ଅକ୍ଷର ପଟେଲ ଏବଂ କୁଲଦୀପ ଯାଦବଙ୍କ ଉତ୍କୃଷ୍ଟ ବୋଲିଂ ଆଧାରରେ ଭାରତ ପ୍ରଥମ ଟେଷ୍ଟରେ ବାଂଲାଦେଶକୁ ୧୮୮ ରନ୍ରେ ପରାସ୍ତ କରି ଦୁଇ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୧-୦ରେ ଆଗୁଆ ରହିଛି। ପ୍ରଥମ ଇନିଂସ୍ରେ ୧୫୦ ରନ୍ କରିଥିବା ଆୟୋଜକ ଟିମ୍ ଦ୍ୱିତୀୟ ଇନିଂସ୍ରେ ୩୨୪ ରନ୍ ସଂଗ୍ରହ କରିଥିଲା।