• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Holi

HOLI
ଗାଁଠୁ ସହର ସବୁଠି ହୋଲି ଖେଳ....

ସକାଳର ବୟସ ବଢୁଥିଲା । ତା ସହ ଜମି ଆସୁଥିଲା ଆସର । ସମସ୍ତେ ଏକାକାର, ଭିଜୁଥିଲେ, ମଜୁଥିଲେ, ମାତୁଥିଲେ ରେନ୍ ଡ୍ୟାନସରେ ଆଧୁନିକତା ଭିତରେ ବି ହଜି ଯାଇ ନଥିଲା ପରଂପରା । ନାଚ ଗୀତର ଆସର ଭିତରେ ଗୋବିନ୍ଦାଙ୍କ ହାତରେ ଗୋବିନ୍ଦାଙ୍କ ହାତରେ ଭଙ୍ଗା ହେଉଥିଲା ଦଧିହାଣ୍ଡି ।

2024 election
ହୋଲି ବାହାନାରେ ନିର୍ବାଚନ ପାର୍‌ ପାଇଁ ତିନି ଦଳର ପ୍ରସ୍ତୁତି

ରାଜନୀତିରେ ରଙ୍ଗର ଛିଟା । ବିଜେପି, ବିଜେଡି, କଂଗ୍ରସ । ହୋଲିର ସାତ ରଙ୍ଗରେ ରଙ୍ଗୀନ ସବୁ ଶିବିର । ଆସନ୍ତାବର୍ଷ ଏତେବେଳକୁ ହୋଲିର ଏ ମଉଜରେ ମିଶି ସାରିଥିବ ୨୪ ମହା ସଂଗ୍ରାମର ରଙ୍ଗ ।

HOLI
ଗାଁଠୁ ସହର ସବୁଠି ହୋଲି ଖେଳ....

ସକାଳର ବୟସ ବଢୁଥିଲା । ତା ସହ ଜମି ଆସୁଥିଲା ଆସର । ସମସ୍ତେ ଏକାକାର, ଭିଜୁଥିଲେ, ମଜୁଥିଲେ, ମାତୁଥିଲେ ରେନ୍ ଡ୍ୟାନସରେ ଆଧୁନିକତା ଭିତରେ ବି ହଜି ଯାଇ ନଥିଲା ପରଂପରା । ନାଚ ଗୀତର ଆସର ଭିତରେ ଗୋବିନ୍ଦାଙ୍କ ହାତରେ ଗୋବିନ୍ଦାଙ୍କ ହାତରେ ଭଙ୍ଗା ହେଉଥିଲା ଦଧିହାଣ୍ଡି ।

No Holi celebrations
ରଙ୍ଗର ପର୍ବରେ କର୍ତ୍ତବ୍ୟ ଆଗ; ୨୪ ଘଣ୍ଟିଆ ଡ୍ୟୁଟିରେ ସ୍ୱାସ୍ଥ୍ୟକର୍ମୀ

ଡାକ୍ତର ହୁଅନ୍ତୁ ଅବା ନର୍ସ କି ଅନ୍ୟ ସ୍ୱାସ୍ଥ୍ୟକର୍ମୀ, ରୋଗୀ ସେବା ପାଇଁ ହୋଲିରେ ବି ତତ୍ପର ଥିଲେ ସମସ୍ତେ । ଛୁଟି ଦିନରେ ସମସ୍ତେ ଏକାଠି ହୋଇ ହୋଲି ମନାଉଥିବା ବେଳେ ସକାଳୁ ସନ୍ଧ୍ୟାଯାଏଁ ଏମାନେ ଲାଗି ପଡିଥିଲେ ସ୍ୱାସ୍ଥ୍ୟ ସେବାରେ ।

2024 election
ହୋଲି ବାହାନାରେ ନିର୍ବାଚନ ପାର୍‌ ପାଇଁ ତିନି ଦଳର ପ୍ରସ୍ତୁତି

ରାଜନୀତିରେ ରଙ୍ଗର ଛିଟା । ବିଜେପି, ବିଜେଡି, କଂଗ୍ରସ । ହୋଲିର ସାତ ରଙ୍ଗରେ ରଙ୍ଗୀନ ସବୁ ଶିବିର । ଆସନ୍ତାବର୍ଷ ଏତେବେଳକୁ ହୋଲିର ଏ ମଉଜରେ ମିଶି ସାରିଥିବ ୨୪ ମହା ସଂଗ୍ରାମର ରଙ୍ଗ ।

Team India Holi
ହୋଲି ଖେଳିଲା ଟିମ୍‌ ଇଣ୍ଡିଆ; ଦେଖନ୍ତୁ ସମ୍ପୂର୍ଣ୍ଣ ଭିଡିଓ

ବିସିସିଆଇ ଟ୍ୱିଟ୍‌ କରିଥିବା ଭିଡିଓରେ କ୍ୟାପଟେନ ରୋହିତ ଶର୍ମା ସପୋର୍ଟ ଷ୍ଟାଫ୍ ସଦସ୍ୟମାନଙ୍କ ଦେହରେ ରଙ୍ଗ ଲଗାଇଛନ୍ତି । ଏହା ପରେ ବିରାଟ କୋହଲି ଏବଂ ରବୀନ୍ଦ୍ର ଜାଡେଜାଙ୍କ ସମେତ ଦଳର ସମସ୍ତ ଖେଳାଳି ରଙ୍ଗ ଲଗାଇ ହୋଲି ମନାଇଛନ୍ତି ।

1 killed, 2 critical after being attacked in Athagarh
ରଙ୍ଗ ବଦଳରେ ବୋହିଲା ରକ୍ତ ନଦୀ, ହୋଲିରେ ମୁଣ୍ଡ ଗଡ଼ିଲା...

ରଙ୍ଗ ବଦଳରେ ବୋହିଲା ରକ୍ତ ନଦୀ। ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଆହତ ହୋଇଛନ୍ତି।

Be Careful During Holi Celebration
ହୋଲିରେ ରଙ୍ଗ ଖେଳୁଛନ୍ତି କି ? ରୁହନ୍ତୁ, ସତର୍କ...ଟିକିଏ ଅସାବଧାନତା ଆଣିପାରେ ବିପଦ

ରାସାୟନିକ ରଙ୍ଗ ବଦଳରେ ପ୍ରାକୃତିକ ଓ ପରିବେଶ ଅନୁକୂଳ ରଙ୍ଗ ବ୍ୟବହାର କରନ୍ତୁ। ରଙ୍ଗରେ ବେଳେବେଳେ କାଚ ଗୁଣ୍ଡ ବା ଆଜ୍‌ବେଷ୍ଟସ୍ ଗୁଣ୍ଡ ପରି ବିପଜ୍ଜନକ ଉପାଦାନ ମଧ୍ୟ ମିଶାଯାଇଥାଏ। ଏହା କିଡନୀ, ଲିଭର୍, ହାଡ, ଆଖିକୁ କ୍ଷତି ପହଞ୍ଚାଇବା ସହ ଆଜ୍‌ମା ଭଳି ସମସ୍ୟା ମଧ୍ୟ ସୃଷ୍ଟି କରିପାରେ।

How To Remove Holi Colour From Body
ରଙ୍ଗ ଲଗାଇବା ଯେତିକି ମଜା, ରଙ୍ଗ ଛଡ଼ାଇବା ସେତିକି କଷ୍ଟ...ଜାଣନ୍ତୁ କେମିତି ଛଡ଼ାଇବେ ହୋଲି ରଙ୍ଗ ?

ରଙ୍ଗ ଲଗାଇବା ପାଇଁ ମଜା ତ ଲାଗେ କିନ୍ତୁ ଶରୀରରୁ ରଙ୍ଗ ଛଡ଼ାଇବା କଷ୍ଟ। ତେବେ ରଙ୍ଗ ଖେଳିବା ପୂର୍ବରୁ ପ୍ରଥମେ ନିଜ ଶରୀରରେ ସୋରିଷ ତେଲ, ନଡ଼ିଆ ତେଲ କିମ୍ୱା କୌଣସି ମଶ୍ଚରାଇଜର କ୍ରିମ୍‌କୁ ଭଲଭାବରେ ମାଲିସ କରନ୍ତୁ। 

How to remove holi colors from your body
ଆପଣଙ୍କ ପାଇଁ ୭ଟି ଟିପ୍ସ, କିପରି ଛଡେଇବେ ହୋଲି ରଙ୍ଗ

ଅଧିକାଂଶ ଲୋକଙ୍କୁ ତ ହୋଲି ଖେଳିବାକୁ ଭଲ ଲାଗେ। କିନ୍ତୁ ଯେତେବେଳେ ହୋଲିର ରଙ୍ଗ ସଫା କରିବାର ବେଳ ଆସେ ଏହା ଏକ ଦଣ୍ଡ ଭଳି ଲାଗେ। କିଛି ରଙ୍ଗ ଏମିତି ହୋଇଥାଏ ଯେ ସେଗୁଡିକ ସହଜରେ ଛାଡି ନଥାଏ। ବ୍ୟସ୍ତ ହୁଅନ୍ତୁ ନାହିଁ, ରଙ୍ଗରୁ ମୁକ୍ତି ପାଇବା ପାଇଁ ଜାଣନ୍ତୁ ସହଜ ଉପାୟ।

Who played the worlds first holi
ସଂସାରରେ ପ୍ରଥମେ କିଏ ଖେଳିଥିଲେ ହୋଲି

ଯେତେବେଳେ ବି ରଙ୍ଗର ପର୍ବ ହୋଲିର ଧାର୍ମିକ ମହତ୍ତ୍ୱ କଥା ଉଠେ ସେତେବେଳେ ସର୍ବପ୍ରଥମେ ଭକ୍ତ ପ୍ରହ୍ଲାଦ ଏବଂ ତାଙ୍କ ପିଉସୀ ହୋଲିକାଙ୍କ କଥା ମନକୁ ଆସେ। କିନ୍ତୁ ଆପଣ ଜାଣନ୍ତି କି ଏହି ପର୍ବ ସହିତ ଜଡିତ ଅନ୍ୟାନ୍ୟ ପୌରାଣୀକ କାହାଣୀ? ଆପଣ ଜାଣିଛନ୍ତି କି ଦେବଲୋକରେ ପ୍ରଥମ ହୋଲି ଖେଳ ବିଷୟରେ? ଆସନ୍ତୁ ଜାଣିବା…

Happy Holi
ଘଣ୍ଟ ଘଣ୍ଟା, ଶଙ୍ଖ ହୁଳହୁଳିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର ପରିବେଶ

ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଶ୍ରୀଦେବୀ ଓ ଭୂଦେବୀଙ୍କ ସହ ଦୋଳଗୋବିନ୍ଦ, ଦୋଳବେଦୀକୁ ବିଜେ କରିବା ବେଳେ ସୃଷ୍ଟି ହୋଇଥିଲା ଅପୂର୍ବ ପରିବେଶ ।

Happy Holi
ଭକ୍ତଙ୍କ ସହ ଭଗବାନଙ୍କ ରଙ୍ଗ ଖେଳ, ଦୋଳ ମେଳଣରେ ଦୁଲୁକୁଛି ଗାଁ ଦାଣ୍ଡ

ସୁନାବେଶରେ ଦର୍ଶନ ଦେଲେ ଶ୍ରୀଜିଉ । ରାତି ପାହିଲେ ରଙ୍ଗର ପର୍ବ ହୋଲି ।

Group clash
ହୋଲି ଖେଳ ବେଳେ ଗୋଷ୍ଠୀ ସଂଘର୍ଷ : ୫ ଆହତ, ୨ ଗୁରୁତର

ଗୋଟିଏ ଗୋଷ୍ଠୀର ଲୋକେ ଏକାଠି ହୋଇ ରଙ୍ଗ ଖେଳୁଥିବା ବେଳେ ଅନ୍ୟ ଗୋଷ୍ଠୀର ଲୋକେ ସେମାନଙ୍କ ଉପରକୁ ପଥର ମାଡ଼ କରିଥିବା ଅଭିଯୋଗ ହୋଇଛି ।

‘Munsi Melana’
ଭାଇଚାରାର ପ୍ରତୀକ ମୁନସୀ ମେଲଣ : ଏକାଠି ଫଗୁ ଖେଳିଲେ ଉଭୟ ହିନ୍ଦୁ ଓ ମୁସଲମାନ ଶ୍ରଦ୍ଧାଳୁ

ଚଳିତ ବର୍ଷ ଥାନା ପକ୍ଷରୁ ଆଖପାଖ ଅଞ୍ଚଳର ୪୦ରୁ ଅଧିକ ଠାକୁରବାଡିଆଙ୍କୁ ନୀତି ଅନୁଯାୟୀ ମେଲଣ ଉତ୍ସବକୁ ନିମନ୍ତ୍ରଣ କରାଯାଇଥିଲା । ଠାକୁର ବାଡିଆମାନେ ରାଧାକୃଷ୍ଣଙ୍କୁ ସୁସଜ୍ଜିତ ବିମାନରେ ଶୋଭାଯାତ୍ରାରେ ବାହାରି ପହଞ୍ଚିଥିଲେ

holi
ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ : ହୋଲି ଖେଳରେ ମସଗୁଲ ସଭିଏଁ

ଦିଲ୍ଲୀରୁ ମୁମ୍ବାଇ, ଗୁଜରାଟରୁ କୋଲକାତା, ଆଉ ତା ସହ ମଥୁରା ବୃନ୍ଦାବନ... ଗଗନ ପବନ, ଖାଲି ରଙ୍ଗ ଆଉ ରଙ୍ଗ । ନାଚଗୀତ ସହ ଫୁଲ୍ ଜୋଶରେ ହୋଲି ଖେଳ । ରଙ୍ଗର ପର୍ବ ପାଳିବାକୁ ସାରା ଦେଶରେ ଉତ୍ସାହ ।

holi
ରଙ୍ଗ ଓ ଭାଇଚାରାର ପର୍ବ ହୋଲି : ଗାଁଠୁ ସହର ସବୁଠି ଉତ୍ସାହ

ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳାଖେଳାର ଅଂଶବିଶେଷ ହେଉଛି ହୋଲି ଉତ୍ସବ । ସାରା ବିଶ୍ୱର ବିଭିନ୍ନ ପ୍ରାନ୍ତରେ ଏହି ପର୍ବ ଧୂମଧାମରେ ପାଳିତ ହୋଇଥାଏ । ପୁରୀ ଶ୍ରୀମନ୍ଦିର ସହ ଅନ୍ୟ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହୋଇଥାଏ

holi
ଶରୀରରୁ କିପରି ସହଜରେ ଛଡ଼ାଇବେ ହୋଲି ରଙ୍ଗ ?

ହୋଲି ଖେଳିଲାବେଳେ କେଶ ଉପରେ କ୍ୟାମିକଲ୍‌ ରଙ୍ଗର ପ୍ରଭାବ ପଡ଼ିଥାଏ। କେଶ ଖରାପ ହେବାର ଆଶଙ୍କା ମଧ୍ୟ ଥାଏ। ତେଣୁ ରଙ୍ଗ ଖେଳିବା ପୂର୍ବରୁ କେଶରେ ସୋରିଷ ତେଲ ଲଗାନ୍ତୁ। ଫଳରେ ସାମ୍ପୁକଲେ କେଶରୁ ସବୁ ରଙ୍ଗ ସହଜରେ ବାହାରିଯିବ

Puri Jagannath Temple
ଧୁମ୍‌ ଧାମ୍‌ରେ ପାଳନ ହେଉଛି ମହାପ୍ରଭୁଙ୍କ ଦୋଳଯାତ୍ରା, ଦୁର୍ଲଭ ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼

ଘଣ୍ଟଘଣ୍ଟା, ଶଂଙ୍ଖ ହୁଳହୁଳିରେ ପକମ୍ପିତ ହେଉଥାଏ ସମଗ୍ର ପରିବେଶ । ହଜାର ହଜାର ଭକ୍ତ ଆଜି ମହାପ୍ରଭୁଙ୍କ ସହ ଫଗୁ ଖେଳିବାର ରହିଛି ପରମ୍ପରା । ଆଜି ଭକ୍ତ ଆଉ ଭଗବାନ ଏକାକାର ।

John Abraham
କାହିଁକି ହୋଲି ଖେଳନ୍ତି ନାହିଁ ଏହି ସବୁ ଷ୍ଟାର ? କ’ଣ ରହିଛି ଏହା ପଛରେ ରହସ୍ୟ ?

କିଛି ସେଲିବ୍ରିଟି ଅଛନ୍ତି ଯେଉଁମାନେ ବିଲ୍‌କୁଲ ହୋଲି ଖେଳନ୍ତି ନାହିଁ । ଏହି ତାଲିକାରେ କରୀନା କପୁର ଖାନ, ରଣବୀର ସିଂ, ଟାଇଗର ଶ୍ରଫଙ୍କ ନାଁ ସାମିଲ ରହିଛି । ତେବେ ଆସନ୍ତୁ ଜାଣିବା ଏହି ସେଲିବ୍ରିଟିମାନେ କାହିଁକି ହୋଲି ପର୍ବ ପାଳନ କରନ୍ତି ନାହିଁ ।