• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Hundreds Of Trees Felled

Hundreds of trees felled
ଏମ୍‌ଏଲ୍‌ଏ ବାବୁଙ୍କ ଉଆସ ପାଇଁ ପଡ଼ିଆ ପାଲଟିଲା ଅଧା ଭୁବନେଶ୍ୱର

ଗର୍ଜନର ଆଢୁଆଳରେ କଟାସରିଲାଣି ବର, ଅଶ୍ୱତ୍ଥ, ବଉଳ, ଆମ୍ବ, ନିମ୍ବ, ପଣସ, ବେଲ, କରଞ୍ଜ, କଦମ୍ବ, ଦେବଦାରୁ, ଅଶୋକ, ରାଧାଚୁଡ଼ା ଆଦିକୁ ମିଶାଇ ପ୍ରାୟ ୪ଶହ ଗଛ । ଆଗକୁ ଆହୁରି ଟଳିବ ୪ ରୁ ୫ଶହ ଗଛ ।

Hundreds of trees felled
ବିଧାୟକଙ୍କ କ୍ୱାଟର୍ସ ନିର୍ମାଣ ପାଇଁ କଣ ନିହାତି ଜରୁରୀ ଗଛ ବଳି ?

ବର୍ଷ ପରେ ବର୍ଷ ରାଜଧାନୀବାସୀ ଯେଉଁ ଅସହ୍ୟ ଗ୍ରୀଷ୍ମପ୍ରବାହର ସାମ୍ନା କରୁଛନ୍ତି, ତା ପଛରେ ଉଭେଇ ଯାଉଥିବା ସବୁଜବଳୟ ବି ବହୁ ମାତ୍ରାରେ ଦାୟୀ । ଏଭଳି ସ୍ଥିତିରେ ଦଶଗୁଣ ବୃକ୍ଷରୋପଣ କରିବି କହି, ଦଶନ୍ଧି ଦଶନ୍ଧି ପୁରୁଣା ବୃକ୍ଷକୁ ନିଶ୍ଚିହ୍ନ କରିଦେବା କେତେ ଯୁକ୍ତିଯୁକ୍ତ?