ଆଉ ମାସେ ବଢ଼ିଲା ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍ ମହଲତ। ଆଜି ସରୁଥିବା ଡେଡ୍ଲାଇନ୍କୁ ଅକ୍ଟୋବର ୩୧ ଯାଏ ବୃଦ୍ଧି କରାଯାଇଛି।
ଏବେ ପ୍ରଶ୍ନ, HSRP ସମସ୍ୟାର ସମାଧାନ କଣ ? ଲୋକଙ୍କ ସ୍ବାର୍ଥ ଦୃଷ୍ଟିରୁ ପରିବହନ ବିଭାଗ HSRP ଡେଡଲାଇନ ବଢ଼ାଇବ କି ?
ବଡ଼ ଗଡ଼ବଡ଼ ନମ୍ବର ପ୍ଲେଟ୍ ଅଙ୍କ । ବିଗିଡ଼ିଯାଇଛି ଗଣିତ । ଆବେଦନର ସପ୍ତାହକ ମଧ୍ୟରେ ମିଳୁନି ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ନମ୍ବର ପ୍ଲେଟ୍ । ସେପଟେ ସମୟ ଯେତେ ଗଡ଼ୁଛି, ଗାଡ଼ି ମାଲିକଙ୍କ ଚିନ୍ତା ସେତେ ବଢ଼ୁଛି ।