ଗାଁ ରାସ୍ତାରେ ୫ ଫୁଟର ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ତିଗିରିଆ ଏବେ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ରହିଛି ।
ଲଘୁଚାପ ଜନିତ ଲଗାଣ ବର୍ଷା ସାଙ୍ଗକୁ ହୀରାକୁଦ ଗେଟ୍ ଦେଇ ଆସୁଥିବା ମହାନଦୀର ବନ୍ୟାପାଣି ମାଡ଼ି ଯିବାରୁ କେମିତି ଦୁଃସ୍ଥିତି ହୋଇଛି ବୌଦ୍ଧ ଜିଲ୍ଲାର ହରଭଙ୍ଗା ତାହା କହିବାକୁ ଶବ୍ଦ ନାହିଁ ।
ପ୍ରବଳ ବନ୍ୟା ହୋଇପାରେ ବୋଲି ଆଶଙ୍କା କରିଛନ୍ତି ଖୋଦ୍ ଏସ୍ଆର୍ସି ।
ମୁଣ୍ଡଳିରେ ଚାଲୁଛି ୧୦ଲକ୍ଷରୁ ଅଧିକ କ୍ୟୁସେକ୍ ପାଣି । କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀକୁ ସତର୍କତା ।
ବର୍ଷା କମିଛି ସତ ହେଲେ ବନ୍ୟା ପରିସ୍ଥିତି ଟଳିନି । ଆଗକୁ ୨ ଦିନ ଯାଏଁ ପାଗ ଶୁଖିଲା ରହିବ ।
ଉପରମୁଣ୍ଡରେ ପ୍ରବଳ ବର୍ଷାରୁ ମହାନଦୀରେ ଆସୁଛି ବନ୍ୟା । ହୀରାଦୁଦରୁ ୩୪ ଗେଟ୍ରେ ହେଉଛି ବନ୍ୟାଜଳ ନିଷ୍କାସନ । ଆଜି ମୁଣ୍ଡଳୀ ଅତିକ୍ରମ କରିବ ମହାନଦୀର ବନ୍ୟାଜଳ ।
ରାଜ୍ୟରେ ବନ୍ୟା ନିୟନ୍ତ୍ରଣ ପାଇଁ ଓଡ଼ିଶାକୁ ସହଯୋଗ କରୁନି ଛତିଶଗଡ଼ । ଏଭଳି ଗୁରୁତର ଅଭିଯୋଗ ଆଣିଛନ୍ତି ହୀରାକୁଦ ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ ଆନନ୍ଦ ସାହୁ ।
ଆବଶ୍ୟକ ହେଲେ ଲୋକଙ୍କୁ ସ୍ଥାନାନ୍ତରଣ କରିବାକୁ ଯୋଜନା ମଧ୍ୟ ପ୍ରସ୍ତୁତ କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ ।