ଲିଭର ସିରୋସିସରେ ଆକ୍ରାନ୍ତ ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କୁ ଦିଲ୍ଲୀର ଇନଷ୍ଟିଚ୍ୟୁଟ୍ ଅଫ୍ ଲିଭର ଆଣ୍ଡ ବିଲିଆରି ସାଇନସେସ୍ - ILBSରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଯକୃତ ପ୍ରତିରୋପଣ ହେବାର ଥିଲା । ହେଲେ ପରିବାରରୁ ଡୋନରଙ୍କ ବ୍ଲଡ୍ ଗ୍ରୁପ୍ ମ୍ୟାଚ୍ ହୋଇପାରିଲାନି ।

ସେବା ପାଇଁ ସମର୍ପିତ ହସ୍ପିଟାଲ । ଟଙ୍କାଟିଏ ଦେଲେ ଚିକିତ୍ସା କରୁଛନ୍ତି ଡାକ୍ତର ।