• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Hirakhand Express

Hirakhand Express
Hirakhand Express: ବଗିରୁ ଅଲଗା ହେଲା ହୀରାଖଣ୍ଡ ଏକ୍ସପ୍ରେସ୍

ଭୁବନେଶ୍ୱର ଆସୁଥିବା ହୀରାଖଣ୍ଡ ଏକ୍ସପ୍ରେସରୁ ଅଲଗା ହୋଇଗଲା ବଗି । ବୈଷୟିକ ତ୍ରୁଟି ଯୋଗୁଁ ବଗିରୁ ବଗି ଅଲଗା ହୋଇଯିବାରୁ ଅଧାରେ ଅଟକି ରହିଛି ଟ୍ରେନ୍ । ଚାଲିଛି ଟ୍ରେନ ମରାମତି କାର୍ଯ୍ୟ ।

Indian Railway
ଆଧୁନିକ LHB କୋଚ୍ ସହ ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସର ଶୁଭାରମ୍ଭ

ଏହି କୋଚ୍‌ରେ ଆରାମଦାୟକ ଯାତ୍ରା ସହ ପ୍ରଶସ୍ତ ଝରକା ଏବଂ ଅତ୍ୟାଧୁନିକ ଆଭ୍ୟନ୍ତରୀଣ ସୁବିଧା ପ୍ରଦାନ କରାଯାଇଛି। ଯାତ୍ରୀଙ୍କୁ ଉନ୍ନତ ତଥା ସୁଖଦ ଯାତ୍ରା ଅଭିଜ୍ଞତା ପ୍ରଦାନ କରିବା ରେଳମନ୍ତ୍ରାଳୟର ମୂଳ ଉଦ୍ଦେଶ୍ୟ ବୋଲି କେନ୍ଦ୍ର ରେଳମନ୍ତ୍ରୀ କହିଛନ୍ତି। କିଛି ଦିନ ତଳେ ହୀରାଖଣ୍ଡ ଏକ୍ସପ୍ରେସରେ ଯାତ୍ରା କରିଥିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।