ଇଚ୍ଛାଶକ୍ତି ଓ ମନୋବଳ ଆଗରେ ବୟସ ସାଜେନି ବାଧକ । ୮୪ ବର୍ଷ ବୟସରେ MBA ଡିଗ୍ରୀ ହାସଲ କରିଛନ୍ତି ଜଣେ ବ୍ୟକ୍ତି, ତାହା ପୁଣି ଖ୍ୟାତି ସମ୍ପନ୍ନ ଶିକ୍ଷାନୁଷ୍ଠାନ IIM ସମ୍ୱଲପୁରରୁ । ଏହା ପୂର୍ବରୁ ବି ନ୍ୟୁକ୍ଲିୟର ସାଇଣ୍ଟିଷ୍ଟ ଭାବରେ କାର୍ଯ୍ୟ କରିଛନ୍ତି । କିଏ ସେହି ପ୍ରେରଣାଦାୟକ ବ୍ୟକ୍ତି, ଜାଣନ୍ତୁ…
ଓଡ଼ିଶାର ବିକାଶ ଯାତ୍ରା ପାଇଁ ଆଜି ଏକ ମହତ୍ତ୍ୱପୂର୍ଣ୍ଣ ଦିନ । ୭୦ ହଜାର କୋଟିର ପ୍ରକଳ୍ପ ପାଇଁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା । ଶିକ୍ଷା କ୍ଷେତ୍ରରେ ଓଡ଼ିଶାକୁ ମହତ୍ତ୍ବପୂର୍ଣ୍ଣ ସ୍ଥାନକୁ ନେବାକୁ ପ୍ରୟାସ ଚଳାଇଛୁ ।
ସମ୍ବଲପୁର ରେଳ ଷ୍ଟେସନର ନବୀକରଣ, ସମ୍ବଲପୁର-ତାଳଚେର ୧୬୮ କିଲୋମିଟର ରେଳପଥ ଏବଂ ଝାରସୁଗୁଡା-ବରପାଲି-ସରଡେଗା ରେଳ ଲାଇନ ଦୋହରୀକରଣ ଆଦିର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ।