• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Idol Of Lord Jagannath

Idol of Lord Jagannath
'ରାତିରେ ସ୍ୱପ୍ନାଦେଶ ହେଲା, ସକାଳେ କାଳିଆକୁ ଗଢ଼ିଲି'

ସେ ଏକ ଲୁଗା ଦୋକାନର ସେଲ୍ସମ୍ଯାନ୍। କଳା କାରିଗରି ସହ ତାଙ୍କର କୌଣସି ସଂପର୍କ ନଥିଲା। ଦିନେ ରାତିରେ ସ୍ୱପ୍ନ ଦେଖିଲେ, ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗଢୁଛନ୍ତି। ରାତି ପାହିଲା, ହଠାତ୍ ତାଙ୍କ ମନରେ ସାହସ ଆସିଲା, କିଛି ନଜାଣି ମଧ୍ୟ ସେ ସେବେଠୁ ଗଢ଼ିବା ଆରମ୍ଭ କଲେ କାଳିଆର ମୂର୍ତ୍ତି। ସେଦିନର ସେ ଅନୁଭୂତି ଥିଲା ଦେହ ଥରାଇ ଦେଲାପରି। ଆସନ୍ତୁ ଭେଟିବା ସେଲ୍ସମ୍ୟାନ୍‌ରୁ ମହାପ୍ରଭୁଙ୍କ କାରିଗର ପାଲଟି ଯାଇଥିବା ଏହି ବ୍ୟକ୍ତିଙ୍କୁ।