୭ ବର୍ଷ ପରେ ପୁଣି ଫେରିଲା ହକି ଇଣ୍ଡିଆ ଲିଗ୍ । ପୁଣି ଥରେ ଆରମ୍ଭ ହେବ ହକିର ଏହି ସମ୍ମାନଜନକ ଟୁର୍ଣ୍ଣାମେଣ୍ଟ ।
ପ୍ୟାରିସ୍ ଅଲିମ୍ପିକ୍ସ ହକି ସେମି ଫାଇନାଲରେ ଆଜି ମୈଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ। ଜର୍ମାନୀ ସହ ଲଢ଼େଇ ରହିଛି। ଭାରତୀୟ ସମୟ ରାତି ସାଢ଼େ ୧୦ଟାରେ ଏହି ମ୍ୟାଚ୍ ଖେଳାଯିବ।
ଏସିଆନ୍ ମହିଳା ହକି ଚାମ୍ପିୟନସିପରେ ଭାରତ ଚାମ୍ପିୟନ ହୋଇଛି । ଭାରତ ଏକ ତରଫା ମ୍ୟାଚରେ ୪-୦ ଗୋଲରେ ଜାପାନକୁ ପରାସ୍ତ କରିଛି ।
ପୂର୍ବରୁ ୧୯୬୬, ୧୯୯୮ ଏବଂ ୨୦୧୪ ଏସିଆଡରେ ସ୍ୱର୍ଣ୍ଣ ଜିତିଥିଲା ଭାରତ ।
ସିଟୁ କହିଛି, ବିଶ୍ୱକପ୍ର ଦ୍ୱାହି ଦେଇ ଶ୍ରମିକମାନଙ୍କ ପେଟକୁ ଲାତ ମାରିଛନ୍ତି ସରକାର।
କୋଭିଡ୍ ଟାସ୍କ ଫୋର୍ସ ନେଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।
ଆସନ୍ତା ୬ରେ ପୁଣି ଭାରତ-ସ୍ପେନ୍ ମଧ୍ୟରେ ହେବ ଟକ୍କର ।
ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ବେଲହାରୀ ଗ୍ରାମର ଆଦିବାସୀ ଝିଅ ନାମସି ଜାରିକା । ବାପ ଛେଉଣ୍ଡ ନାମସୀଙ୍କ ପିଲାଟି ଦିନରୁ ଖେଳ ପ୍ରତି ଥିଲା ବେଶ ଆଗ୍ରହ । ବହୁ କଷ୍ଟରେ ହକି ଖେଳ ପ୍ରତି ଆଗ୍ରହ ରଖିଥିବା ନାମସୀ ୨୦୧୪ ମସିହାରେ ରାଉରକେଲା ସ୍ଥିତ ପାନପୋଷ କ୍ରୀଡ଼ା ଛାତ୍ରାବାସରୁ ଆରମ୍ଭ କରିଥିଲେ ଅଭିଯାନ ।
ସୁପର ୪ରେ ପ୍ରବେଶ କରିବା ପାଇଁ ଭାରତକୁ ଯେମିତି ହେଲେ ବି ଏହି ମ୍ୟାଚକୁ ୧୫ ଗୋଲ ବ୍ୟବଧାନରେ ଜିତିବାର ଥିଲା । ଭାରତର ଏହି ବିଜୟରେ ପ୍ରମୁଖ ଭୂମିକା ନେଇଥିଲେ ଅନ୍ୟତମ ଓଡିଆ ଖେଳାଳି ଦୀପସାନ ର୍ତିକୀ ।
ରୋହିଦାସଙ୍କ ସହ ଓଡ଼ିଶାର ଶିଳାନନ୍ଦ ଲାକ୍ରା ବି ଦଳରେ ସାମିଲ ହୋଇଛନ୍ତି ।
ସ୍କୁଲ୍ରେ ଖୋଲିବ ‘ମୋ ସ୍କୁଲ୍ ହକି କ୍ଲବ୍’ । ସ୍କୁଲ୍ ସ୍ତରରୁ ଛାତ୍ରଛାତ୍ରୀଙ୍କୁ ହକି ପାଇଁ ପ୍ରଶିକ୍ଷଣ ଦେବା ପାଇଁ ଏଭଳି ଯୋଜନା କରାଯାଉଛି।
୧୭ ବର୍ଷରୁ କମ୍ ଫିଫା ମହିଳା ବିଶ୍ୱକପ ଫୁଟବଲ ପାଇଁ ଭେନ୍ୟୁ ଘୋଷଣା ।
ମଫସଲରୁ ସାମ୍ନାକୁ ଆସିଲା ମହାନ ବାର୍ତ୍ତା। ହକି ଗ୍ରାଉଣ୍ଡରେ ଏକାଠି ଖେଳିଲେ ପୁରୁଷ-ମହିଳା ଖେଳାଳୀ..ପରସ୍ପରକୁ ସାମ୍ନା କଲେ, ଗୋଲ୍ ବି ଦେଲେ। ପଡ଼ିଆରେ ଉଡ଼ାଇ ଦେଲେ ଧୂଳି..ଖେଳ ଦେଖିବାକୁ ଦର୍ଶକଙ୍କ ଜମିଥିଲା ପ୍ରବଳ ଗହଳି
ମ୍ୟାଚ୍ରେ ପୁରୁଷ ଖେଳାଳିମାନଙ୍କ ସହ ତାଳ ଦେଇ ମହିଳା ପ୍ଲେୟାର ବି ନିଜ ଟିମ୍କୁ ଜିତାଇବା ପାଇଁ ଦମଦାର୍ ଖେଳ ପ୍ରଦର୍ଶନ କରୁଛନ୍ତି ।
ଏଫ୍ଆଇଏଚ୍ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର୍ କ୍ୱାର୍ଟର ଫାଇନାଲ୍ରେ ପ୍ରବେଶ କରିଛି ଭାରତ। ଆଜିର କର ବା ମର ମ୍ୟାଚ୍ରେ ଆୟୋଜକ ଭାରତ ୮-୨ ଗୋଲରେ ପୋଲାଣ୍ଡକୁ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡକୁ ଯାଇଛି।
ହକିରୁ ଅବସର ଘୋଷଣା କଲେ ବୀରେନ୍ଦ୍ର ଲାକ୍ରା । ଟୋକିଓ ହକି ବ୍ରୋଞ୍ଜ ପଦକ ବିଜେତା ବୀରେନ୍ଦ୍ର ଲାକ୍ରା । ବୀରେନ୍ଦ୍ରଙ୍କ ଅବସର ଘୋଷଣା ନେଇ ହକି ଇଣ୍ଡିଆ ପକ୍ଷରୁ ଟୁଇଟ୍ । ୩୧ ବର୍ଷୀୟ ଲାକ୍ରା ୨୦୧ଟି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳିଛନ୍ତି ବୀରେନ୍ଦ୍ର ଲାକ୍ରା ।
କ୍ରୀଡ଼ା ଦିବସରେ କ୍ରୀଡ଼ାବିତ୍ଙ୍କୁ ସମ୍ମାନ, ନିଶ୍ଚିତ ପକ୍ଷେ ନୂଆ ପିଢ଼ିଙ୍କ ପାଇଁ ଆହ୍ୱାନ। ହେଲେ ଯେଉଁ ହକି ଷ୍ଟାର ଅମିତ୍ ରୋହିଦାସଙ୍କୁ ଆଜି ରାଜ୍ୟ ସରକାର ସମ୍ମାନିତ କରିଛନ୍ତି ତାଙ୍କ ଜନ୍ମମାଟିରେ ଆଷ୍ଟୋଟର୍ଫ ନିର୍ମାଣ ନିଷ୍ପତ୍ତିର ବାସ୍ତବ ଚିତ୍ର କିନ୍ତୁ କ୍ରୀଡ଼ା ଭିତ୍ତିଭୂମି ଦିଗରେ ଆନ୍ତରିକତାର ପୋଲ୍ ଖୋଲି ଦେଇଛି। ସେମିତି ରାଇରଙ୍ଗପୁରରେ ସରକାରଙ୍କ ଷ୍ଟାଡିୟମ୍ ଘୋଷଣା କେମିତି ପାଣି ଗାର ହୋଇଛି।
ନୂଆଦିଲ୍ଲୀ: ଟୋକିଓ ଅଲିମ୍ପିକ୍ସ ଲାଗି ଆରମ୍ଭ ହୋଇଯାଇଛି କାଉଣ୍ଟ ଡାଉନ । ଏହି କ୍ରୀଡ଼ା ମହାକୁମ୍ଭ ପାଇଁ ଏ ପର୍ଯ୍ୟନ୍ତ ୩ ଜଣ ହକି ଖେଳାଳି ନିଜ ସ୍ଥାନ ପକ୍କା କରିଥିବା ବେଳେ ବୀରେନ୍ଦ୍ର ଲାକ୍ରା ଏବଂ ଦୀପଗ୍ରେସ ଏକ୍କାଙ୍କୁ ଉଭୟ…