• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Inadequate Rain

Crop Loss
‘ତଳି ପୋଡ଼ିଗଲାଣି..ଆମ ଅବସ୍ଥା ଖରାପ.. ବିଷ ଖାଇ ମରିଯିବୁ’

ଏଇ ସମୟରେ କ୍ଷେତ କାଦୁଆ ରହିବା କଥା.. ହେଲେ ଦେଖନ୍ତୁ କେମିତି ଜମି ଫାଟି ଆଁ କରିଛି.. ସେପଟେ ବର୍ଷାକୁ ଚାତକ ପରି ଚାହିଁ ଚାହିଁ ଶେଷରେ ମୁଣ୍ଡରେ ହାତ ଦେଇ ବସିଲାଣି ଚାଷୀ..ଆଷାଢ ସରିଗଲା ଶ୍ରାବଣ ଚାଲିଛି..ହେଲେ ମୌସୁମୀ ଲୁଚକାଳି ଖେଳୁଛି..ଏ ବର୍ଷ କେମିତି ହେବ ଚାଷ ! କଣ କରିବ ଅନ୍ନଦାତା !

Farming
ଧୋକା ଦେଲା ବର୍ଷା, କେନାଲ ଦେଲାନି ପାଣି; ହିଡ଼ ମୁଣ୍ତରେ ବସି କାନ୍ଦୁଛି ଚାଷୀ

ବର୍ଷା ଦେଲା ଧୋକା। ଠିକ୍‌ ସମୟରେ ବର୍ଷା ହେଲାନି କି କେନାଲରେ ପାଣି ଆସିଲାନି। ଜମି ଫାଟି ଆଁ କଲାଣି। କେମିତି ଚାଷ କରିବ, କେମିତି ଋଣ ସୁଝିବ ସେଇ ଚିନ୍ତାରେ ଚାଷୀ।