ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ କେମିତି ରହିବ ପାଣିପାଗ..ଜାଣନ୍ତୁ...
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା। ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଓ୍ବାର୍ଣ୍ଣିଂ।