ଋଣଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ । ମହିଳାମାନେ ଚିନ୍ତିତ ରହିବେ । ପ୍ରେମ ମନ ଭାବନାରେ ହଠାତ୍ ଆସୁଥିବା ପରିବର୍ତ୍ତନ ଆପଣଙ୍କୁ ନିରାଶ କରିପାରେ ।
ସମ୍ପତ୍ତି ବାଡିକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇପାରେ । କ୍ୟାରିୟରକୁ ନେଇ ଗର୍ବିତ ଅନୁଭବ କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି।
ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ ।
ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ।
ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୧ ତାରିଖ ଗୁରୁବାର । ଚନ୍ଦ୍ର- ସିଂହ ରାତ୍ରି ୦୭.୪୯ ଗତେ କନ୍ୟା । ତିଥି- ୫ମୀ ଦିବା ୧୦.୦୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ରାତ୍ରି ୦୭.୪୯ ଗତେ ବୃଷ ରାଶି । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ଦିବା ୦୧.୦୪ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୯ ମଙ୍ଗଳବାର । ଚନ୍ଦ୍ର- ବିଛା ରାତ୍ରି ୦୯.୧୦ ଗତେ ଧନୁ । ତିଥି- ୧୩ଶୀ ରାତ୍ରି ୧୦.୨୫ ଗତେ ୧୪ଶୀ । ଘାତଚନ୍ଦ୍ର- ରାତ୍ରି ୦୯.୧୦ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନୀ ଭୂମିଦାନ ।
ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୫ ଶୁକ୍ରବାର । ଚନ୍ଦ୍ର- କନ୍ୟା ପ୍ରାତଃ ୦୬.୪୫ ଗତେ ତୁଳା । ତିଥି- ୯ମୀ ରାତ୍ରି ୧୧.୪୬ ଗତେ ୧୦ମୀ । ଘାତଚନ୍ଦ୍ର- ବୃଷ ରାଶିର ପ୍ରାତଃ ୦୬.୪୫ ପର୍ଯ୍ୟନ୍ତ । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୫ମୀ ଦିବା ୦୨.୨୮ ଗତେ ୬ଷ୍ଠୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- କର୍କଟ ନିଶାନ୍ତ ୦୫.୪୨ ଗତେ ସିଂହ । ତିଥି- ୩ୟା ଦିବା ୦୯.୪୪ ଗତେ ୪ର୍ଥୀ । ଘାତଚନ୍ଦ୍ର- ନିଶାନ୍ତ ୦୫.୪୨ ଗତେ କର୍କଟ ଓ ମକର ରାଶିର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନୀ-ଭୂମିଦାନ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ପ୍ରତିପଦ ଅହୋରାତ୍ର । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୧୧.୨୯ ଗତେ ୧ ପାଦ-କୁଟୁମ୍ବହାନୀ-ତିଳକାଞ୍ଚନ ଦାନ ।
ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୦୧.୪୪ ଗତେ ମକର ତିଥି- ୩ୟା ରାତ୍ରି ୧୦.୩୦ ଗତେ ୪ର୍ଥୀ
ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୧ ତାରିଖ ବୁଧବାର ତିଥି – ୧୧ ଶୀ ରାତ୍ରି ୧୧/୩୪ ଗତେ ୧୨ଶୀ ଚନ୍ଦ୍ର – କର୍କଟ ଅହୋରାତ୍ର ଘାତ ଚନ୍ଦ୍ର- ନାସ୍ତି ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ରାତ୍ରି ୧୧/୩୪ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ
ଆଜି ୨୦୨୨ ମସିହା, ମେ ମାସ ୧୩ ତାରିଖ, ଶୁକ୍ରବାର, ମେଷ, ୩୦ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ଦ୍ୱାଦଶୀ ତିଥି, ହସ୍ତା ନକ୍ଷତ୍ର, କନ୍ୟା ଚନ୍ଦ୍ର । ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ...