• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: India Covid19 Updates

ARABINADA-KEJRIWAL
କରୋନା ଯୋଦ୍ଧାଙ୍କ ପରିବାରକୁ କୋଟିଏ ଟଙ୍କା ଲେଖାଏଁ ଦେଲେ ଦିଲ୍ଲୀ ସରକାର

କରୋନା ଯୋଦ୍ଧାଙ୍କ ପରିବାରକୁ କୋଟିଏ ଟଙ୍କା ଲେଖାଏଁ ଦେଲେ ଦିଲ୍ଲୀ ସରକାର । ମହାମାରୀ କରୋନା କାଳରେ କରୋନା ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବା ସମ୍ମୁଖ ଯୋଦ୍ଧାଙ୍କୁ କୋଟିଏ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ଦିଲ୍ଲୀର କେଜ୍ରିୱାଲ ସରକାର ।

corona testing
୨୪ ଘଣ୍ଟାରେ ୫୧୮ ଆକ୍ରାନ୍ତଙ୍କ ମୁଣ୍ଡ ନେଲା କରୋନା

ବର୍ତ୍ତମାନ ସୁଦ୍ଧା ଆକ୍ଟିଭ୍ କେସ ୪ ଲକ୍ଷ ୨୨ ହଜାର ୬୬୦ ଥିବା ବେଳେ ସୁସ୍ଥ ହେଲେଣି ୩ କୋଟି ୨ ଲକ୍ଷ ୬୯ ହଜାର ୭୯୬ ଜଣ। ତେବେ ଦେଶରେ ମୋଟ ମୃତ୍ୟସଂଖ୍ୟା ୪ ଲକ୍ଷ ୧୩ ହଜାର ୬୦୯କୁ ବୃଦ୍ଧି ପାଇଛି। ଏ ପର୍ଯ୍ୟନ୍ତ ୪୦ କୋଟି ୪୯ ଲକ୍ଷ ୩୧ ହଜାର ୭୧୫ ଡୋଜ୍ ଟିକାକରଣ ସରିଲାଣି ବୋଲି ସୂଚନା ମିଳିଛି।

corona 3rd wave
ଅଗଷ୍ଟରେ ଆସିବ କୋଭିଡର ତୃତୀୟ ଲହର

କରୋନାର ଦ୍ୱିତୀୟ ଲହରକୁ ନେଇ ସାରା ବିଶ୍ୱ ତ୍ରସ୍ତ ଥିବା ବେଳେ ପୁଣି ତୃତୀୟ ଲହର ଆସିଗଲାଣି । ଅଗଷ୍ଟ ଶେଷ ସୁଦ୍ଧା ଭାରତରେ କୋଭିଡର ତୃତୀୟ ଲହର ଦେଖାଯିବ।

Modi
ମାସ୍କ ପିନ୍ଧିବାକୁ ଗୁରୁତ୍ୱ ଦେଲେ ପ୍ରଧାନମନ୍ତ୍ରୀ, ୧୬ରେ ନବୀନଙ୍କ ସହ କରିବେ ଆଲୋଚନା

ଆସନ୍ତା ଶୁକ୍ରବାର ପ୍ରଧାନମନ୍ତ୍ରୀ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କରୋନା ସ୍ଥିତି ନେଇ ଆଲୋଚନା କରିବେ । କେବଳ ଓଡ଼ିଶା ନୁହେଁ ଅନ୍ୟ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ କୋଭିଡ ସ୍ଥିତି ନେଇ ଆଲୋଚନା କରିବେ

corona virus
ପୁଣି ଚିନ୍ତା ବଢାଇଲା କରୋନା ମୃତ୍ୟୁ, ଆଜି ହଜାରେ ଟପିଲା

କରୋନାର ୨ୟ ଲହର ଫେରିନି। ସଂକ୍ରମଣ ସଂଖ୍ୟା କମିଥିଲେ ହେଁ ମୃତ୍ୟୁ ସଂଖ୍ୟା ଚିନ୍ତାଜନକ। ଏପରି ସ୍ଥଳେ ଅନେକ ଲୋକ କୋଭିଡ-୧୯ କଟକଣା ମାନୁ ନାହାନ୍ତି। ଖୁଲମଖୁଲା ବୁଲୁଛନ୍ତି। ଲୋକଙ୍କର ଏପରି ମନୋଭାବ ଭାଇରସକୁ ଖୋଲା ନିମନ୍ତ୍ରଣ ନୁହେଁ କି ବୋଲି ପ୍ରଶ୍ନ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ୱାଲ ।