ସାରା ଦେଶ ଏବେ ରାମଲାଲାଙ୍କ ପ୍ରେମରେ ବିଭୋର । ବିରାଟ ବା କେଉଁଠୁ ବର୍ତ୍ତିବେ । ସାଉଥଆଫ୍ରିକା ବିପକ୍ଷ ଟେଷ୍ଟ ମ୍ୟାଚ୍ରେ ରାମଲାଲାଙ୍କୁ କଲେ ପ୍ରଣାମ ।
ଜାଡେଜାଙ୍କ ପିଠିରେ ଯନ୍ତ୍ରଣା କାରଣରୁ ସେ ପ୍ଲେଇଙ୍ଗ ଇଲେଭେନ୍ରେ ସ୍ଥାନ ପାଇନାହାନ୍ତି । ଅନ୍ୟପକ୍ଷରେ ଆଜି ଭାରତ ପାଇଁ ଟେଷ୍ଟରେ ଡେବ୍ୟୁ କରିଛନ୍ତି ପ୍ରସିଦ୍ଧ କ୍ରିଷ୍ଣା ।
ଭାରତୀୟ ଦଳ ଦକ୍ଷିଣଆଫ୍ରିକା ଗସ୍ତରେ ୩ ମ୍ୟାଚ୍ ବିଶିଷ୍ଟ ଟ୍ୱେଣ୍ଟି-୨୦ ଶୃଙ୍ଖଳା ଖେଳିବ ।
ଅପେକ୍ଷାର ଅନ୍ତ ଘଟିଲା । ଯେଉଁ ଇନିଂସ ପାଇଁ ଫ୍ୟାନ୍ସ ଗତ କିଛି ମ୍ୟାଚ୍ ହେଲା ଅପେକ୍ଷା କରିଥିଲେ । ଆଜି ତାହାର ଅନ୍ତ ଘଟିଛି । କ୍ରିକେଟ୍ର ଭଗବାନ ସଚିନ ତେନ୍ଦୁଲକରଙ୍କ ରେକର୍ଡର ସମକକ୍ଷ ହେଲେ ବିରାଟ କୋହଲି ।
ବିଶ୍ୱକପ୍ କ୍ରିକେଟରେ ଭାରତର ଲଗାତର ଅଷ୍ଟମ ବିଜୟ ହାସଲ କରିଛି। ଶକ୍ତିଶାଳୀ ଦକ୍ଷିଣ ଆଫ୍ରିକାକୁ ୨୪୩ ରନ୍ରେ ପରାସ୍ତ କରିଛି ଭାରତ।
କ୍ରିକେଟ୍ର ଭଗବାନ ସଚିନ ତେନ୍ଦୁଲକରଙ୍କ ରେକର୍ଡର ସମକକ୍ଷ ହେଲେ ବିରାଟ କୋହଲି । ଏକଦିବସୀୟ କ୍ରିକେଟ୍ରେ ୪୯ଟି ଶତକ ହାସଲ କରି ସେ ସଚିନ୍ଙ୍କ ରେକର୍ଡର ସମକକ୍ଷ ହୋଇଛନ୍ତି ।
ଟି-୨୦ ବିଶ୍ୱକପ୍(T20 World Cup 2022)ରେ ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହାଇଭୋଲ୍ଟେଜ୍ ମ୍ୟାଚ୍ ଖେଳାଯିବ। ଅଷ୍ଟ୍ରେଲିଆର ପର୍ଥ ଗ୍ରାଉଣ୍ଡରେ ମୁହାଁମୁହିଁ ହେବେ ଦୁଇ ଟିମ୍।
ଶ୍ରେୟସ ଆୟରଙ୍କ ଅପରାଜିତ ଶତକ ଓ ଇଶାନ କିଶାନଙ୍କ ଲଢ଼ୁଆ ଅର୍ଦ୍ଧଶତକ ବଳରେ ୭ ୱିକେଟରେ ପରାସ୍ତ ହୋଇଛି ଦକ୍ଷିଣ ଆଫ୍ରିକା ।
ଭାରତକୁ ସିରିଜ୍ ବରାବର୍ କରିବାକୁ ହେଲେ ୨୭୯ ରନ୍ର ଲକ୍ଷ୍ୟକୁ ହାସଲ କରିବାକୁ ପଡ଼ିବ ।
ଦୀପକ ଚାହର୍ ଆହତ ହେବା ପରେ ବିସିସିଆଇ ପକ୍ଷରୁ ଅଲରାଉଣ୍ତର ୱାଶିଂଟନ ସୁନ୍ଦରଙ୍କୁ ଟିମ୍ରେ ସାମିଲ କରାଯାଇଛି ।
ଦକ୍ଷିଣ ଆଫ୍ରିକା ବିପକ୍ଷ ODI ସିରିଜ ପାଇଁ ଟିମ୍ ଇଣ୍ଡିଆର ଟିମ୍ ଘୋଷଣା । ଶିଖର ଧୱନଙ୍କୁ କ୍ୟାପଟେନସିପ ଦାୟିତ୍ୱ ମିଳିଛି ।
ଆଜି ପ୍ରଥମ ଟି-ଟ୍ୱେଣ୍ଟି ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ୮ ୱିକେଟରେ ହରାଇ ବିଜୟୀ ହୋଇଛି ଭାରତ। ଫଳରେ ତିନି ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ଭାରତ ୧-୦ରେ ଆଗୁଆ ହୋଇଛି।
ବାରବାଟୀ ମ୍ୟାଚ୍ରେ ଟିକେଟ୍ ନପାଇ ହଜାର ହଜାର ଦର୍ଶକ ନିରାଶ ହୋଇଥିବାବେଳେ ନକଲି ପାସ୍ରେ ଷ୍ଟାଡିୟମରେ ଶହ ଶହ ଏଣ୍ଟ୍ରି କରାଯାଇଥିବା ଅଭିଯୋଗ ହୋଇଛି ।
ପାରମ୍ପରିକ ଯୋଡ଼ି ଶଙ୍ଖ, ଢୋଲ ମହୁରୀ ଓ ଘୋଡ଼ାନାଚ ତାଳେ ତାଳେ ଦିଆଯାଇଥିଲା ଖେଳାଳିଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ।
ଭାରତ-ଦକ୍ଷିଣ ଆଫ୍ରିକା ଟି-ଟ୍ୱେଣ୍ଟି ସିରିଜର ଦ୍ୱିତୀୟ ମ୍ୟାଚ୍ ଲାଗି ସମ୍ପୂର୍ଣ୍ଣ ପ୍ରସ୍ତୁତ ବାରବାଟୀ ପଡ଼ିଆ । ଖେଳାଳିଙ୍କୁ ଭବ୍ୟ ସ୍ୱାଗତ ଏବଂ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେବାକୁ ଆକର୍ଷଣୀୟ ରୂପରେ ସଜେଇ ହୋଇଛି ଗ୍ରାଉଣ୍ଡ ।
କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
୫ଟି ବଲ୍ ବାକିଥାଇ ମ୍ୟାଚକୁ କବଜା କରିନେଇଥିଲା ସାଉଥ୍ ଆଫ୍ରିକା।
କଟକ ବାରବାଟୀ ଷ୍ଟାଡିୟମରେ T20 ମ୍ୟାଚ୍ ପାଇଁ ଆଜିଠୁ କାଉଣ୍ଟରରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। କାଲି ରାତିରୁ କ୍ରିକେଟପ୍ରେମୀଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳିଥିବା ବେଳେ ଆଜି ଲାଇନ୍ରେ ଥିବା ଲୋକଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି।