ଭିଜୁଛି ସାରା ଓଡ଼ିଶା। ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ପୁରୀ ଜିଲ୍ଲାରେ ସବୁ ସ୍କୁଲ ହେଲା ଛୁଟି ଘୋଷଣା।
ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ ।
କର୍ମଜୀବୀ ମହିଳାଙ୍କୁ ରାଜ୍ୟ ସରକାରଙ୍କ ଭେଟି । ଋତୁସ୍ରାବ ପାଇଁ ମାସକରେ ମିଳିବ ଦିନଟିଏ ଛୁଟି । ସ୍ବାଧୀନନତା ଦିବସରେ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ରଥଯାତ୍ରା ୨ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବାରୁ ଛୁଟି ଘୋଷଣା ହୋଇଛି । ପୁରୀରେ ସମୀକ୍ଷା ବୈଠକରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ରାଜ୍ୟର ୧୦ଟି ଜିଲ୍ଲାରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି । ସମ୍ବଲପୁର, ସୁନ୍ଦରଗଡ଼, ସୁବର୍ଣ୍ଣପୁର, ଗଜପତି ଓ ମୟୂରଭଂଜ , ଭଦ୍ରକ, ଗଞ୍ଜାମ, ବରଗଡ଼, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ୨୦ ଯାଏଁ ଛୁଟି ।
ତାପମାତ୍ରା ହ୍ରାସ ନହେବା ଯାଏ ସ୍କୁଲ ବନ୍ଦ ରଖିବାକୁ ସରକାରଙ୍କୁ ନିବେଦନ କରିଛି ଓଷ୍ଟା । ଅତିକମରେ ଆଉ ୩-୪ ଦିନ ଛୁଟି ଘୁଞ୍ଚାଇବାକୁ ଦାବି କରିଛି ଓଷ୍ଟା।
ମଦ ନିଶାରେ କ୍ଲାସକୁ ଆସିଥିଲେ ଶିକ୍ଷକ। ପିଲାମାନଙ୍କୁ ସ୍କୁଲ ଛୁଟି କହିବା ସହ ଘରକୁ ବିଦା କରିଦେଇଥିଲେ।
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ’ ଛୁଟି ଘୋଷଣା କରାଯାଇଛି । ୨୨ ତାରିଖ ଅପରାହ୍ନ ୨ଟା ୩୦ ଯାଏଁ ଅଫିସ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।
ଛୁଟି ଘୋଷଣା ଅନୁସାରେ କେନ୍ଦ୍ର ସରକାରଙ୍କ ସବୁ ଅଫିସ୍ ଓ ଶିକ୍ଷାନୁଷ୍ଠାନ ଗୁଡ଼ିକ ବନ୍ଦ ରହିବ । ସାରା ଦେଶରେ ଅଧା ଦିନ ପାଇଁ କେନ୍ଦ୍ର ସରକାର ଛୁଟି ଘୋଷଣା କରିଛନ୍ତି ।
ଦେଶ ରାମମୟ .. ଦେଶବାସୀ ରାମମୟ .. ତନ, ମନ, ପ୍ରାଣ ମଧ୍ୟ ରାମମୟ । ରାମଭକ୍ତିରେ ଭିଜୁଛି ପୁରା ଅଯୋଧ୍ୟା । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାକୁ ନେଇ ଭାବୁକ ହୋଇ ପଡ଼ିଛି ପୁରା ଭାରତ । ଏହି ମହତ୍ ହିନ୍ଦୁ ସମାରୋହକୁ ଆଗେଇ ନେବା ପାଇଁ କିଛି ରାଜ୍ୟ ଆସନ୍ତା ଜାନୁଆରୀ ୨୨ କୁ ଛୁଟି ଘୋଷଣା କରିଛନ୍ତି ।
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ବନ୍ଦ ହେଉ ମଦ ଦୋକାନ। ଘୋଷଣା ହେଉ ସରକାରୀ ଛୁଟି। ଜୋର୍ ଧରିଲା ଦାବି।
ଏପଟେ ପକୋଡା ଛଣା ଚାଲିଛି.. ସେପଟେ ଅଦା, ରସୁଣ ଛେଚା ହେଉଛି.. ମସଲା ପ୍ରସ୍ତୁତ ହେଲେ ମଟନ କସାରେ ହେବ.. କାରଣ ଆଜି ଏମାନଙ୍କ ପିକନିକ୍.. ପରିବାର, ସମ୍ପର୍କୀୟଙ୍କୁ ନେଇ କପ୍ତିପଦା କାଳ ଡ୍ୟାମରେ ଡେରା ପକାଇଛନ୍ତି ଏମାନେ..
ଚାଲିଛି ପର୍ଯ୍ୟଟନ ଋତୁ....ଅବକାଶ ଛୁଟି କାଟିବାକୁ ସମସ୍ତେ ବ୍ୟସ୍ତ । ମାଛକାନ୍ଦଣା ଜଳପ୍ରପାତରେ କିଏ ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରୁଛି । କିଏ ସେଲ୍ଫି ନେଉଛି ତ...ଆଉ କିଏ ସୁଆଦିଆ ଖାଦ୍ୟ ତିଆରିରେ ବ୍ୟସ୍ତ । । ହେଲେ ଜଳପ୍ରପାତ ପାଖକୁ ଯିବା ରାସ୍ତା ଖରାପ ଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପର୍ଯ୍ୟଟକ ।
କର୍ଣ୍ଣାଟକରେ ଛୁଟି ଘୋଷଣା । ଆସନ୍ତା ବର୍ଷ ପାଇଁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି ।
ପ୍ରବଳ ବର୍ଷା ସ୍ଥିତିକୁ ଦେଖି ଆଜି ପାଇଁ ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା । କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ମୟୂରଭଂଜ ଏବଂ ନୟାଗଡ଼ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଛନ୍ତି ସରକାର । ଏଥିସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ହୋଇଛି। ଲଗାଣ ବର୍ଷା ପାଇଁ ଜିଲ୍ଲାପାଳ ସ୍କୁଲ ଛୁଟି ନେଇ ନୋଟିସ୍ ଜାରି କରିଛନ୍ତି। ଜିଲ୍ଲାର ସମସ୍ତ ବିଡିଓଙ୍କୁ ସଜାଗ ରହିବାକୁ କୁହାଯାଇଛି।
ଘୋଷଣା ପରେ ଖୁସି ମନାଇଲେ ପ୍ରବାସୀ ଭାରତୀୟ ସମୁଦାୟ । ସ୍କୁଲ ଛୁଟି ଘୋଷଣା ପାଇଁ ଦୁଇ ଦଶନ୍ଧି ହେଲା ହେଉଥିଲା ଦାବି ।
ଏଣିକି ମହିଳା କର୍ମଚାରୀଙ୍କୁ ପୂଜାପାଠ କରିବା ପାଇଁ ଅଫିସ୍ ପକ୍ଷରୁ ଛୁଟି ପ୍ରଦାନ କରାଯିବ ।
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଛୁଟି ଘୋଷଣା କରାଯାଇଥିଲା । ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିଥିଲା ।