Numerology: ଅଙ୍କ ଜ୍ୟୋତିଷ ଅନୁଯାୟୀ, ନିର୍ଦ୍ଦିଷ୍ଟ ମାସରେ ଜନ୍ମିତ ଲୋକମାନେ ବହୁତ ସୁନ୍ଦର ଓ ବୁଦ୍ଧିମାନ ହୋଇଥାନ୍ତି । ତା’ହେଲେ ଆସନ୍ତୁ ଜାଣିବା ଜନ୍ମ ମାସ ଅନୁଯାୟୀ ବ୍ୟକ୍ତିର ବ୍ୟକ୍ତିତ୍ୱ ଓ ସ୍ୱଭାବ କିପରି ହୋଇଥାଏ...
କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି ।
ସୌର ସିଂହ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୬ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୧ଶୀ ଦିବା ୦୯.୩୯ ଗତେ ୧୨ଶୀ ।
ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୫ ତାରିଖ ଗୁରୁବାର ଚନ୍ଦ୍ର- ବିଛା ଦିବା ୧୨.୫୧ ଗତେ ଧନୁ ତିଥି- ୧୦ମୀ ଦିବା ୧୦.୨୭ ଗତେ ୧୧ଶୀ ଘାତଚନ୍ଦ୍ର- ଦିବା ୧୨.୫୧ ଗତେ ତୁଳା ଓ କୁମ୍ଭ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ନାସ୍ତି ।
ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର। ଚନ୍ଦ୍ର- ବିଛା ଅହୋରାତ୍ର। ତିଥି- ନବମୀ ଦିବା ୧୦.୨୪ ଗତେ ଦଶମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି।
ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୩ ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ଅହୋରାତ୍ର । ତିଥି- ୮ମୀ ଦିବା ୦୯.୩୧ ଗତେ ୯ମୀ ।
ଘାତଚନ୍ଦ୍ର- ନାସ୍ତି। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୫୫ ପର୍ଯ୍ୟନ୍ତ, ପରେ ଦିବା ୦୮.୩୨ ଗତେ ୧। ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ।
ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୧ ତାରିଖ ରବିବାର। ଚନ୍ଦ୍ର- ତୁଳା ଅହୋରାତ୍ର। ତିଥି- ୬ଷ୍ଠୀ (ମଳ) ପ୍ରାତଃ ୦୫.୪୫ ଗତେ ୭ ମୀ। ଘାତଚନ୍ଦ୍ର- ନାସ୍ତି। ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୫.୪୫ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ।
ସୈାର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର। ଚନ୍ଦ୍ର- କନ୍ୟା ଦିବା ୦୪.୧୮ ଗତେ ତୁଳା। ତିଥି- ୬ଷ୍ଠୀ ଅହୋରାତ୍ର। ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୪.୧୮ ପର୍ଯ୍ୟନ୍ତ। ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ।
ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୯ ତାରିଖ ଶୁକ୍ର ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୫ମୀ ରାତ୍ରି ୦୩.୧୪ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ବୃଷ , ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି।
ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୮ ତାରିଖ ଗୁରୁ ବାର। ଚନ୍ଦ୍ର- କନ୍ୟା ଅହୋରାତ୍ର। ତିଥି- ୪ର୍ଥୀ ରାତ୍ରି ୧୨.୩୭ ଗତେ ୫ମୀ ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଲକାଞ୍ଚନ ଦାନ ରାତ୍ରି ୧୧.୩୪ ପର୍ଯ୍ୟନ୍ତ।
ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର ।
ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୬ ତାରିଖ ମଙ୍ଗଳବାର। ଚନ୍ଦ୍ର- ସିଂହ ଅହୋରାତ୍ର। ତିଥି- ୨ୟା ରାତ୍ରି ୦୭.୫୨ ଗତେ ୩ ୟା । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର। ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୭.୫୨ ଗତେ ୧ ପାଦ କୃଷିହାନି-ଭୂମିଦାନ।
Weekly Horoscope: କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...
ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୪ ତାରିଖ ରବିବାର । ଚନ୍ଦ୍ର- କର୍କଟ ଅହୋରାତ୍ର ।ତିଥି- ଅମାବାସ୍ୟା ଦିବା ୦୪.୪୨। ଗତେ ପ୍ରତିପଦ । ଘାତଚନ୍ଦ୍ର- ନାସ୍ତି । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।
ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୩ ତାରିଖ ଶନିବାର ଚନ୍ଦ୍ର- ମିଥୁନ ପ୍ରାତଃ ୦୫.୪୧ ଗତେ କର୍କଟ ତିଥି- ୧୪ଶୀ ଦିବା ୦୩.୫୦ ଗତେ ଅମାବାସ୍ୟା ଘାତଚନ୍ଦ୍ର- କନ୍ୟା ରାଶିର ପ୍ରାତଃ ୦୫.୪୧ ପର୍ଯ୍ୟନ୍ତ ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ଦିବା ୧୧.୫୯ ଗତେ ୧ ପାଦ-କୃଷିହାନି-ଭୂମିଦାନ
ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୧୩ଶୀ ଦିବା ୦୩.୨୭ ଗତେ ୧୪ଶୀ ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ଦିବା ୧୦.୫୯ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ
ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୦୧ ତାରିଖ ଗୁରୁବାର। ଚନ୍ଦ୍ର- ମିଥୁନ ଅହୋରାତ୍ର। ତିଥି- ୧୨ଶୀ ଦିବା ୦୩.୨୯ ଗତେ ୧୩ଶୀ। ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୨୯ ପର୍ଯ୍ୟନ୍ତ।
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ତାଙ୍କର ସମ୍ମୁଖରେ କିଛି କହି ପାରିବେ ନାହିଁ । ନିଜେ ନିଜକୁ ଭଲ ଭାବରେ ବୁଝିବା ଦରକାର ।
ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୯ ତାରିଖ ସୋମବାର। ଚନ୍ଦ୍ର- ମେଷ ଦିବା ୦୪.୪୫ ଗତେ ବୃଷ । ତିଥି- ୯ମୀ ସନ୍ଧ୍ୟା ୦୫.୫୬ ଗତେ ୧୦ମୀ। ଘାତଚନ୍ଦ୍ର- ମେଷ ରାଶିର, ଦିବା ୦୪.୪୫ ଗତେ ବିଛା ରାଶିର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୧୦.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର ଚନ୍ଦ୍ର- କୁମ୍ଭ ଦିବା ୧୨.୪୫ ଗତେ ମୀନ ତିଥି- ୫ମୀ ରାତ୍ରି ୦୧.୫୮ ଗତେ ୬ଷ୍ଠୀ ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୦.୪୫ ଗତେ ଧନୁ ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୧୬ ପର୍ଯ୍ୟନ୍ତ
ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୧.୧୧ ଗତେ ୨ ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୧.୧୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।
ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୧ ତାରିଖ ରବିବାର। ଚନ୍ଦ୍ର- ଧନୁ ପ୍ରାତଃ ୦୭.୨୭ ଗତେ ମକର। ତିଥି- ପୂର୍ଣ୍ଣିମା ଦିବା ୦୩.୪୭ ଗତେ ପ୍ରତିପଦ। ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର , ପ୍ରାତଃ ୦୭.୨୬ ଗତେ ସିଂହ ରାଶିର। ଘାତବାର- ମେଷ ରାଶିର। ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ।
ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୦ ତାରିଖ ଶନିବାର ଚନ୍ଦ୍ର- ଧନୁ ଅହୋରାତ୍ର ତିଥି- ୧୪ଶୀ ସନ୍ଧ୍ୟା ୦୫.୫୯ ଗତେ ପୂର୍ଣ୍ଣିମା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୪୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ
ସୌର କର୍କଟ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୯ ତାରିଖ ଶୁକ୍ରବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୩ଶୀ ରାତ୍ରି ୦୭.୪୧ ଗତେ ୧୪ଶୀ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।