ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୮ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୩ୟା ନିଶାନ୍ତ ୦୬.୧୧ ଗତେ ୪ର୍ଥୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ
ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୨୭ ତାରିଖ ଶନିବାର ଚନ୍ଦ୍ର- କର୍କଟ ଦିବା ୦୧.୦୧ ଗତେ ସିଂହ। ତିଥି- ୨ୟା ରାତ୍ରି ୦୩.୩୭ ଗତେ ୩ୟା।
ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୫ ତାରିଖ ଗୁରୁବାର ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି- ପୂର୍ଣ୍ଣିମା ରାତ୍ରି ୧୧.୨୩ ଗତେ ପ୍ରତିପଦ ଘାତଚନ୍ଦ୍ର- ନାସ୍ତି ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୮.୧୬ ପର୍ଯ୍ୟନ୍ତ
ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୪ ତାରିଖ ବୁଧବାର ଚନ୍ଦ୍ର- ମିଥୁନ ରାତ୍ରି ୦୧.୪୭ ଗତେ କର୍କଟ। ତିଥି- ୧୪ଶୀ ରାତ୍ରି ୦୯.୫୦ ଗତେ ପୂର୍ଣ୍ଣିମା। ଘାତଚନ୍ଦ୍ର- କନ୍ୟା ରାଶିର ରାତ୍ରି ୦୧.୪୭ ପର୍ଯ୍ୟନ୍ତ।
ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୨୩ ତାରିଖ ମଙ୍ଗଳବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ରାତ୍ରି ୦୮.୩୯ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ପାଦ କୃଷିହାନି –ଭୂମିଦାନ ନିଶାନ୍ତ ୦୬.୨୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ
ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ୍ ଲାଭ ପାଇବେ । ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ । ଅନେକ ସମସ୍ୟାକୁ ସମାଧାନ କରି ସମ୍ମାନ ପାଇବେ ।
ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର- ବୃଷ ଦିବା ୦୪.୨୨ ଗତେ ମିଥୁନ । ତିଥି- ୧୨ଶୀ ରାତ୍ରି ୦୭.୫୨ ଗତେ ୧୩ଶୀ । ଘାତଚନ୍ଦ୍ର- ବିଛା ରାଶିର ଦିବା ୦୪.୨୨ ଗତେ କନ୍ୟା ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ ପଶୁ ସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୭.୫୨ ପର୍ଯ୍ୟନ୍ତ ।
ସୌର ମକର ମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ବୃଷ ଅହୋରାତ୍ର। ତିଥି- ୧୧ଶୀ ସନ୍ଧ୍ୟା ୦୭.୨୭ ଗତେ ୧୨ ଶୀ। ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର। ଘାତବାର- ମେଷ ରାଶିର।
ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୭ ତାରିଖ ବୁଧବାର । ଚନ୍ଦ୍ର- ମୀନ ରାତ୍ରି ୦୩.୩୪ ଗତେ ମେଷ । ତିଥି- ୭ମୀ ରାତ୍ରି ୧୦.୦୭ ଗତେ ୮ମୀ । ଘାତଚନ୍ଦ୍ର- ଧନୁ ରାଶିର ରାତ୍ରି ୦୩.୩୪ ଗତେ ମେଷ ରାଶିର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୦.୦୭ ପର୍ଯ୍ୟନ୍ତ ।
ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୬ ତାରିଖ ମଙ୍ଗଳବାର ଚନ୍ଦ୍ର- ମୀନ ଅହୋରାତ୍ର ତିଥି - ୬ଷ୍ଠୀ ରାତ୍ରି ୧୧.୫୮ ଗତେ ୭ମୀ ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ଘାତବାର- ମକର ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୧.୫୮ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।
ସୌର ମକରମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୫ ତାରିଖ ସୋମବାର ଚନ୍ଦ୍ର- କୁମ୍ଭ ରାତ୍ରି ୧୨.୩୮ ଗତେ ମୀନ ତିଥି- ୫ମୀ ରାତ୍ରି ୦୨.୧୬ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ରାତ୍ରି ୧୨.୩୮ ଗତେ ଧନୁ ରାଶିର ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ଦିବା ୦୮.୦୭ ଗତେ ୧ ପାଦ କୁଟୁମ୍ବହାନି-ତିଳକାଞ୍ଚନ ଦାନ ନିଶାନ୍ତ ୦୬.୧୦ ପର୍ଯ୍ୟନ୍ତ
ସୈାର ଧନୁମାସ ପୌଷ ଶୁକ୍ଳପକ୍ଷ । ଇଂରାଜୀ ୧୨ ତାରିଖ ଶୁକ୍ରବାର ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୨.୨୩ ଗତେ ୨ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।
ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୧ ଗୁରୁବାର । ଚନ୍ଦ୍ର- ଧନୁ ରାତ୍ରି ୧୧.୦୪ ଗତେ ମକର । ତିଥି- ଅମାବାସ୍ୟା ସନ୍ଧ୍ୟା ୦୫.୨୭ ଗତେ ପ୍ରତିପଦ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ରାତ୍ରି ୧୧.୦୪ ଗତେ ସିଂହ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ସନ୍ଧ୍ୟା ୦୫.୩୮ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୧୦ ବୁଧବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି - ୧୪ଶୀ ରାତ୍ରି ୦୮.୧୧ ଗତେ ଅମାବାସ୍ୟା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି
ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୯ ମଙ୍ଗଳବାର । ଚନ୍ଦ୍ର- ବିଛା ରାତ୍ରି ୦୯.୧୦ ଗତେ ଧନୁ । ତିଥି- ୧୩ଶୀ ରାତ୍ରି ୧୦.୨୫ ଗତେ ୧୪ଶୀ । ଘାତଚନ୍ଦ୍ର- ରାତ୍ରି ୦୯.୧୦ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନୀ ଭୂମିଦାନ ।
ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି ।
ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୮ ସୋମବାର ଚନ୍ଦ୍ର- ବିଛା ଅହୋରାତ୍ର ତିଥି- ୧୨ଶୀ ରାତ୍ରି ୧୧.୫୯ ଗତେ ୧୩ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୧୧.୫୯ ପର୍ଯ୍ୟନ୍ତ
ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୭ ରବିବାର ଚନ୍ଦ୍ର- ତୁଳା ଦିବା ୦୪.୦୧ ଗତେ ବିଛା ତିଥି - ୧୧ଶୀ ରାତ୍ରି ୧୨.୪୬ ୧୨ଶୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୬ ଗତେ ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୪୬ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ
ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୧ ତାରିଖ ରବିବାର ଚନ୍ଦ୍ର- ସିଂହ ଅହୋରାତ୍ର ତିଥି- ୪ର୍ଥୀ ଦିବା ୧୧.୫୫ ଗତେ ୫ମୀ ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର
ସୌର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୩୦ ତାରିଖ ଶନିବାର । ଚନ୍ଦ୍ର- କର୍କଟ ନିଶାନ୍ତ ୦୫.୪୨ ଗତେ ସିଂହ । ତିଥି- ୩ୟା ଦିବା ୦୯.୪୪ ଗତେ ୪ର୍ଥୀ । ଘାତଚନ୍ଦ୍ର- ନିଶାନ୍ତ ୦୫.୪୨ ଗତେ କର୍କଟ ଓ ମକର ରାଶିର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନୀ-ଭୂମିଦାନ ।
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୭ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର । ତିଥି- ପ୍ରତିପଦ ଅହୋରାତ୍ର । ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ରାତ୍ରି ୧୧.୨୯ ଗତେ ୧ ପାଦ-କୁଟୁମ୍ବହାନୀ-ତିଳକାଞ୍ଚନ ଦାନ ।
ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର ଚନ୍ଦ୍ର- ବୃଷ ଦିବା ୦୯.୫୭ ଗତେ ମିଥୁନ ତିଥି- ପୂର୍ଣ୍ଣିମା ନିଶାନ୍ତ ୦୬.୦୩ ଗତେ ପ୍ରତିପଦ
ସୌର ଧନୁ ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର । ତିଥି- ୧୪ଶୀ ନିଶାନ୍ତ ୦୫.୪୭ ଗତେ ପୂର୍ଣ୍ଣିମା । ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ସୈାର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୪ ତାରିଖ ରବିବାର ଚନ୍ଦ୍ର- ବୃଷ ଅହୋରାତ୍ର ତିଥି- ୧୨ଶୀ ପ୍ରାତଃ ୦୬.୨୪ ଗତେ ୧୩ଶୀ (କ୍ଷୟ) ନିଶାନ୍ତ ୦୫.୫୫ ଗତେ ୧୪ଶୀ ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର