ଅବିଶ୍ୱାସ ପ୍ରସ୍ତାବ ଉପରେ ଭୋଟିଂ ହୋଇଥିଲେ ଇମ୍ରାନ୍ ଗାଦିଚ୍ୟୁତ ହେବା ଏକପ୍ରକାର ନିଶ୍ଚିତ ଥିଲା।
ସବୁବେଳେ ଟଳମଳ ହେଉଥାଏ ପାକିସ୍ତାନର ପିଏମ୍ ଆସନ ଆଜିଯାଏଁ ୫ ବର୍ଷ କାର୍ଯ୍ୟକାଳ ପୂରଣ କରିପାରିନାହାନ୍ତି ଜଣେ ବି ପ୍ରଧାନମନ୍ତ୍ରୀ
ଇସ୍ତଫା ଦେବିନି, ଶେଷ ଯାଏ ଲଢିବି। ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ ପୂର୍ବରୁ ପାକିସ୍ତାନବାସୀଙ୍କୁ ସମ୍ବୋଧନ କରି ଏଭଳି କିଛି କହିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ।
ପାକିସ୍ତାନ ପ୍ରଧାନମନ୍ତ୍ରୀ ପଦରୁ ଇମ୍ରାନ ଖାନଙ୍କ ହଟିବା ପ୍ରାୟ ନିଶ୍ଚିତ। ପାକିସ୍ତାନ ସଂସଦରେ ଇମ୍ରାନଙ୍କ ସରକାର ସଂଖ୍ୟା ଗରିଷ୍ଠତା ହରାଇଛନ୍ତି। ତେଣୁ ଯେକୌଣସି ମୁହୂର୍ତ୍ତରେ ସେ ଇସ୍ତଫା ଦେଇପାରନ୍ତି ବୋଲି ସୂଚନା ମିଳିଛି।
ସରି ଆସୁଛି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ କାର୍ଯ୍ୟକାଳ। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ତାଙ୍କ ଚୌକି ବଞ୍ଚାଇବାକୁ ଜୋରଦାର ପ୍ରୟାସ କରୁଥିବା ବେଳେ ସହଯୋଗୀ ପାର୍ଟି ତାଙ୍କ ହାତ ଛାଡ଼ି ଦେଇଛନ୍ତି।
୩ ବିରୋଧୀ ନେତା JUI-Fର ଫଜଲ୍-ଉର୍-ରେହମାନ, PML-Nର ଶାହବାଜ ଶରିଫ୍ ଓ PPPର ଆସିଫ୍ ଅଲି ଜର୍ଦ୍ଦାରୀଙ୍କୁ ସେ ୩ଟି ମୂଷା ବୋଲି ଇଙ୍ଗିତ କରିଥିବା କୁହାଯାଉଛି ।
ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ବିରୋଧରେ ଆଗତ ହୋଇଛି ଅନାସ୍ଥା ପ୍ରସ୍ତାବ । ନ୍ୟାସନାଲ୍ ଆସେମ୍ଲିରେ ଅନାସ୍ଥା ପ୍ରସ୍ତାବ ଆଣିଲେ ବିରୋଧୀ ଦଳ ନେତା ଶେହବାଜ ଶରିଫ୍
ଆଜି ଇମ୍ରାନ ଖାନ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରାଯିବ । ସନ୍ଧ୍ୟା ପ୍ରାୟ ୪ଟାରେ ଉପସ୍ଥାପିତ ହେବ ଅନାସ୍ଥା ପ୍ରସ୍ତାବ ।
ଆସନ୍ତାକାଲି ନ୍ୟାସନାଲ ଆସେମ୍ଲିରେ ଅନାସ୍ଥା ପ୍ରସ୍ତାବ ଆସିବା ପୂର୍ବରୁ ଇସ୍ଲାମାବାଦରେ ପାଓ୍ୱାର ସୋ କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ । ଲକ୍ଷ ଲକ୍ଷ ସମର୍ଥକଙ୍କୁ ନେଇ ପରେଡ୍ ଗ୍ରାଉଣ୍ଡରେ ହୋଇଛି ବିଶାଳ ସମାବେଶ । ତେଣେ କ୍ଷମତା ଦଖଲ ଲକ୍ଷ୍ୟରେ ବିରୋଧୀ ଦଳ ମାନେ ବି ରାଜଧାନୀ ମୁହାଁ ରାଲି କରିଛନ୍ତି ।
ଟଳମଳ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ଆସନ । ତାଙ୍କ ସରକାରକୁ କ୍ଷମତାଚ୍ୟୁତ କରିବାକୁ ଅଣ୍ଟା ଭିଡ଼ିଛନ୍ତି ତାଙ୍କରି ଦଳ PTIର ସାଂସଦ ।
ଗତ ସପ୍ତାହରେ ପଶ୍ଚିମ ଦେଶର ପ୍ରାୟ ୨୨ ରାଷ୍ଟ୍ରଦୂତ ମିଳିତ ଭାବେ ଇମ୍ରାନ ଖାନଙ୍କୁ ଏକ ଚିଠି ଲେଖିଥିଲେ । ଏଥିସହ ରୁଷ ପକ୍ଷରୁ ୟୁକ୍ରେନରେ ଚାଲିଥିବା ହମଲାର ନିନ୍ଦା କରିବାକୁ ପ୍ରସ୍ତାବ ରଖି ଥିଲେ । ଆଉ ଏହି ପ୍ରସ୍ତାବ ପରେ ଚିହିଁଙ୍କି ଉଠିଛନ୍ତି ଇମ୍ରାନ
ପାକିସ୍ତାନ ମନ୍ତ୍ରିମଣ୍ଡଳ ଦ୍ୱାରା ପାରିତ ଅଧ୍ୟାଦେଶକୁ ରାଷ୍ଟ୍ରପତି ଆରିଫ୍ ଅଲ୍ବୀ ମୋହର ଲଗାଇବାର ପ୍ରାୟ ୧ ବର୍ଷ ପରେ ଏହି ବିଲ୍ ପାରିତ ହୋଇଛି।
ଲାଜ ସରମ ହରାଇ ବସିଲାଣି ପାକିସ୍ତାନ। ଦେଶ ଚଳାଇ ପାରୁନାହାନ୍ତି ପାକ୍ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍। ଦିନକୁ ଦିନ କାଙ୍ଗାଳ ଅବସ୍ଥାକୁ ଯାଉଛି ପାକିସ୍ତାନ। ନା ଖାଇବାକୁ ଅଛି ନା ପାଖରେ ଟଙ୍କା ଅଛି? ଏମିତି ଅବସ୍ଥାରେ କେମିତି ଦେଶ ଚଳାଇବେ ସେ ଚିନ୍ତାରେ ଇମ୍ରାନ। କଥାରେ ଅଛି ଅଭାବ ନଷ୍ଟ କରେ ସ୍ୱଭାବ। ଠିକ୍ ସେହି ସ୍ଥିତି ପାକିସ୍ତାନର
ଅଡ଼ୁଆରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ । କାରଣ ପାକିସ୍ତାନର ଆଭ୍ୟନ୍ତରୀଣ ବ୍ୟପାର ଗତ କିଛି ଦିନ ହେବ ଠିକ୍ ନଥିବା ଦେଖାଯାଉଛି ।
ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିଜ ବ୍ୟକ୍ତିଗତ ଜୀବନ ନେଇ ବେଶ ଚର୍ଚ୍ଚାରେ ରହିଥାନ୍ତି । କ୍ରିକେଟ ଖେଳୁଥିବା ବେଳୁ ହିଁ ତାଙ୍କର ‘ପ୍ଲେ ବଏ’ ପ୍ରତିଛବି ରହି ଆସିଛି । ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ରେଖାଙ୍କ ସହ ଇମ୍ରାନ ଖାନଙ୍କ ସମ୍ପର୍କ ଥିବା ନେଇ ବେଶ ଚର୍ଚ୍ଚା ଚାଲିଥିଲା ।
ପାକିସ୍ତାନକୁ ବାରମ୍ବାର ରେଡ୍ ସିଗନାଲ୍ ଦେଖାଉଛି ଆମେରିକା। ଇମ୍ରାନ୍ ଖାନ୍ଙ୍କ ସତ ଚେଷ୍ଟା ପରେ ମଧ୍ୟ ବାଇଡେନ୍ ତାଙ୍କୁ ଅଣଦେଖା କରୁଥିବାର ପାକିସ୍ତାନ୍ ପକ୍ଷରୁ ଶୁଣିବାକୁ ମିଳିଛି। ପାକିସ୍ତାନ୍ର ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଦୀର୍ଘ ଦିନ ଧରି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ସହ କଥାବାର୍ତ୍ତା ହେବା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। କିନ୍ତୁ ଆମେରିକା ପକ୍ଷରୁ ଏହାକୁ ଅଣଦେଖା କରାଯାଉଛି।
ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ପୁଣି ଥରେ ଅନ୍ତର୍ଜାତୀୟ ସ୍ତରରେ ଅପମାନିତ ହେବାକୁ ପଡ଼ିଛି। ଯାହାକୁ ନେଇ ଏବେ ଜୋରସୋରରେ ଚର୍ଚ୍ଚା ଚାଲିଛି। ଜାତୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁସାରେ, ନିକଟରେ ମୋଦି ବାଇଡ଼େନଙ୍କୁ ଭେଟିଥିଲେ
'ହକ୍କାନୀ ନେଟୱର୍କକୁ ଆମେରିକା କେବେ ବୁଝିନି ବୋଲି ସିଏନଏନକୁ ଦେଇଥିବା ଏକ ସାକ୍ଷାତକାରରେ ଇମ୍ରାନ ଖାନ କହିଛନ୍ତି । ହକ୍କାନି ନେଟୱର୍କର ଭାବମୂର୍ତ୍ତିକୁ ସ୍ୱଚ୍ଛ କରିବା ପାଇଁ ସେ କହିଛନ୍ତି, 'ହକ୍କାନୀ ପାକିସ୍ତାନର ପ୍ରଶୁନ୍ ଜନଜାତି । ଏହି ଲୋକମାନେ ମୁଜାହିଦ୍ଦିନ ଥିଲେ, ଯେଉଁମାନେ ସୋଭିଏତ୍ ବିରୁଦ୍ଧରେ ଯୁଦ୍ଧ ଲଢିଥିଲେ ।