ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୫ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ପ୍ରାତଃ ୦୭.୧୧ ଗତେ କୁମ୍ଭ। ତିଥି- ଏକାଦଶୀ ଦିବା ୦୧.୨୮ ଗତେ ଦ୍ୱାଦଶୀ। ଘାତଚନ୍ଦ୍ର- ସିଂହ ରାଶିର, ପ୍ରାତଃ ୦୭.୧୧ ଗତେ ମିଥୁନ ଓ ମୀନ ରାଶିର। ଘାତବାର- ବିଛା, ଧନୁ ଓ ମୀନ ରାଶିର। ପୁଷ୍କର ଦୋଷ- ଦିବା ୦୧.୨୮ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।
ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୪ତାରିଖ ଗୁରୁବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ଦଶମୀ ଦିବା ୦୪.୧୪ ଗତେ। ଏକାଦଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର। ପୁଷ୍କର ଦୋଷ- ନାସ୍ତି।
ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୩ ତାରିଖ ବୁଧବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି- ୯ମୀ ସନ୍ଧ୍ୟା ୦୬.୨୯ ଗତେ ୧୦ମୀ । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ କୁଟୁମ୍ବହାନି- ତିଳକାଞ୍ଚନ ଦାନ ରାତ୍ରି ୦୯.୪୬ ପର୍ଯ୍ୟନ୍ତ ।
ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ମଙ୍ଗଳବାର। ଚନ୍ଦ୍ର- ଧନୁ ନିଶାନ୍ତ ୦୪.୩୬ ଗତେ ମକର। ତିଥି- ୮ମୀ ରାତ୍ରି ୦୮.୦୯ ଗତେ ୯ମୀ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର।
ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ସୋମବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୭ମୀ ରାତ୍ରି ୦୯.୧୦ ଗତେ ୮ମୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୯.୧୦ ପର୍ଯ୍ୟନ୍ତ ।
ସୌର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ମଙ୍ଗଳବାର। ଘାତବାର- ମକର ରାଶିର। ପୁଷ୍କର ଦୋଷ- ୧ ପାଦ।
ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୪ ତାରିଖ ରବିବାର । ଚନ୍ଦ୍ର- ସିଂହ ଦିବା ୦୨.୨୦ ଗତେ କନ୍ୟା,ତିôଥ- ୧୪ଶୀ ଦିବା ୦୯.୫୫ ଗତେ ପୂର୍ଣ୍ଣିମା,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ,ଦିବା ୦୨.୨୦ ଗତେ ବୃଷ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୭.୩୩ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।
ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀ ୧୯ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ଦିବା ୦୧.୩୭ ଗତେ କର୍କଟ ,ତିଥ- ୧୦ମୀ ରାତ୍ରି ୧୨.୨୨ ଗତେ ୧୧ଶୀ,ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୦୧.୩୭ ପର୍ଯ୍ୟନ୍ତ,ଘାତବାର- ମକର ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ତିଳକାଞ୍ଚନ ଦାନ ରାତ୍ରି ୦୮.୧୦ ଗତେ ୧ ପାଦ-କୃଷିହାନି-ଭୂମିଦାନ ।
ସୌର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୮ମୀ ରାତ୍ରି ୦୯.୫୩ ଗତେ ୯ମୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ସୌର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ରବିବାର ଚନ୍ଦ୍ର- କୁମ୍ଭ ରାତ୍ରି ୦୮.୪୦ ଗତେ ମୀନ ତିଥି- ଅମାବାସ୍ୟା ଦିବା ୦୨.୩୦ ଗତେ ପ୍ରତିପଦ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର,ରାତ୍ରି ୦୮.୪୦ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୦୧.୫୫ ଗତେ ୧ ପାଦ-କୃଷିହାନି-ଭୂମିଦାନ
ସୌର କୁମ୍ଭମାସ ଫାଲ୍ଗୁନ କୃଷ୍ଣପକ୍ଷ। ଇଂରାଜୀ ୦୮ ତାରିଖ ଶୁକ୍ରବାର। ଚନ୍ଦ୍ର- ମକର ରାତ୍ରି ୦୯.୧୯ ଗତେ କୁମ୍ଭ। ତିଥି- ୧୩ଶୀ ରାତ୍ରି ୦୯.୫୮ ଗତେ ୧୪ଶୀ ।
ସୌର କୁମ୍ଭମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ
ପୁଷ୍କର ଦୋଷ- ଦିବା ୦୨.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।
ସୌର କୁମ୍ଭମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୫ ତାରିଖ ମଙ୍ଗଳବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୯ମୀ ଦିବା ୦୮.୦୪ ଗତେ ୧୦ମୀ ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୮.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ।
ସୌର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ। ଇଂରାଜୀରେ ୦୧ ତାରିଖ ଶୁକ୍ରବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି-୫ ମୀ (ମଳ) ପ୍ରାତଃ ୦୬.୨୨ ଗତେ ୬ଷ୍ଠୀ।
ସୌର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ଗୁରୁବାର ଚନ୍ଦ୍ର- ତୁଳା ଅହୋରାତ୍ର ତିଥି-୫ ମୀ ଅହୋରାତ୍ର ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି
ସୌର କୁମ୍ଭମାସ ଫାଲ୍ଗୁନ କୃଷ୍ଣପକ୍ଷ। ଇଂରାଜୀ ୨୭ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୩ୟା ରାତ୍ରି ୦୧.୫୩ ଗତେ ୪ର୍ଥୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ ।
ସୌର କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ସୋମବାର । ଚନ୍ଦ୍ର- ସିଂହ ଦିବା ୦୮.୧୦ ଗତେ କନ୍ୟା । ତିଥି- ୨ୟା ରାତ୍ରି ୧୧.୧୬ ଗତେ ୩ୟ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୦୮.୧୦ ଗତେ ବୃଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶ ହାନି-ଅନ୍ନ ଓ ତିଳକାଞ୍ଚନ ଦାନ ରାତ୍ରି ୧୧.୧୬ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୪.୩୦ ପର୍ଯ୍ୟନ୍ତ ।
ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ। ରାତ୍ରି ୦୮.୩୬ ଗତେ ୦୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।
ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ। ଇଂରାଜୀରେ ୨୩ ତାରିଖ ଶୁକ୍ରବାର। ଚନ୍ଦ୍ର- କର୍କଟ ସନ୍ଧ୍ୟା ୦୭.୨୫ ଗତେ ସିଂହ। ତିଥି- ୧୪ଶୀ ଦିବା ୦୩.୩୪ ଗତେ ପୂର୍ଣ୍ଣିମା।
ସୌର କୁମ୍ଭ ମାସ ମାଘ ଶୁକ୍ଳପକ୍ଷ । ଇଂରାଜୀରେ ୨୨ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି - ୧୩ଶୀ ଦିବା ୦୧.୨୧ ଗତେ ୧୪ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି
ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୨୦ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି - ୧୧ ଶୀ ଦିବା ୦୯.୫୬ ଗତେ ୧୨ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ଦିବା ୦୯.୫୬ ଗତେ ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୧୨.୧୩ ଗତେ ୩ ପାଦ କୃଷି, ପଶୁ ଓ ବଂଶହାନି-ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ
ସୌର କୁମ୍ଭମାସ ମାଘ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ଶନିବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୮ମୀ ଦିବା ୦୮.୧୬ ଗତେ ୯ମୀ । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୦୮.୪୭ ଗତେ ୧ ପାଦ-କୃଷିହାନି-ଭୂମିଦାନ ।