୨୦୦୭ ପରେ ୨୦୨୪। ଧୋନିଙ୍କ ପରେ ରୋହିତ। ୧୭ ବର୍ଷ ଲମ୍ବା ପ୍ରତୀକ୍ଷାର ଅନ୍ତ। ଦ୍ବିତୀୟ ଥର ପାଇଁ ଟି-ଟ୍ବେଣ୍ଟି ବିଶ୍ବକପ୍ ନିଜ ନାଁରେ କରିଛି ଟିମ୍ ଇଣ୍ଡିଆ। ଆଉ ମେନ୍ ଇନ୍ ବ୍ଲୁର ବିଜୟ ପରେ ଝୁମି ଉଠିଥିଲା ସାରା ଦେଶ।
ଅଜୟ ଭାରତ... ବିରାଟ ବିଜୟ । ହାର୍ଦ୍ଦିକ ଶୁଭେଚ୍ଛା । ସାରା ଦେଶରେ ସେଲିବ୍ରେସନ । ଟି-୨୦ ବିଶ୍ୱକପ୍ ଚାମ୍ପିଅନ ଭାରତ ।
ଆଫଗାନିସ୍ତାନକୁ ୯ ୱିକେଟରେ ହରାଇ ଟି ଟ୍ବେଣ୍ଟି ବିଶ୍ବକପ ଫାଇନାଲ ଗଲା ଦ. ଆଫ୍ରିକା ଟିମ୍ । ୫୭ ରନ୍ର ସହଜ ଟାର୍ଗେଟକୁ ୮.୫ ଓଭରରେ ହାସଲ କରି ନେଇଛି ।
ବୋଲିଂରେ ଭାରତ ପକ୍ଷରୁ ଅର୍ଶଦୀପ ସିଂ ୩ଟି ଓ କୁଲଦୀପ ଯାଦବ ୨ଟି ଓ୍ଵିକେଟ୍ ନେଇଥିଲେ। ୪୧ ବଲରେ ରୋହିତ ଶର୍ମା ବିସ୍ଫୋରକ ୯୨ ରନ୍ କରି ପ୍ଲେୟାର ଅଫ ଦ ମ୍ୟାଚ୍ ବିବେଚିତ ହୋଇଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା ଅପରାଜିତ ୨୭ ରନ୍ କରିଥିଲେ।
ଆଜି ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ । ଟି-୨୦ ବିଶ୍ବକପ୍ ସୁପର ଏଇଟ୍ ପର୍ଯ୍ୟାୟରେ ଆଜି ଗୁରୁତ୍ବପୂର୍ଣ୍ଣ ମ୍ୟାଚ୍ । ରାତି ୮ଟାରେ ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ ।
ଟି-ଟ୍ବେଣ୍ଟି ବିଶ୍ବକପରେ ଆଜି ଭାରତ-କାନାଡା ମ୍ୟାଚ୍ । ଫ୍ଲୋରିଡାରେ ଭାରତୀୟ ସମୟ ରାତି ୮ଟାରେ ମ୍ୟାଚ ଆରମ୍ଭ । ଲିଗ୍ ପର୍ଯ୍ୟାୟରେ କ୍ଲିନ୍ ସୁଇପ୍ ଭାରତର ଲକ୍ଷ୍ୟ...
ଆମେରିକାକୁ ୭ ୱିକେଟ୍ରେ ହରାଇଲା ଭାରତ । ଚଳିତ ଟ୍ବେଣ୍ଟି-୨୦ ବିଶ୍ବକପ୍ରେ ହ୍ୟାଟ୍ରିକ୍ ବିଜୟ ହାସଲ କରିଛି । ତା’ ସହିତ ସୁପର-୮ରେ ସ୍ଥାନ ସୁରକ୍ଷିତ କରି ନେଇଛି।
ଆଇପିଏଲ ୨୦୨୪ ଚାଲିଥିବା ବେଳେ ଆଇସିସି ଟି-୨୦ ବିଶ୍ୱକପ ପାଇଁ କେତେବେଳେ ବି ଦଳ ଘୋଷଣା କରିପାରେ । ୨୦୨୪ ବିଶ୍ୱକପ୍ ପାଇଁ ନ୍ୟୁଜିଲ୍ୟାଣ୍ଡ କ୍ରିକେଟ୍ ବୋର୍ଡ ପ୍ରଥମେ ନିଜ ଦଳ ଘୋଷଣା କରିଛି ।
ସେମି ଫାଇନାଲରେ ଇଂଲଣ୍ଡ ଠାରୁ ୧୦ ୱିକେଟରେ ହାରି ଭାରତ ବିଶ୍ୱକପରୁ ବିଦା ହୋଇଛି ।
ଭାରତ ବିପକ୍ଷରେ ପରାଜୟ ଓ ଜିମ୍ବାୱେ ବିରୁଦ୍ଧରେ ଆକସ୍ମିକ ଭାବେ ହାରିଯିବା ପରେ ଟି-ଟେଣ୍ଟି ବିଶ୍ୱକପ୍ ଆରମ୍ଭରୁ ହିଁ ମଉଳି ଯାଇଥିଲା ପାକିସ୍ତାନର ସେମି ଫାଇନାଲ ଖେଳିବା ଆଶା।
ଆଇସିସି ଟି-ଟ୍ବେଣ୍ଟି ବିଶ୍ୱକପ୍ ପ୍ରତିଯୋଗିତାରେ ହ୍ୟାଟ୍ରିକ୍ ବିଜୟ ସହ ସେମିଫାଇନାଲର ନିକଟତର ହୋଇଛି ପାକିସ୍ତାନ । ଗତକାଲି ଦୁବାଇରେ ଖେଳାଯାଇଥିବା ସୁପର ୧୨ ଗ୍ରୁପ ୨ର ଏକ ମ୍ୟାଚରେ ବିପକ୍ଷୀ ଟିମ୍ ଆଫଗାନିସ୍ତାନକୁ ୫ ଓ୍ୱିକେଟରେ ହରାଇ ଲଗାତାର ତୃତୀୟ ବିଜୟ ହାସଲ କରିବାରେ ସମର୍ଥ ହୋଇଛି ପାକିସ୍ତାନୀ ଟିମ୍ ।
ଆଜିଠୁ ଆରମ୍ଭ ହେଉଛି ଫଟାଫଟ୍ କ୍ରିକେଟ ମହାକୁମ୍ଭ। କୋଭିଡ ଯୋଗୁଁ ଭାରତରୁ ସ୍ଥାନାନ୍ତରିତ ହୋଇ UAE ଏବଂ ଓମାନରେ ଖେଳା ଯିବାକୁ ଥିବା ଟି ୨୦ ବିଶ୍ୱକପ୍ ଟାଇଟଲ୍ ଦୌଡ଼ରେ କିଏ ରହିବ ? କିଏ ପିନ୍ଧିବ ବିଶ୍ୱକପ୍ର ତାଜ୍ ? ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।