• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: India Vs Australia

Ind vs Aus
ପୁରୁଣା ଦଳ, ପୁରୁଣା ମୁହଁ, ଫର୍ମାଟ କିନ୍ତୁ ନୂଆ; ଆଜି ଭାରତ ଅଷ୍ଟ୍ରେଲିଆ ଟିଟ୍ୱେଣ୍ଟି ମ୍ୟାଚ

ସରିଛି ବିଶ୍ୱକପ, ଭାଙ୍ଗିଛି ହୃଦୟ । କିନ୍ତୁ ଅତୀତକୁ ପଛରେ ଛାଡ଼ି ପ୍ରସ୍ତୁତି ଆରମ୍ଭ କରିଛି ଭାରତୀୟ ଦଳ । ବିଶ୍ୱକପ ଶେଷ ହେବାର ମାତ୍ର ତିନି ଦିନ ପରେ ଆରମ୍ଭ ହେବାକୁ ଯାଉଛି ଭାରତ-ଅଷ୍ଟ୍ରେଲିଆ ଟିଟ୍ୱେଣ୍ଟି ସିରିଜ । କେବଳ ଫର୍ମାଟ ହିଁ ନୂଆ, କିନ୍ତୁ ବିପକ୍ଷ ସେହି ପୁରୁଣା ।

amitabh bachchan reaction on india defeated
World Cup 2023: ଟିମ୍ ଇଣ୍ଡିଆ ବିଶ୍ୱକପ୍‌ରେ ପରାଜୟ ପରେ ଏମିତି କହିଲେ ଅମିତାଭ, ଶାହରୁଖ, ରଣବୀର

୨୦୨୩ ବିଶ୍ୱକପ୍‌ରେ ପରାଜୟ ପରେ ଭାରତର ସବୁ ମହଲରେ ଏବେ ଶୋକର ବାତାବରଣ ଖେଳିଯାଇଛି। ଏହାରି ଭିତରେ ଅନେକ କ୍ରିକେଟ୍ ପ୍ରେମୀ ଏବଂ ସେଲିବ୍ରେଟି ଭାରତୀୟ ଟିମ୍‌କୁ ନେଇ ନିଜର ମତାମତ ଦେଉଛନ୍ତି। ସେଲିବ୍ରେଟିମାନେ ଭାରତୀୟ ଖେଳାଳୀଙ୍କ ମନୋବଳକୁ ଦୃଢ କରିବା ନେଇ ଉତ୍ସାହିତ କରୁଥିବା ଦେଖାଯାଏ।

KRK tweet India will never get a captain like dhoni
World Cup 2023: ଭାରତ ମହେନ୍ଦ୍ର ସିଂହ ଧୋନିଙ୍କ ପରି ଅଧିନାୟକ ପାଇବ ନାହିଁ: KRK

ଭାରତ ହୁଏତ ବିଶ୍ୱକପ୍ ୨୦୨୩୩ର ଫାଇନାଲକୁ ଅଷ୍ଟ୍ରେଲିଆ ଠାରୁ ହାରିଥାଇପାରେ। କିନ୍ତୁ ଭାରତୀୟ ଟିମ୍ ପ୍ରଶଂସକଙ୍କ ହୃଦୟରେ ନିଜର ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିବାରେ ସଫଳ ହୋଇଛନ୍ତି। ପରାଜୟ ସତ୍ତ୍ୱେ ପ୍ରଶଂସକମାନେ ଭାରତୀୟ କ୍ରିକେଟ୍ ଟିମ୍‌କୁ ସମର୍ଥନ କରୁଥିବା ଦେଖାଯାଏ।

Why team india loss World Cup 2023 know 8 reason
World Cup 2023: ଅଷ୍ଟ୍ରେଲିଆ ଠାରୁ କାହିଁକି ହାରିଲା ଭାରତ; ଜାଣନ୍ତୁ ଏହା ପଛର ୮ କାରଣ

ଟିମ୍ ଇଣ୍ଡିଆ ଯେଉଁ ବୋଲିଂ ଆଧାରରେ ଏଯାଏ ପହଞ୍ଚିଥିଲା ସେହି ବୋଲିଂ ଫାଇନାଲରେ ପ୍ରଭାବହୀନ ହୋଇଗଲା। ଭାରତୀୟ ଖେଳାଳିମାନେ କେବଳ ବୋଲିଂରେ ନୁହେଁ ବ୍ୟାଟିଂରେ ମଧ୍ୟ ଫ୍ଲପ୍ ହୋଇଥିଲେ। ଭାରତୀୟ ଟିମ୍‌ର ଏଭଳି ସାଙ୍ଘାତିକ ପରିସ୍ଥିତି ପାଇଁ ଅନେକ କାରଣ ରହିଛି। ଆସନ୍ତୁ ଏହାର ୮ଟି କାରଣ ଉପରେ ନଜର ପକେଇ ନେବା।

rajinikanth confident india will lift the cricket world cup 2023 trophy
World Cup 2023: ରଜନୀକାନ୍ତଙ୍କ ଭବିଷ୍ୟବାଣୀ; ସାମିଙ୍କ ଯୋଗୁଁ ଜିତିବ ଭାରତ

ସାମିଙ୍କ ଯୋଗୁଁ ଭାରତ କ୍ରିକେଟ୍ ବିଶ୍ୱକପ ୨୦୨୩ ଜିତିବ ବୋଲି ରଜନୀକାନ୍ତ କରିଛନ୍ତି ଭବିଷ୍ୟବାଣୀ। ତେବେ ଆଜିର ଫାଇନାଲ ମ୍ୟାଚ୍‌କୁ ନେଇ ଅନେକଙ୍କ ମଧ୍ୟରେ ସନ୍ଦେହ ରହିଛି। ଏଭଳି ପରିସ୍ଥିତିରେ ରଜନୀକାନ୍ତଙ୍କ ଏହି ଭବିଷ୍ୟବାଣୀ ସତ ହେବ କି?

wajahat hasan world cup song viral in social media
World Cup 2023: ଏପଟେ ଭାରତ-ଅଷ୍ଟ୍ରେଲିଆ ଲଢେଇ, ସେପଟେ ୱାର୍ଲ୍ଡକପ୍ ଗୀତ ଭାଇରାଲ୍

ସାରା ଦେଶରେ ଫାଇନାଲ୍ ମ୍ୟାଚ୍‌କୁ ନେଇ ଲୋକଙ୍କ ମଧ୍ୟରେ ବହୁତ ଉତ୍ସାହ ରହିଛି। ବର୍ତ୍ତମାନ ଏହାରି ଭିତରେ ବିଶ୍ୱକପ ଫାଇନାଲ୍‌କୁ ନେଇ ତିଆରି ହୋଇଥିବା ଏକ ଗୀତ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହେବାରେ ଲାଗିଛି। ଏହି ଗୀତରେ ସମସ୍ତ ଖେଳାଳିଙ୍କ ନାମ ନିଆଯାଇଛି ଆଉ ଉତ୍ସାହିତ ମଧ୍ୟ କରାଯାଇଛି।

Knowledge what is gully cricket
କ୍ରିକେଟ୍‌ରେ ଗଲୀ ପୋଜିସନ କ’ଣ; କିଏ ଆବିଷ୍କାର କଲେ ଏହି ଫିଲ୍ଡିଂ ପୋଜିସନ୍

ଯେତେବେଳେ ଆମେ ଇଂରାଜୀରେ Gully ଗଲୀ ବୋଲି ଲେଖୁ ଏହା ଗଳି, ଡ୍ରେନ୍, ସଂକୀର୍ଣ୍ଣ ରାସ୍ତା ଆଦିକୁ ବୁଝାଏ। ତେବେ କ୍ରିକେଟର କଥା କହିଲେ ଗଲୀ ପୋଜିଜନ୍‌କୁ ସ୍ଲିପ୍ ମଝିରେ ଥିବା ସଂକୀର୍ଣ୍ଣ ଚ୍ୟାନେଲ୍ କିମ୍ବା ପଏଣ୍ଟକୁ ବୁଝାଏ। କେମିତି ଆସିଲା ଏହି ଶବ୍ଦ…

 India vs Australia
ଆଜି ବିଶ୍ୱକପ୍ ଗ୍ରାଣ୍ଡ ଫିନାଲେ: ଅହମ୍ମଦାବାଦରେ ଭାରତ-ଅଷ୍ଟ୍ରେଲିଆ ମହାମୁକାବିଲା

ସୁପର ସଣ୍ଡେରେ ହେବ ସୁପର ଫାଇଟ୍... ଫାଇନାଲ ଜିତି ଟାଇଟଲ କବଜା ଲକ୍ଷ୍ୟରେ ଟିମ ଇଣ୍ଡିଆ ... ଲକ୍ଷାଧିକ ଫ୍ୟାନଙ୍କ ଉପସ୍ଥିତିରେ କମ୍ପିବ ମୈଦାନ ...

India vs Australia
ICC World Cup 2023: ବିଶ୍ୱକପ୍‌ର ପ୍ରଥମ ମ୍ୟାଚରେ ଭାରତର ଦମ୍‌ଦାର ବିଜୟ

ଏହି ସଙ୍କଟ ସ୍ଥିତିରେ ଭାରତ ପାଇଁ ସଙ୍କଟମୋଚକ ସାଜିଥିଲେ ବିରାଟ କୋହଲି ଓ କେଏଲ ରାହୁଲ । ଉଭୟଙ୍କ ମଧ୍ୟରେ ୧୬୫ ରନ୍‌ର ଜବରଦସ୍ତ ପାର୍ଟନରସିପ୍ ହୋଇଥିଲା। ଯାହାଫଳରେ ଭାରତ ଏହି ମ୍ୟାଚକୁ ଅଷ୍ଟ୍ରେଲିଆ ହାତରୁ ଛଡ଼ାଇ ଆଣିଥିଲା।

india vs Australia
ଚେନ୍ନାଇରେ ଚମକିଲେ ଭାରତୀୟ ସ୍ପିନର, ୧୯୯ ରନ୍‌ରେ ଅଲଆଉଟ୍ ହେଲା ଅଷ୍ଟ୍ରେଲିଆ

ଭାରତ ପକ୍ଷରୁ ରବିନ୍ଦ୍ର ଜାଡେଜା ୩ଟି ୱିକେଟ ନେଇଥିବାବେଳେ କୁଲଦୀପ ଯାଦବ ଓ ଯଶପ୍ରୀତ ବୁମ୍ରା ୨ଟି ଲେଖାଏଁ ୱିକେଟ ଅକ୍ତିଆର କରିଥିଲେ। ତେବେ ଏହି ମ୍ୟାଚ୍‌ରେ କଙ୍ଗାରୁ ଦଳକୁ ହରାଇ ବିଜୟ ସହ ବିଶ୍ୱକପ୍‌ ଅଭିଯାନ ଆରମ୍ଭ କରିବାକୁ ଚେଷ୍ଟା କରିବ ଭାରତ।

India vs Australia
ଭାରତ ଓ ଅଷ୍ଟ୍ରେଲିଆ ସିରିଜ୍‌ର ଅନ୍ତିମ ମୁକାବିଲା, ସମ୍ମାନ ରକ୍ଷା ପାଇଁ ଲଢ଼ିବ ଅଷ୍ଟ୍ରେଲିଆ

ଆଜିର ମ୍ୟାଚରେ ଦଳର ଚୁଡ଼ାନ୍ତ ଏକାଦଶରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିବ। ପ୍ରଥମ ଦୁଇ ମ୍ୟାଚରେ ବିଶ୍ରାମ ନେଇଥିବା ଦଳର ଷ୍ଟାର ଖେଳାଳି ରୋହିତ ଶର୍ମା ଓ ବିରାଟ କୋହଲି ଆଜିର ମ୍ୟାଚ୍‌ରେ ଦଳକୁ ପ୍ରତ୍ୟାବର୍ତ୍ତନ କରିବେ।

Team India
ଇନ୍ଦୋରରେ ଭାରତର ବିଶାଳ ସ୍କୋର, ଅଷ୍ଟ୍ରେଲି‍ଆକୁ ୪୦୦ ରନର ଟାର୍ଗେଟ

ଇନ୍ଦୋରରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆରେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ଅଷ୍ଟ୍ରେଲିଆ। ଆରମ୍ଭରୁ ଦମଦାର ବ୍ୟାଟିଂ କରିଥିଲା ଭାରତ। ଋତୁରାଜ ଗାଏକ୍ୱଡ୍ ୮ ରନ କରି ଆଉଟ ହେବା ପରେ ପାଳି ସମ୍ଭାଳିଥିଲେ ଗିଲ୍ ଓ ଆୟର।

Shubman Gill
ଇତିହାସ ରଚିଲେ ଶୁବମନ ଗିଲ୍, ତେନ୍ଦୁଲକର-କୋହଲିଙ୍କୁ ପଛରେ ପକାଇ କଲେ ବିଶ୍ୱ ରେକର୍ଡ

ଅଷ୍ଟ୍ରେଲିଆ ବିପକ୍ଷରେ ଇନ୍ଦୋରରେ ଖେଳାଯାଉଥିବା ଦ୍ୱିତୀୟ ଦିନିକିଆରେ ଗିଲ୍ ୯୭ ବଲରେ ୧୦୪ ରନ ସଂଗ୍ରହ କରିଥିଲେ। ଦିନିକିଆରେ ଏହା ତାଙ୍କର ଷଷ୍ଠ ଶତକ। ସେହିପରି ଅଷ୍ଟ୍ରେଲିଆ ବିପକ୍ଷରେ ଏହା ଗିଲଙ୍କ ପ୍ରଥମ ଶତକ।

World Test Championship
WTC: ଇତିହାସ ରଚିଲା ଟିମ୍‌ ଇଣ୍ତିଆ, ଫାଇନାଲରେ କଙ୍ଗାରୁ ଦଳ ସହ ମୁହାଁମୁହିଁ

ଟେଷ୍ଟ ଚାମ୍ପିଅନସିପ୍‌ ରେସ୍‌ରେ ଶ୍ରୀଲଙ୍କାର ପଲ୍ଲା ଭାରି ଥିବା ବେଳେ ନ୍ୟୁଜିଲାଣ୍ତରୁ ଏକ ଖୁସି ଖବର ଆସିଛି । ଭାରତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍‌ ଫାଇନାଲରେ କଙ୍ଗାରୁ ଦଳକୁ ଭେଟିବ । ଅଷ୍ଟ୍ରେଲିଆ ପ୍ରଥମରୁ ହିଁ ଫାଇନାଲରେ ନିଜ ସିଟ୍‌ ପକ୍କା କରିସାରିଥିଲା ।

Modi- Cricket
ଭାରତ-ଅଷ୍ଟ୍ରେଲିଆ ନିର୍ଣ୍ଣାୟକ ଟେଷ୍ଟ ମ୍ୟାଚ୍ ଦେଖିବେ ପ୍ରଧାନମନ୍ତ୍ରୀ ମୋଦି-ଆଲବେନସ୍

ଭାରତୀୟ ଟିମ ସିରିଜରେ ୨-୧ରେ ଆଗୁଆ ରହିଛି, ମାତ୍ର ତୃତୀୟ ଟେଷ୍ଟରେ ୯ ୱିକେଟରେ ପରାଜୟ ପରେ ଶେଷ ମୁକାବିଲାରେ ଲଢେଇ ଜୋରଦାର ହେବାନେଇ ଅନୁମାନ କରାଯାଉଛି ।

IND vs AUS
ଆଜି ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟି-ଟ୍ୱେଣ୍ଟି

ଆଜି ମୋହାଲିରେ ଅଷ୍ଟ୍ରେଲିଆ ବିପକ୍ଷରେ ତିନିଟିକିଆ ଟି-ଟ୍ୱେଣ୍ଟି ସିରିଜର ପ୍ରଥମ ମ୍ୟାଚ୍‌ ଖେଳାଯିବ ।

India Cricket Team
ଅଷ୍ଟ୍ରେଲିଆ ବିପକ୍ଷରେ ବଡ଼ ପରିବର୍ତ୍ତନ ସହ ମଇଦାନକୁ ଓହ୍ଲାଇବ ଭାରତୀୟ ଟିମ୍‌

T-20 ବିଶ୍ୱକପ ପୂର୍ବରୁ ଘରୋଇ ମାଟିରେ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ସହ ସିରିଜ ଖେଳିବ ଭାରତ ।