୨୦ରେ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ସମ୍ଭାବନା ଥିବାବେଳେ କ୍ରମଶଃ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହା ଆକଳନ କରାଯାଇଛି।
୧୭ରେ ଆଉ ଏକ ଘୂର୍ଣ୍ଣିବଳୟ, ୧୮ ବେଳକୁ ସ୍ପଷ୍ଟ ହେବ ଚିତ୍ର
ଆଗାମୀ ୭ ଦିନ ମଧ୍ୟରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ନାହିଁ। ଓଡ଼ିଶା ପାଇଁ କିଛି ବିପଦ ସମ୍ଭାବନା ନାହିଁ’ ବୋଲି IMD ଡିଜି କହିଛନ୍ତି।