଞ୍ଚରୁ ନବୀନ ଓ ପାଣ୍ଡିଆନକୁ ବି କଡ଼ା ସମାଲୋଚନା କଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ।

Himanta Biswa Sarma
‘ନବୀନ ବାବୁ ଯାହା ଦେବାକଥା, କେବଳ ପାଣ୍ଡିଆନଙ୍କୁ ଦେଉଛନ୍ତି’

ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଲେ, ସଭା ମଞ୍ଚରୁ ନବୀନ ଓ ପାଣ୍ଡିଆନକୁ ବି କଡ଼ା ସମାଲୋଚନା କଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ।

Assam CM
ଆପଣଙ୍କ ମୁଖ୍ୟମନ୍ତ୍ରୀ ଖାଲି ହଁରେ ହଁ ମିଶାନ୍ତି, ଆଉ କିଛି କହନ୍ତି ନାହିଁ: ଆସାମ ମୁଖ୍ୟମନ୍ତ୍ରୀ

ନବୀନ କେବଳ ଓକେ ଓକେ କହନ୍ତି, ଆଉ କିଛି କହନ୍ତିନି । ନବୀନ ବାବୁ ଯାହା ଦେବାକଥା, କେବଳ ପାଣ୍ଡିଆନଙ୍କୁ ଦେଉଛନ୍ତି । କାଲିମେଳାରେ ଜନସଭାରେ ଏଭଳି କହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ।

Himanta Biswa Sarma
ଆସାମ ସିଏମ୍ ହିମନ୍ତ ବିଶ୍ୱଶର୍ମାଙ୍କ ସହ ଓଟିଭିର ସ୍ୱତନ୍ତ୍ର ସାକ୍ଷାତକାର; କହିଲେ, ଗଣତନ୍ତ୍ର ପାଇଁ ଅଫିସରରାଜ୍‌ ବିପଦ..

ଆସାମ ମୁଖ୍ୟମନ୍ତ୍ରୀ ତଥା ବିଜେପିର ଜାତୀୟ ସ୍ତରର ପ୍ରମୁଖ ଚେହେରା ହିମନ୍ତ ବିଶ୍ୱଶର୍ମାଙ୍କ ସହ ଓଟିଭିର ସ୍ୱତନ୍ତ୍ର ସାକ୍ଷାତକାର ।

 Assam CM Himanta Biswa Sarma
ମୋଦି ସରକାରରେ ଦ୍ରୁତ ବଦିଳିଛି ଉତ୍ତର- ପୂର୍ବାଞ୍ଚଳ ଛବି: ବିଶ୍ୱଶର୍ମା

ଆସାମ ସହ ପୂରା ଉତ୍ତର-ପୂର୍ବାଞ୍ଚଳ ଏବେ ବିକାଶ କ୍ଷେତ୍ରରେ ଦ୍ରୁତ ଗତିରେ ଦୌଡ଼ୁଛି। ଓଟିଭି ଫୋରସାଇଟରେ ଭାଗ ନେଇ ଏହା କହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା।

Himanta Biswa Sarma
‘ଓଡ଼ିଶାରେ ବିଜେପି ସରକାର କରିବ, ମୁଁ ଶପଥ ଉତ୍ସବକୁ ଆସିବି’

ଓଡ଼ିଶାରେ ଯଦି ନବୀନ ବ୍ରାଣ୍ଡ ଅଛି, ବିଜେପିକୁ ୩୮ ପ୍ରତିଶତ ଭୋଟ୍ ମିଳିଲା କିପରି ବୋଲି ପ୍ରଶ୍ନ କରିଛନ୍ତି ବିଶ୍ୱଶର୍ମା । ଯଦି ୧ କୋଟି ଲୋକ ଜଣଙ୍କୁ ବ୍ରାଣ୍ଡ ମାନୁ ନାହାନ୍ତି, ତା’ହେଲେ ଆଉ ୩୦ରୁ ୫୦ ଲକ୍ଷ ଭୋଟ୍ ଆସିବାକୁ କେତେ ସମୟ ଲାଗିବ।

 Assam CM Himanta Biswa Sarma
ମୋଦିଙ୍କ ନେତୃତ୍ୱରେ ସବୁ ଅସମ୍ଭବ ସମ୍ଭବ ହେବାରେ ଲାଗିଛି; ବିଶ୍ୱଶର୍ମା

ଦେଶର ବିକାଶ ଯାତ୍ରାରେ ଆଉ ଲାଷ୍ଟ ମାଇଲ ହୋଇ ରହିନାହିଁ ନର୍ଥ ଇଷ୍ଟ ରାଜ୍ୟ । ବିଗତ ୯ ବର୍ଷରେ ଦ୍ରୁତ ବଦଳିଛି ଉତ୍ତର ପୂର୍ବାଞ୍ଚଳର ଛବି । ଓଟିଭିର ଚତୁର୍ଦ୍ଦଶ ବାର୍ଷିକ ଉତ୍ସବ ଓଟିଭି ଫୋରସାଇଟ-୨୦୨୪ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହା କହିଛନ୍ତି ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ।

 OTV Foresight-2024
ଆମେ ଆଉ ଲାଷ୍ଟ ମାଇଲ୍ ନୁହେଁ, ଆମେ ଫାଷ୍ଟ ମାଇଲ୍‌: ହିମନ୍ତ ବିଶ୍ୱଶର୍ମା

ଗତ ୯ ବର୍ଷରେ ନର୍ଥଇଷ୍ଟକୁ କେଉଁଠିରୁ କେଉଁଠିକୁ ନିଆଯାଇଛି, ବିଶ୍ୱାସ ହେବନି । ୨୦୧୪ରେ ଆସାମ ବଜେଟ ୪୨ ହଜାର କୋଟି ଥିଲା । ହେଲେ ଏବେ ଦେଢ଼ ଲକ୍ଷ କୋଟିରେ ପହଞ୍ଚିଛି ।

Himanta Biswa Sarma
ଭୁବନେଶ୍ୱରରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା; ଏୟାରପୋର୍ଟରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ହିମନ୍ତ ବିଶ୍ୱଶର୍ମା । ଆସନ୍ତାକାଲି ଓଟିଭିର ବାର୍ଷିକ ଫୋରସାଇଟ୍ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Himant Biswa sarma
ଯେଉଁମାନେ ଜରୁରୀକାଳିନ ସ୍ଥିତିକୁ ବିରୋଧ କରିଥିଲେ, ସେମାନଙ୍କୁ ମାସକୁ ୧୫୦୦୦ ପେନ୍‌ସନ୍‌

୩୦୦ ‘ସ୍ୱାଧିନିତା ସଂଗ୍ରାମୀ’ ଏବଂ ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରିଥିବା ଓ ସେମାନଙ୍କ ସମ୍ପର୍କୀୟଙ୍କୁ ସମ୍ମାନିତ କରାଯିବା ପାଇଁ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସେହି କାର୍ଯ୍ୟକ୍ରମରେ ଏଭଳି ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା । 

Himanta Biswa Sarma
‘ଯଦି ଭାରତକୁ ଯୋଡ଼ିବାର ଅଛି, ପାକିସ୍ତାନରୁ ଯାତ୍ରା ଆରମ୍ଭ କରନ୍ତୁ’

କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ନେଇ ତେଜିଛି ରାଜନୀତି । ବିଜେପି ଏହାକୁ ନେଇ କଡ଼ା ସମାଲୋଚନା କରିଛି ।