IAS ବା IPS ପାଇବା ପାଇଁ ଅତି କମରେ ୪-୫ ବର୍ଷ ପ୍ରସ୍ତୁତ ହେବାକୁ ପଡେ ବୋଲି ଅନେକ କୁହନ୍ତି। କିନ୍ତୁ ଅନେକ ଅଛନ୍ତି ଯେଉଁମାନେ ଏହି କଥାକୁ ମିଥ୍ୟା ପ୍ରମାଣିତ କରିଛନ୍ତି। ସେମାନଙ୍କ ମଧ୍ୟରୁ ଅକ୍ଷିତା ଗୁପ୍ତା ଜଣେ। ସେ ୧୪ ଘଣ୍ଟା ଅଫିସ୍ରେ କାମ କରି ବି ଥରକରେ ପାଇଗଲେ IAS।
ଯୁକ୍ତ ୩ରେ ପାଠ ପଢୁଛନ୍ତି, ପୁଣି ଚା’ ଦୋକାନ କରିଛନ୍ତି। ବାପା ଦିନ ମଜୁରିଆ, ମାଆ ରୋଗୀ...ନିଜସ୍ୱ ରୋଜଗାରରେ ଆଇଏଏସ୍ ହେବାକୁ ଦେଖୁଛନ୍ତି ସ୍ୱପ୍ନ। ଶୁଭଲକ୍ଷ୍ମୀଙ୍କ ଟି-ଷ୍ଟଲରେ ଲାଗୁଛି ପ୍ରବଳ ଭିଡ
ପରିଶ୍ରମ କରୁଥିବା ବ୍ୟକ୍ତି କୌଣସି ପରିସ୍ଥିତିରେ ବି ହାର୍ ମାନେନା ବୋଲି ପ୍ରମାଣିତ କରିଛନ୍ତି IAS ଅଞ୍ଜୁ ଶର୍ମା। ଦଶମ ଦ୍ୱାଦଶରେ ଫେଲ୍ ହୋଇବି ହାରିଯାଇ ନଥିଲେ ସେ। ପରିଶ୍ରମକୁ କରିଥିଲେ ଦୁଇଗୁଣ। ମାତ୍ର ୨୨ ବର୍ଷରେ ହୋଇଗଲେ IAS ଅଫିସର୍।
ଜୀବନରେ ସଫଳତା କିଏ ବା ନ ଚାହେଁ ? ସଫଳତାର ବାଟ ଅନେକ। ଏଥିପାଇଁ କିଏ ନିଜ ପ୍ରତିଭା ବନିଯୋଗ କରେ ତ କିଏ ପରିଶ୍ରମ। ଆଉ କିଏ କୌଶଳ। ଏମିତି ଦୌଡ ଭିତରେ କିଛି ଲୋକ ସଫଳତା ତ ପାଆନ୍ତି, ତଥାପି ଅନେକ ପଛରେ ପଡ଼ିଯାଆନ୍ତି।
କୌଣସି ପରୀକ୍ଷାରେ ଫେଲ୍ ହୋଇଗଲେ ଅନେକ ଭାଙ୍ଗି ପଢନ୍ତି। କେହି କେହି ଆତ୍ମହତ୍ୟା ମଧ୍ୟ କରନ୍ତି। କିନ୍ତୁ ଜଣେ ବ୍ୟକ୍ତି ୧୩ ଫେଲ୍ ହେଲା ପରେ ବି ହାରି ନଥିଲେ ସାହସ। ତାଙ୍କ ପ୍ରୟାସ ତାଙ୍କୁ କରିଦେଲା IAS।
ଭବିଷ୍ୟତ କାଗଜ ଖଣ୍ଡିଏ ଉପରେ ନିର୍ଭର କରେ ନାହିଁ ବୋଲି କହି ଉଦାହରଣ ସୃଷ୍ଟି କରିଛନ୍ତି IAS...
ଯେଉଁମାନେ IAS ପରୀକ୍ଷାରେ ଉତ୍ତୀର୍ଣ୍ଣ ହୁଅନ୍ତି ସେମାନେ କଠିନ୍ ପରିଶ୍ରମ କରନ୍ତି। ଅନେକଙ୍କୁ ବର୍ଷ ବର୍ଷ ପରିଶ୍ରମ କରିବାକୁ ପଡେ। କିନ୍ତୁ ୨୨ ବର୍ଷର ଏହି ଝିଅ ମାତ୍ର ଗୋଟିଏ ବର୍ଷରେ ପାଇଗଲେ IAS। ସିଏ କିଏ ଆସନ୍ତୁ ଜାଣିବା।
ସମସ୍ତେ ସ୍ୱପ୍ନ ଦେଖନ୍ତି। ହେଲେ ଯିଏ ସ୍ୱପ୍ନକୁ ସତ କରି ଦେଖାଏ ସେ ହିଁ ସଫଳ ବ୍ୟକ୍ତିତ୍ୱ। ୪ ଥର ଦେଲେ ୟୁପିଏସସି ପରୀକ୍ଷା। ପ୍ରଥମେ ଫେଲ ମାରିଲେ।
କୁହାଯାଏ ବିଦ୍ୟା ଦଦାତି ବିନୟମ୍, ବିନୟ ଦଦାତି ପାତ୍ରତମ। ସିଭିଲ ସର୍ଭିସ ପରୀକ୍ଷା (ୟୁପିଏସ୍ସି ପରୀକ୍ଷା ଫଳାଫଳ) ରେ ୫୨ତମ ସ୍ଥାମ ପାଇଥିବା ଆଶିଷ କୁମାର ମିଶ୍ର ଏହାକୁ ବାସ୍ତବତାରେ ଦର୍ଶାଇଛନ୍ତି। ସାଧାରଣତଃ ଶିଷ୍ୟମାନେ ସେମାନଙ୍କର ଗୁରୁଙ୍କ ପାଦ ଛୁଇଁ ଆଶୀର୍ବାଦ ଗ୍ରହଣ କରନ୍ତି। କିନ୍ତୁ ଯେତେବେଳେ ବିହାରର ପୁର୍ନିଆ ଜିଲ୍ଲାର ବାସିନ୍ଦା ଆଶିଷ ତାଙ୍କ ସ୍କୁଲ୍ର ଆୟାଙ୍କ ପାଦ ଛୁଇଁଲେ ଏବଂ ତାଙ୍କୁ ପ୍ରଣାମ କଲେ, ସେତେବେଳେ ତାଙ୍କ ଆଖିରୁ ଲୁହ ଝରିଗଲା।