• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Hospital Problem

hospital
ଛଅ ଛଅ ଜଣ ଡାକ୍ତର ହେଲେ ଆସୁନାହାଁନ୍ତି, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ହନ୍ତସନ୍ତ

ଛଅ ଛଅ ଜଣ ଡାକ୍ତର ହେଲେ ଆସୁନାହଁନ୍ତି ଡାକ୍ତରଖାନା । କଳଙ୍କି ଲାଗିଲାଣି ଅତ୍ୟାଧୁନିକ ଯନ୍ତ୍ରାଂଶ । ସାଧାରଣ ଲୋକଙ୍କୁ ଉନ୍ନତମାନର ଚିକିତ୍ସା ପାଇଁ ସରକାର 5Tରେ ଡିଣ୍ଡିମ ପିଟୁଥିବା ବେଳେ ଭଦ୍ରକ ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ମନମାନି ପାଇଁ ରୋଗୀ ହନ୍ତସନ୍ତ ଅଭିଯୋଗ । ସେପଟେ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ ଏକ କୋଭିଡ ହସ୍ପିଟାଲ ପାଲଟିଛି ଭୂତକୋଠି ।