ପାକିସ୍ତାନ ସହ ଯୁଦ୍ଧ କରିବାକୁ ବାହାରିଯାଇଥିଲେ । ଏହାରି ଭିତରେ ବିତିଗଲାଣି ୫୦ ବର୍ଷ..ଖବର କାଗଜରେ ଫଟୋ ବାହାରିଲା, ଜେଲରୁ ମୁକୁଳେଇବା ଲାଗି ୱାଘା ବର୍ଡର ଗଲେ ପରିବାର ଲୋକେ, ହେଲେ ବି ଆନନ୍ଦଙ୍କର ମିଳୁନି ଅତ୍ତାପତ୍ତା
ଭାରତ ମାଆର ସୁଯୋଗ୍ୟ ସନ୍ତାନ ଆନନ୍ଦ ପତ୍ରୀ । ଷାଠିଏ ଦଶକରୁ ଆଜିଯାଏଁ ପାକିସ୍ତାନରେ ଯୁଦ୍ଧବନ୍ଦୀ ଭାବେ ଜୀବନ କାଟୁଛନ୍ତି । ୧୯୬୨ ଭାରତ-ଚୀନ ଓ ୧୯୬୫ରେ ଭାରତ-ପାକିସ୍ତାନ ଯୁଦ୍ଧ ଲଢ଼ିଛନ୍ତି..