ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ବିତୀୟ ଦିନିକିଆ ମ୍ୟାଚ ଅଧାରେ ଫ୍ଲଡ ଲାଇଟ ବନ୍ଦ ହେବା ଘଟଣାରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)କୁ ନୋଟିସ ଜାରି କରିଛି ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ।
ଟିକେଟ ପାଇଁ ଦଳଚକଟା ଭଳି ପରିସ୍ଥିତି ଉପୁଜିଥିବା ବେଳେ, ମହିଳାଙ୍କ ଲାଇନରେ ବସ୍ତି ଲୋକ ଠିଆ ହୋଇ ଟିକେଟ ନେବା ଅନେକ ପ୍ରଶ୍ନ ଠିଆ କରିଛି ଯେ ଟିକେଟ ସ୍କାମ ହୋଇନି ତ ?
ଫେବୃଆରୀ ୫ ତାରିଖ ଦିନ ଅଫଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହେବ । କ୍ରିକେଟ ପ୍ରେମୀ କିଭଳି ସୁବିଧାରେ ଟିକେଟ ପାଇବେ ସେଥିପାଇଁ ଷ୍ଟାଡିୟମରେ ଥିବା କାଉଣ୍ଟରରେ ୩ଟି କ୍ୟୁ’ର ବ୍ୟବସ୍ଥା କରାଯାଇଛି ।
ଭାରତ-ଇଂଲଣ୍ଡ ବାରବାଟୀ ଦିନିକିଆ ପାଇଁ ଅନଲାଇନ ଟିକେଟ୍ ବିକ୍ରି। ୱେଟିଂ ନମ୍ବରକୁ ନେଇ ବହୁ କ୍ରିକେଟପ୍ରେମୀ ନିରାଶ। ୪ ହଜାର ଟିକେଟ କିଣିବାକୁ ୱେଟିଂ ତାଲିକାରେ ୪୦ ହଜାର ଉପରେ ପ୍ରଶଂସକ।
ଦୀର୍ଘ ୬ ବର୍ଷ ବ୍ୟବଧାନରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦିନିକିଆ ମ୍ୟାଚ୍ । ଏଥି ପାଇଁ ସଜେଇ ହେଲାଣି ବାରବାଟୀ । ପିଚଠୁ ଆଉଟ୍ ଫିଲ୍ଡ, ଗ୍ୟାଲେରୀରୁ ସିଟିଂ ବ୍ୟବସ୍ଥା ସବୁ କିଛି ହେଲାଣି ଚକାଚକ୍ ।
ଆଜି ଦ୍ୱିତୀୟ ମ୍ୟାଚ୍ରେ ଉଭୟ ଦଳ ଚେନ୍ନାଇର ଏମ୍ଏ ଚିଦାମ୍ବରମ ଷ୍ଟାଡିୟମରେ ମୁହାଁମୁହିଁ ହେବେ । ସନ୍ଧ୍ୟା ୭ ଟାରେ ଆରମ୍ଭ ଏହି ହାଇଭୋଲଟେଜ୍ ମ୍ୟାଚ୍ ଆରମ୍ଭ ହେବ ।
ବାରବାଟୀରେ ମ୍ୟାଚ୍ ପାଇଁ ଫେବୃଆରୀ ୨ ତାରିଖରେ ଜମାଟୋ ଓ ପେଟିଏମରେ ଉପଲବ୍ଧ ହେବ ୪୦୦୦ ଅନଲାଇନ ଟିକେଟ । ସେହିପରି ୫ ଓ ୬ ତାରିଖରେ ୧୯ରୁ ୨୦ ହଜାର ଅଫଲାଇନ ଟିକେଟ ଉପଲବ୍ଧ ହେବ ବୋଲି ସୂଚନା ଦେଇଛନ୍ତି କ୍ରୀଡା ମନ୍ତ୍ରୀ ।
ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ୱାନ୍ଡେ ମ୍ୟାଚ୍। ଫେବ୍ରୁଆରୀ ୯ ତାରିଖ ରବିବାର ଦିନ ଖେଳାଯିବ ୱାନ୍ ଡେ।
ଇଂଲଣ୍ତ ବିପକ୍ଷ ପଞ୍ଚମ ଟେଷ୍ଟର ପ୍ରଥମ ଇନିଂସରେ ଆୟୋଜକ ଭାରତ ଅତିଥି ଦଳ ବିପକ୍ଷରେ ବିପୁଳ ଅଗ୍ରଣୀ ହାସଲ କରିଥିଲା । ଆଜି ତୃତୀୟ ଦିନରେ ଇଂଲଣ୍ତ ଲଢ଼େଇ କରି ହାରିଛି ।
ଇଂଲଣ୍ତ ବିପକ୍ଷ ଟେଷ୍ଟ ସିରିଜ୍ର ତୃତୀୟ ଟେଷ୍ଟର ଅଧାରୁ ମେଡିକାଲ ଏମରଜେନ୍ସି କାରଣରୁ ଟିମ୍ରୁ ବାଦ ପଡ଼ିଥିଲେ। ତେବେ ତାଙ୍କ ମାଆଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ଯୋଗୁ ସେ ମ୍ୟାଚ୍ ଅଧାରୁ ପଳାଇଥିଲେ। ମାଆଙ୍କ ଗୋଟିଏ କଥା ତାଙ୍କୁ ପୁଣି ଫିଲ୍ଡକୁ ଟାଣି ଆଣିଥିଲା।
ଶେଷ ଟେଷ୍ଟରେ ଇଂଲଣ୍ତ ଟସ୍ ଜିତି ବ୍ୟାଟିଂର ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍ରେ ବାମହାତୀ ବ୍ୟାଟ୍ସମ୍ୟାନ୍ ଦେବଦତ୍ତ ପାଦିକଲ୍ ଡେବ୍ୟୁ କରିଛନ୍ତି। ତେବେ କ୍ୟାପଟେନ୍ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍ ଭଲ ପ୍ରଦର୍ଶନ କରିଛି।
ରାଜକୋଟ୍ ଟେଷ୍ଟ ଜିତିଲା ଭାରତ, ଧରାଶାୟୀ ହେଲା ଇଂଲଣ୍ତ । ୪ର୍ଥ ଦିନରେ ୪୩୪ ରନ୍ରେ ଜିତିଲା ଟିମ୍ ଇଣ୍ତିଆ ।
ରାହୁଲଙ୍କ ସ୍ଥାନରେ ଯୁବ ବ୍ୟାଟ୍ସମ୍ୟାନ୍ ରଜତ ପାଟିଦର ଚୁଡ଼ାନ୍ତ ଏକାଦଶରେ ସାମିଲ ହୋଇପାରନ୍ତି। ସେହିପରି ରବିନ୍ଦ୍ର ଜାଡ଼େଜାଙ୍କ ସ୍ଥାନରେ କୁଲଦୀପ ଯାଦବ କିମ୍ବା ୱାସିଂଟନ ସୁନ୍ଦର ଚୁଡ଼ାନ୍ତ ଏକାଦଶରେ ଖେଳିପାରନ୍ତି।
କ୍ରିକେଟ ଜଗତର ବେଷ୍ଟ ଅଲରାଉଣ୍ତର ତଥା ଟପ୍ ଫିଲ୍ଡର ରବିନ୍ଦ୍ର ଜାଡେଜା ହାମଷ୍ଟ୍ରିଙ୍ଗ ସମସ୍ୟା ସହ ଲଢ଼େଇ କରୁଛନ୍ତି । ପ୍ରଥମ ଟେଷ୍ଟରେ ଆହତ ହେବା ପରେ ଡାକ୍ତର ତାଙ୍କୁ ବିଶ୍ରାମ ନେବା ପାଇଁ ପରାମର୍ଶ ଦେଇଛନ୍ତି ।
ମୁମ୍ବାଇ ଡି.ୱାଇ ପାଟିଲ୍ ଷ୍ଟାଡିୟମରେ ଖେଳାଯାଇଥିଲା ଇଂଲଣ୍ତ ବିପକ୍ଷ ଟେଷ୍ଟ ମ୍ୟାଚ୍ରେ ୩୪୭ ରନ୍ରେ ବିଜୟ ହାସଲ କରିଛି ଭାରତ । ମହିଳା ଟେଷ୍ଟରେ ଏହା ସର୍ବବୃହତ ବିଜୟ ।
୧୫ ବର୍ଷ ତଳେ ଅର୍ଥାତ ୨୦୦୭ରେ ଭାରତ ଟି-୨୦ ବିଶ୍ୱକପ ଜିତିଥିଲା । ଲାଗୁଥିଲା ଏଥର ୧୫ ବର୍ଷ ଧରି ଭାରତୀୟ ଫ୍ୟାନ୍ସଙ୍କ ଅପେକ୍ଷାରେ ପୂର୍ଣ୍ଣଚ୍ଛେଦ ପଡ଼ିବ । ହେଲେ...
ସେମି ଫାଇନାଲରେ ଇଂଲଣ୍ଡ ଠାରୁ ୧୦ ୱିକେଟରେ ହାରି ଭାରତ ବିଶ୍ୱକପରୁ ବିଦା ହୋଇଛି ।
ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ଟସ୍ ବଟଲର୍ ।
ବିରାଟ ଏବଂ ସୂର୍ଯ୍ୟକୁମାର ଯାଦବ ସାଜିବେ ତ ମ୍ୟାଚ ୱିନର ? କାରଣ ସାମ୍ନା ସାମ୍ନି ହେବେ ରୋହିତ ଆଣ୍ଡ କୋ ଏବଂ ବଟଲର ବ୍ରିଗେଡ ।