• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ias Reshuffle

Manoj Sahoo
Manoj Sahoo: ମନୋଜ ସାହୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ମିଳିଲା ନୂଆ ନିଯୁକ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ମନୋଜ ୨୦୦୬ ବ୍ୟାଚର ଆଇଏଏସ ଅଧିକାରୀ। ସେ ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଛନ୍ତି । ତାଙ୍କ ଘର ଜଗତସିଂହପୁର ଜିଲ୍ଲାରେ ।

ହଟିଲେ ବିଷ୍ଣୁ
IAS Bishnupada Sethi: ପଦରୁ ହଟିଲେ IAS ବିଷ୍ଣୁପଦ ସେଠୀ, OSD ଭାବେ ବଦଳି କଲେ ରାଜ୍ୟ ସରକାର

ବିଷ୍ଣୁପଦ ସେଠୀଙ୍କ ସ୍ଥାନରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ସଞ୍ଜୀବ ମିଶ୍ରଙ୍କୁ ଦାୟିତ୍ବ ମିଳିଛି । ଏଥିସହ IAS ମନୋଜ ସାହୁଙ୍କୁ ମିଳିଛି ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଦାୟିତ୍ବ ।

IAS Reshuffle
IAS Reshuffle: ଯାମିନୀ ଷଡ଼ଙ୍ଗୀ ସିଟି GST କମିଶନର, ସୁଧାଂଶୁ ମୋହନ ସାମଲ ହେଲେ OMC MD

ବିଜୟ ପୃଷ୍ଟି ହେଲେ ଇଷ୍ଟେଟ ନିର୍ଦ୍ଦେଶକ । ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ହେଲେ ସତ୍ୟବ୍ରତ ରାଉତ ।

Food Supply Secretary
ହଠାତ୍ ବଦଳିଲେ ଖାଦ୍ୟ ଯୋଗାଣ ସଚିବ। ହେଲେ କାହିଁକି?

ହଠାତ୍ ବଦଳିଲେ ଖାଦ୍ୟ ଯୋଗାଣ ସଚିବ। ହେଲେ କାହିଁକି? କନ୍ଧମାଳ ଆମ୍ବ ଟାକୁଆ ମୃତ୍ୟୁ ଏହା ପଛର କାରଣ କି? ବିଜେଡିର ସିଧାସଳଖ ଅଭିଯୋଗ ହେଲା ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ସୁରକ୍ଷା ଦେବାକୁ ସଚିବଙ୍କୁ ବଦଳା ଯାଇଛି। ଜବାବରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କହିଛନ୍ତି ତାଙ୍କ ସମୟରେ ଅଫିସର ରାଜୁତିର ବିରାମ ଲାଗିଛି। ଦକ୍ଷ ଅଧିକାରୀଙ୍କୁ ନେଇ କାମ ହେବ।…

reshuffle IAS officers
Reshuffle IAS Officers: IAS ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର; ବଦଳିଲେ ଯୋଗାଣ ଓ ଶକ୍ତି ବିଭାଗର ସଚିବ

ଶକ୍ତି ବିଭାଗ ସଚିବ ପଦରୁ ହଟିଲେ ହେମନ୍ତ ଶର୍ମା । ପ୍ରମୁଖ ସଚିବ ବିଶାଲ କୁମାର ଦେବଙ୍କୁ ଶକ୍ତି ବିଭାଗର ମିଳିଲା ଅତିରିକ୍ତ ଦାୟିତ୍ବ । 

IAS Reshuffle
୧୮ IAS ଅଫିସରଙ୍କ ଅଦଳବଦଳ କଲେ ସରକାର

ଉଷା ପାଢୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଦାୟିତ୍ୱ ମିଳିଛି।

Major Reshuffle of IAS Officers
ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ; ବଦଳିଲେ ୨୦ ଜିଲ୍ଲାର ଜିଲ୍ଲାପାଳ

ରାଜ୍ୟରେ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ବଦଳିଲେ ୨୦ ଜିଲ୍ଲାର ଜିଲ୍ଲାପାଳ। ଯାଜପୁର ଜିଲ୍ଲାପାଳ ଥିବା ନିଖିଲ ପୱନ କଲ୍ୟାଣଙ୍କୁ ବଦଳି କରାଯାଇ ତାଙ୍କୁ ଓଡ଼ିଶାମୃର୍ତ୍ତିକା ସଂରକ୍ଷଣ ଓ ଜଳଛାୟା ବିକାଶ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି।

IAS Officers
ସରକାରରୁ ହଟିଲେ ଗାଦି ମଡ଼ା ବାବୁ, ନବୀନ ସରକାରର ଗୁଡ୍ ବୁକରେ ଥିବା ଅଫିସରଙ୍କ ବଦଳି

ଗାଦିମଡ଼ା IASଙ୍କ ବଦଳିକୁ ନେଇ ପାୱାର କରିଡର ହଲଚଲ । ପୂର୍ବ ପ୍ରଶାସକଙ୍କ ମତ, ବଦଳି ନୁହେଁ ଦରକାର କାର୍ଯ୍ୟାନୁଷ୍ଠାନ ।

IAS Reshuffle
ସଚିବ ସ୍ତରରେ ଅଦଳବଦଳ; ହଟିଲେ ଇଡକୋର ଚେୟାରମ୍ୟାନ୍ ହେମନ୍ତ ଶର୍ମା

ରାଜ୍ୟର ନୂଆ ସରକାରରେ ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ। ଇଡକୋର ଚେୟାରମ୍ୟାନ୍ ଥିବା ହେମନ୍ତ ଶର୍ମାଙ୍କୁ ଏହି ପଦରୁ ହଟାଯାଇଛି।

IAS reshuffle
IAS ସ୍ତରରେ ଛୋଟ ଅଦଳବଦଳ; ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ...

ବଦଳିଲେ ୩ ଜିଲ୍ଲାର ଜିଲ୍ଲାପାଳ । ଜିଲ୍ଲାପାଳସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର ।  ବଦଳିଲେ ପୁରୀ, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାପାଳ । 

IAS Reshuffle
ବଦଳିଲେ ୩୮ ଆଇଏଏସ୍‌ ଓ ୩ ଓଏଏସ୍‌; ସମର୍ଥ ବର୍ମା ହେଲେ ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ

ରାଜ୍ୟରେ IAS ସ୍ତରରେ ବଡ଼ ଧରଣର ଅଦଳବଦଳ। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଛନ୍ତି।

Lokseba Bhawan
IAS ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର

ଶୁଭା ଶର୍ମା ମହିଳା ଓ ଶିଶୁ ବିକାଶ ବିଭାଗ ସଚିବ ହୋଇଛନ୍ତି।

Bijay Amrut Kulange
BMCର ନୂଆ କମିଶନର ହେଲେ ବିଜୟ ଅମୃତ କୁଲାଙ୍ଗେ

ସୁନ୍ଦରଗଡ଼ ଜିଲ୍ଲାପାଳ ଆଇଏଏସ୍ ନିଖିଳ ପବନ କଲ୍ୟାଣଙ୍କୁ କଟକ ମ୍ୟୁନିସପାଲଟି କମିଶନର ଭାବେ ବଦଳି ହୋଇଛି । ସେ କଟକ ଉନ୍ନୟନ ପ୍ରାଧିକରଣର ଉପାଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

IAS Pradipta Kumar Mohapatra
ଆଇଏଏସ୍‌ ପ୍ରଦୀପ୍ତ ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ

୧୯୮୮ ବ୍ୟାଚ୍ ଆଇଏଏସ୍ ତଥା ସ୍ୱାସ୍ଥ୍ୟ ସଚିବ ଶ୍ରୀ ମହାପାତ୍ର ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧୫ତାରିଖ ପର୍ଯ୍ୟନ୍ତ ବ୍ୟକ୍ତିଗତ କାରଣରୁ ଛୁଟିରେ ଯାଇଥିଲେ । ତାଙ୍କ ପରିବର୍ତ୍ତେ କୃଷି ଉତ୍ପାଦନ କମିଶନର ଶ୍ରୀ ଶର୍ମା ସ୍ୱାସ୍ଥ୍ୟ ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଛନ୍ତି।