ବେଙ୍ଗାଲୁରୁ .. ଭାରତର ଆଇଟି ହବ୍ । ଅର୍ଥାତ୍ ଏଠି ବିଜ୍ଞାନ କଥା କୁହେ .. ଦୁନିଆର ଆଇଟି ସେକ୍ଟରର ସବୁ ବଡ଼ ବଡ଼ କମ୍ପାନୀ ଏଠାରେ ଆଡ୍ଡା ଜମାଇଛନ୍ତି । ଟେକ୍ନୋଲୋଜି ଏଠି ମୁଣ୍ତ ନୁଆଁଏ ।
କେନ୍ଦୁଝରର ବଡ଼ବିଲ ଅଞ୍ଚଳରେ ଥିବା କିଛି ଡାକ୍ତରଖାନା ଉପରେ ଆମର ନଜର ପଡ଼ିଥିଲା । ଯେଉଁଠି କେବଳ କାଗଜପତ୍ରରେ ଚାଲିଛି ସ୍ୱାସ୍ଥ୍ୟସେବା ।