ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ତାତି ସହ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ୬୦ ପ୍ରତିଶତ ଉପରେ ରହୁଛି ଆଦ୍ରତା।
ଗତକାଲିର ଲଗାଣ ବର୍ଷା ପରେ ପୁଣି ଉପରମୁହାଁ ପାରଦ। ଆଜିଠୁ ବଢ଼ିଲା ତାତି। ଆଜିଠୁ ୨୪ ତାରିଖ ଭିତରେ ରାଜ୍ୟରେ ଦିନ ତାପମାତ୍ରା ୮ରୁ ୧୦ ଡିଗ୍ରୀ ଯାଏଁ ବଢ଼ିବ। ଏହି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ମାଲକାନଗିରିରେ ତାପମାତ୍ରା ୩୮.୮, ଝାରସୁଗୁଡ଼ାରେ ୩୮.୭ । ରାଜ୍ୟର ପ୍ରାୟ ୩୯ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ।
ଝାରସୁଗୁଡ଼ାରେ ୪୨.୬ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ବୌଦ୍ଧ ଓ ସୁନ୍ଦରଗଡ଼ରେ ୪୨.୫ ଡିଗ୍ରୀ ।
ମାର୍ଚ୍ଚ ୩୦ ତାରିଖରୁ ଏପ୍ରିଲ ଦୁଇ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏଥିପାଇଁ ୮ଟି ଜିଲ୍ଲାକୁ IMD ୟେଲୋ ୱାର୍ଣ୍ଣିଂ ଜାରି କରିଛି ।