ଲୁଚି ଛପି କିଛି ବ୍ୟକ୍ତି ଏହି କ୍ବାର୍ଟର୍ସ ଭିତରେ ହୋଇଥିବା ନିର୍ମାଣକୁ ଭାଙ୍ଗିବାରେ ଲାଗିଛନ୍ତି। ତେବେ କାହିଁକି ଓ କିଏ ଏହାକୁ ଭାଙ୍ଗୁଛି ସେଥିପାଇଁ କୌଣସି ସ୍ପଷ୍ଟ ସୂଚନା ମିଳିପାରିନି।