ଗୃହରକ୍ଷୀ ପାଇଁ ଖୁସି ଖବର। ବଢିଲା ଗୃହରକ୍ଷୀଙ୍କ ଦୈନିକ ଡ୍ୟୁଟି କଲ-ଅପ ଭତ୍ତା । ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶ ନାମା ଜାରି କରାଯାଇଛି।
ହୋମଗାର୍ଡ ସଂଘ ସଭାପତି ମାଗିଲେ ଇଛାମୃତ୍ୟୁ , ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ବି ନ୍ୟାୟ ମିଳିନଥିବା ଅଭିଯୋଗ
ଏଲ୍ ଆଣ୍ଡ୍ ଟି ଘଟଣା ପରେ ଏବେ ହୋମାଗାର୍ଡଙ୍କ ଭତ୍ତା ମାମଲା । ବର୍ଷ ବର୍ଷର ଲଢ଼େଇ ପରେ ପୁଣି ଓଡ଼ିଶା ସରକାରଙ୍କୁ ସୁପ୍ରିମ୍ ଝଟକା ।
ଏଲ୍ ଆଣ୍ଡ୍ ଟି ଘଟଣା ପରେ ଏବେ ହୋମାଗାର୍ଡଙ୍କ ଭତ୍ତା ମାମଲା । ବର୍ଷ ବର୍ଷର ଲଢ଼େଇ ପରେ ପୁଣି ଓଡ଼ିଶା ସରକାରଙ୍କୁ ସୁପ୍ରିମ୍ ଝଟକା ।